Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଭବ ସୂର୍ଯ୍ୟବଂଶୀ। ପିମଙ୍କ ପାଦଛୁଇଁ ଆଶୀର୍ବାଦ ନେଇଥିଲେ ବୈଭବ। ଆଇପିଏଲରେ ଦ୍ବିତୀୟ ଦ୍ରୁତତମ ଶତକ ହାସଲ କରି ରାତାରାତି ଷ୍ଟାର ବନିଯାଇଛନ୍ତି ବୈଭବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଟନା ବିମାନବନ୍ଦରରେ ୧୪ ବର୍ଷୀୟ କ୍ରିକେଟର ବୈଭବ…
ଆଜି ପୁଞ୍ଚ ଯାତ୍ରା କରିବେ ଶାହ
ଆଜି ଶାହଙ୍କ ଜମ୍ମୁକାଶ୍ମୀର ଗସ୍ତର ଦ୍ବିତୀୟ ଦିନ। ଏହି ଅବସରରେ ଆଜି ପୁଞ୍ଚରେ ପାକିସ୍ତାନ ସେନା ଆକ୍ରମଣରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସାକ୍ଷାତ କରିବେ ଶାହ। ଗତକାଲି ଗ୍ରସ୍ତର ପ୍ରଥମ ଦିନରେ ରାଜଭବନରେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟି ସୁରକ୍ଷା ପରିସ୍ଥିତି ନେଇ ଆଲୋଚନା…
ଆଇପିଏଲ ଫାଇନାଲରେ ପ୍ରବେଶ କଲା ଆରସିବି
୯ବର୍ଷ ପରେ ଆଇପିଏଲ ଫାଇନାଲରେ ପ୍ରବେଶ କଲା ବେଙ୍ଗାଲୁରୁ। କିଙ୍ଗସ ଇଲେଭେନ ପଞ୍ଜାବକୁ ୮ ଓ୍ବିକେଟରେ ହରାଇ ଫାଇନାଲରେ ଆରସିବି। ପ୍ରଥମେ ପଞ୍ଜାବ ବ୍ୟାଟିଂ କରି ୧୦୧ ରନ କରିଥିଲା। ୧୦୨ ରନର ବିଜୟ ଟାର୍ଗେଟକୁ ୧୦ ଓଭରରେ ହାସଲ କରିଥିଲା ଆରସିବି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୧୪ଟି…
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ…
ମିଆଁମାରରେ ପୁଣି ଭୂକମ୍ପର ଝଟକା
ମିଆଁମାରରେ ପୁଣି ଭୂକମ୍ପର ଝଟକା । ଭୂକମ୍ପର କେନ୍ଦ୍ରସ୍ଥଳ ୧୦କିଲୋମିଟର ଗଭୀରତାରେ ରହିଛି । ଭୂକମ୍ପର ତୀବ୍ରତା ୩.୪ । ଏହି ତୀବ୍ରତାର ଭୂକମ୍ପ ସାଧାରଣତଃ ସାମାନ୍ୟ କ୍ଷୟକ୍ଷତିର ସମ୍ଭାବନା ଥାଏ ।
ସୂଚନାନୁଯାୟୀ, ମିଆଁମାରରେ ସାମାନ୍ୟ ଭୂକମ୍ପର ଝଟକା ପୁଣିଥରେ ମଙ୍ଗଳବାର ଦିନ ଅନୁଭୂତ…
ପ୍ରବଳ ବର୍ଷାରେ ବେହାଲ୍ ମୁମ୍ବାଇ ,୧୦୭ ବର୍ଷର ରେକର୍ଡ ଭାଙ୍ଗିଲା
ପ୍ରବଳ ବର୍ଷାରେ ବେହାଲ୍ ମୁମ୍ବାଇ । ଭାଙ୍ଗିଲା ୧୦୭ ବର୍ଷର ରେକର୍ଡ । ଠାଣେରୁ ରାୟଗଡ଼ ଯାଏ ଜାରି ହୋଇଛି ରେଡ ଆଲର୍ଟ । ଦାଦର, ପରେଲ, କୁର୍ଲାର ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସଡ଼କ, ରେଳ ଓ ବିମାନ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି । ମହାନଗରୀର ରାସ୍ତାଘାଟ, ରେଳଧାରଣା ଓ ବିମାନବନ୍ଦର ସମେତ…
ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ’
ଗୁଜରାଟ ଗସ୍ତର ଦ୍ବିତୀୟ ଦିନରେ ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ' ଏହି ରୋଡ ଶୋ ରେ ପ୍ରାୟ 30 ହଜାର ବିଜେପି କର୍ମୀ ପିଏମ ମୋଦିଙ୍କୁ ସ୍ବାଗତ ଜଣାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଗୁଜରାଟ ସହରାଞ୍ଚଳ ବିକାଶର ୨୦ତମ ବାର୍ଷିକୀ ସମାରୋହରେ…
ପାକ୍କୁ ମୋଦୀଙ୍କ ଚେତାବନୀ : ଆତଙ୍କବାଦୀ ପଠାଇଲେ ଗୁଳି ଖାଇବ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଓ ପାକିସ୍ତାନର ଲକ୍ଷ୍ୟ ମଧ୍ୟରେ ପାର୍ଥକ୍ୟ ପ୍ରକାଶ କରି କହିଛନ୍ତି ଯେ ବିଭାଜନ ପରଠାରୁ ପାକିସ୍ତାନର ଏକମାତ୍ର ଲକ୍ଷ୍ୟ ହେଉଛି ଭାରତ ସହ ଶତ୍ରୁତା, ଭାରତକୁ ଘୃଣା କରିବା ଏବଂ ଆମର ପ୍ରଗତିକୁ ଅଟକାଇବାକୁ ଚେଷ୍ଟା କରିବା। କିନ୍ତୁ ଆମର କେବଳ ଗୋଟିଏ…
ଜଣେ ସିଆରପିଏଫ ଯବାନଙ୍କୁ ଦିଲ୍ଲୀରୁ ଗିରଫ କରିଛି NIA
ଦିଲ୍ଲୀରୁ ଜଣେ ସିଆରପିଏଫ ଯବାନଙ୍କୁ ଗିରଫ କରିଛି NIA । ଯବାନ ଜଣକ ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ପଠାଉଥିଲେ । ତେବେ ସୂଚନା ପାଇଁ ଯବାନଙ୍କୁ ପଇସା ମିଳୁଥିଲା । ଏଥିପାଇଁ ସେ ସୋସିଆଲ ମିଡିଆକୁ ବ୍ୟବହାର କରୁଥିଲେ ।
ଏନଆଇଏ ଗିରଫ ସିଆରପିଏଫ ଯବାନଙ୍କୁ ପଚରାଉଚରା ଆରମ୍ଭ କରିଛି ।…
ମୌସୁମୀ ବର୍ଷାରେ ବେହାଲ ମୁମ୍ବାଇ
ପ୍ରଥମ ମୌସୁମୀ ବର୍ଷାରେ ମୁମ୍ବାଇ ବେହାଲ। ସହର ସାରା ଟ୍ରାଫିକ୍ ଜାମ୍ ହେବା ଫଳରେ ସହ ସହରବାସୀଙ୍କ ସାଧାରଣ ଜୀବନଯାତ୍ରା ପ୍ରଭାବିତ କରିଛି । ଲୋକମାନେ କେଉଁଠି ଅଣ୍ଟାଏ ତ କେଉଁଠୁ ଆଣ୍ଠୁଏ ଗଭୀର ଜଳରେ ଯିବା ଆସିବାକୁ ବାଧ୍ୟ ହେଉଛନ୍ତି । ଫଳରେ ରେଳ ଓ ବସ ଚଳାଚଳ ବହୁମାତ୍ରାରେ ପ୍ରଭାବିତ…