Trending
- ୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି
- ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
- ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା
- ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ ମୁଖ୍ୟମନ୍ତ୍ରୀ
- ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
Browsing Category
National
କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ
କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଏସ୍ଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ…
ଦେଶରେ ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ
ବୀମା ସଖୀ ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର…
ଆଜି ସଂସଦରେ ପାରିତ ହୋଇପାରେ ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ
ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ମୋଦି ସରକାର ଆଗତ କରିପାରନ୍ତି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ । ଆଉ ଏହାକୁ ଆଲୋଚନା ପାଇଁ ଯୁଗ୍ମ ସଂସଦୀୟ କମିଟିକୁ ପଠାଯାଇପାରେ । ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ନେଇ ରାମନାଥ କୋବିନ୍ଦ ଆଣିଥିବା ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇସାରିଛି ।…
ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ
କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନ ଶୋକ ଘୋଷଣା…
୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍’
ରିଲିଜ୍ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…
ବିରୋଧୀଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶିନ୍ଦେ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି ଯେ କଠିନ…
କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ : କମିଲା କ୍ୟାନ୍ସର ଔଷଧ ଦର
ଜୀବନ ରକ୍ଷକ ଔଷଧମାନଙ୍କୁ ଅଧିକ ଶସ୍ତା କରିବା ଦିଗରେ ସରକାରଙ୍କର ବଡ ପଦକ୍ଷେପ । ଭାରତ ସରକାର ତିନିଟି ପ୍ରମୁଖ କ୍ୟାନ୍ସର ଔଷଧର MRP କମେଇବାକୁ ଔଷଧ ନିର୍ମାତାମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଔଷଧମାନଙ୍କୁ କଷ୍ଟମ୍ ଶୁଲ୍କରୁ ମୁକ୍ତ କରିବା ଏବଂ ଜିଏସଟି ହାରକୁ ୧୨% ରୁ ୫% କରାଯାଇଛି।…
ବାଂଲାଦେଶ ଗସ୍ତରେ ଯିବେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ
ଡିସେମ୍ବର ୯ରେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ ବାଂଲାଦେଶ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ମିସ୍ରୀ ବାଂଲାଦେଶ ସହ ବୈଦେଶିକ କାର୍ଯ୍ୟାଳୟର ପରାମର୍ଶର ନେତୃତ୍ୱ ନେବେ ଏବଂ ତାଙ୍କ ପ୍ରତିପକ୍ଷଙ୍କୁ ଭେଟିବେ। ବୈଦେଶିକ ସଚିବ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ଅଧୀକାରୀମାନଙ୍କୁ…
ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ
'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ…
ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ…