Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ଦଳିତଙ୍କ ସେବା କରିବା ହେଉଛି ପ୍ରକୃତ ପୂଜା’’ – କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ
କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଆଜି କର୍ଣ୍ଣାଟକ ମୈସୁରୁସ୍ଥିତ ଶ୍ରୀ ସୁତ୍ତୁର ମଠରେ ଯୋଗ ଦେଇ ଜଗଦଗୁରୁ ଡ. ଶ୍ରୀ ଶିବରାତ୍ରୀ ରାଜେନ୍ଦ୍ର ମହାସ୍ୱାମୀଜୀଙ୍କ ୧୧୦ତମ ଜନ୍ମବାର୍ଷିକୀ ପାଳନ କରିଥିଲେ। ଏହି…
ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀ ଉଦଘାଟନ
ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ…
ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି ନେଇଥାଏ ବୋଲି କଥା ସତ୍ୟ ନୁହେଁ- ମୋହନ ଭାଗବତ
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ସଂଘର ‘ସଂଘ ଯାତ୍ରାର ୧୦୦ ବର୍ଷ’ ଶୀର୍ଷକ ତିନି ଦିନିଆ ବକ୍ତୃତା କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷା, ସଂସ୍କୃତି ଓ ସଂଘର ଭୂମିକା ଉପରେ ନିଜର ମତ ରଖିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, “ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି…
ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ମହିଳାଙ୍କ ସମେତ ୪ ମାଓବାଦୀ ମୃତ
ଛତିଶଗଡ଼- ମହାରାଷ୍ଟ୍ର ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଗଢଚିରୋଲି-ନାରାୟଣପୁର ସୀମାବର୍ତ୍ତୀ ଜଂଗଲରେ ଗୁଳିବିନିମୟ ହୋଇଥିବା ଜଣାଯାଇଛି। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୩ ମହିଳା ଥିବା…
ମନାଲି ରେ ପ୍ରବଳ ବର୍ଷା , ନଦୀରେ ବୁଡ଼ିଲା ପକଅପ ଭ୍ୟାନ
ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି। ନିରନ୍ତର ବର୍ଷା ଯୋଗୁ ଅନେକ ଲୋକଙ୍କ ଘର ଭାଙ୍ଗି ଯାଇଛି।
ରାସ୍ତାରେ ପାଣି ଜମି ରହିବା ଯୋଗୁ ସାଧାରଣ ଲୋକମାନେ ଖୁବ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବନ୍ୟା ଏବଂ ବର୍ଷାର ଏହି ଭୟଙ୍କର ପରିସ୍ଥିତି ମଧ୍ୟରେ ଏପରି ଅନେକ ଚିତ୍ର ସାମ୍ନାକୁ ଆସୁଛି, ଯାହା…
ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ସାକ୍ଷାତକାରରେ ସମ୍ବିଧାନ (୧୩୦ତମ ସଂଶୋଧନ) ବିଲ୍ ୨୦୨୫ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଥିଲେ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ପଷ୍ଟ ଭାବେ ବିଶ୍ୱାସ…
ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ପାଇଁ, ଭାରତ କର୍ମଶକ୍ତିରେ ୭୦ ପ୍ରତିଶତ ମହିଳା ଅଂଶଗ୍ରହଣ ନିଶ୍ଚିତ କରିବାର ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ ରଖିଛି। ମହିଳା ସଶକ୍ତୀକରଣ ଜାତୀୟ ପ୍ରଗତିରେ ଏକ ପ୍ରମୁଖ କାରଣ ଏବଂ ଆଜି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ …
ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
ଜାମ୍ମୁକାଶ୍ମୀର ଶ୍ରୀନଗରସ୍ଥିତ ଡାଲ୍ ହ୍ରଦରେ ଆୟୋଜିତ ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଖେଲୋ ଇଣ୍ଡିଆ ଜଳକ୍ରୀଡା ମହୋତ୍ସବରେ ମଧ୍ୟପ୍ରଦେଶ, ଓଡ଼ିଶା ଏବଂ କେରଳ ଶ୍ରେଷ୍ଠ ତିନୋଟି ରାଜ୍ୟ ଭାବରେ ଉଭା ହୋଇଛନ୍ତି। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଏବଂ…
ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ସମନ୍ୱିତ ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀ (ଆଇଏଡିଡବ୍ଲୁଏସ)ର ପ୍ରଥମ ସଫଳ ପରୀକ୍ଷଣ ସମ୍ପନ୍ନ କରିଛି। ଆଇଏଡିଡବ୍ଲୁଏସ ଏକ ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଯେଉଁଥିରେ ସମସ୍ତ ସ୍ୱଦେଶୀ ତ୍ୱରିତ ମୁକାବିଲା କ୍ଷମତା…
ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
ସ୍ୱାଧୀନତା ସଂଗ୍ରାମୀ ବିଠଲଭାଇ ପଟେଲ କେନ୍ଦ୍ରୀୟ ବିଧାନସଭାର ପ୍ରଥମ ନିର୍ବାଚିତ ଭାରତୀୟ ବାଚସ୍ପତି ହେବାର ୧୦୦ତମ ବାର୍ଷିକୀ ପାଳନ ଅବସରରେ ଦିଲ୍ଲୀ ବିଧାନସଭାରେ ଆୟୋଜିତ ଦୁଇ ଦିନିଆ ଅଖିଳ ଭାରତୀୟ ବାଚସ୍ପତି ସମ୍ମିଳନୀକୁ କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଉଦଘାଟନ…