Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜୁଲାଇ ୨ ତାରିଖରୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଥାନା ଗସ୍ତ ଏବଂ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା…
ମହାକାଶରୁ ପୃଥିବୀ କିପରି ଦେଖାଯାଉଛି ତାହାର ଏକ ଫଟୋ ପଠାଇଛନ୍ତି ଶୁଭାଂଶୁ
ଭାରତୀୟ ବାୟୁସେନାର ପାଇଲଟ ଶୁଭାଂଶୁ ଶୁକ୍ଳା ମହାକାଶ ଅଭିଯାନରେ ଯାଇଛନ୍ତି। ଆମେରିକୀୟ ବାଣିଜ୍ୟିକ ମହାକାଶ କମ୍ପାନୀ ‘ଅକ୍ସିଅମ୍’ର ଅକ୍ସିଅମ୍-୪ ମହାକାଶ ଯାନରେ ଶୁଭାଂଶୁ ଅନ୍ୟ ୩ ଜଣ ମହାକାଶଚାରୀଙ୍କ ସହିତ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ(ଆଇଏସଏସ) ଅଭିମୁଖେ ଉଡ଼ାଣ ଭରିଛନ୍ତି। ନାସାର…
ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା
ଅପେକ୍ଷା ସରିଲା, ମହାକାଶ ମିଶନ ଆରମ୍ଭ ହେଲା । ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା । ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ । ନାସାର କେନେଡି ସେଣ୍ଟରରୁ ହେଲା ଉତକ୍ଷେପଣ । ଫାଲକନ୍-୯ ରକେଟ୍ ଦ୍ବାରା ହେଲା ସଫଳ ଉତକ୍ଷେପଣ । ତେବେ ଏହି ଉତକ୍ଷେପଣ ସହ ମହାକାଶକୁ ଗଲେ ଗ୍ରୁପ…
ନାଲି ଆଖି ଦେଖାଇ ପୁଣି ଥରେ ଭାରତକୁ ଯୁଦ୍ଧ ଧମକ ଦେଇଛି ପାକିସ୍ତାନ
ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ଭାରତ ବିରୁଦ୍ଧରେ ବିଷ ଓଗାଳିଛନ୍ତି। ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ପୁଣି ଥରେ ନାଲି ଆଖି ଦେଖାଇ ଭାରତକୁ ଧମକ ଦେଇଛନ୍ତି।
ନିକଟରେ ଗୃହମନ୍ତ୍ରୀ ଅମିତ ଶାହ ସ୍ପଷ୍ଟ…
ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦୀ
ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଇରାନ ରାଷ୍ଟ୍ରପତି ମାସୌଦ ପେଜେସକିଆନଙ୍କ ସହିତ କଥା ହୋଇଛନ୍ତି। କଥାବାର୍ତ୍ତା କାଳରେ ମୋଦୀ ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନାକୁ ନେଇ ଉଦ୍ବେଗ ପ୍ରକାଶ କରିଥିଲେ। ଏହା ସହିତ…
ବିହାରରେ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ
ବିହାରର ସିୱାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମୋଦୀ ଆଜି ସିୱାନରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇଛନ୍ତି ଏବଂ ଏକ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି।…
ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଜନ୍ମଦିବସ । ୧୯୫୮ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ରାଜରଙ୍ଗପୁରରେ ଜନ୍ମଗ୍ରହଣ କରିଥିଲେ ଦେଶର ପ୍ରଥମ ନାଗରିକ । ମାଟିର ମୋତି, ମାନବିକତାର ମହନୀୟ ତଥା ସ୍ନେହଶୀଳ ବ୍ୟକ୍ତିତ୍ୱ । ସୁସ୍ଥ, ସୁନ୍ଦର ସମାଜ ଗଠନ ପାଇଁ ଅସୁମାରୀ ସ୍ୱପ୍ନକୁ…
ଧ୍ୱଂସସ୍ତୁପ ପାଲଟିଛି ତେହେରାନ
ସଂଘର୍ଷଗ୍ରସ୍ତ ଇରାନରୁ ଉଦ୍ଧାର କରାଯାଇଥିବା ଭାରତୀୟ ଛାତ୍ରମାନେ ଇରାନରେ ସଙ୍କଟର ଏକ ଭୟଙ୍କର ବିବରଣୀ ଦେଇଛନ୍ତି। ଅନେକ ଛାତ୍ର ଇସ୍ରାଏଲର ଆକ୍ରମଣ ସେଠାରେ କିପରି ଧ୍ୱଂସ ଆଣିଥିଲା, ସେ ସମ୍ପର୍କରେ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର, ଅପରେସନ ସିନ୍ଧୁ ଅଧୀନରେ,…
ଇରାନରୁ ଇଣ୍ଡିଗୋ ବିମାନ ଯୋଗେ ନୂଆଦିଲ୍ଲୀ ଆସିଲେ ୧୧୦ ଭାରତୀୟ ଛାତ୍ର
ବର୍ତ୍ତମାନ ଇରାନ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଲାଗିଥିବା ପରିପ୍ରେକ୍ଷୀରେ ଭାରତ ସରକାର ‘ଅପରେସନ ସିନ୍ଧୁ’ ଜରିଆରେ ଇରାନରେ ଅଧ୍ୟୟନରତ ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣୁଛନ୍ତି। ବୁଧବାର ୧୧୦ ଭାରତୀୟ ଛାତ୍ର ଦୋହାରୁ ଇଣ୍ଡିଗୋ ବିମାନ ଯୋଗେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏମାନଙ୍କ ମଧ୍ୟରେ…
ବଦଳିଛି ଫାଷ୍ଟାଗ୍ ନିୟମ,ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା
ଫାଷ୍ଟାଗ୍କୁ ନେଇ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି । ବଦଳିଛି ଫାଷ୍ଟାଗ୍ ନିୟମ । ଅଗଷ୍ଟ ୧୫ରୁ ବାର୍ଷିକ ଫାଷ୍ଟାଗ୍ ବ୍ୟବସ୍ଥା ହେବ । ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା । ବର୍ଷେ କିମ୍ବା ୨୦୦ ଟ୍ରିପ୍ ପର୍ଯ୍ୟନ୍ତ ବାର୍ଷିକ ଫାଷ୍ଟାଗ୍ ବ୍ୟବସ୍ଥା ଲାଗୁ ହେବ…