Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
National
ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ମୋଦି ନିଜ ବ୍ୟକ୍ତିଗତ ଓ ରାଜନୀତି ଜୀବନକୁ ନେଇ ଜଣାଅଜଣା କଥା ପ୍ରକାଶ କରିଛନ୍ତି । ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ…
ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବର୍ଷ ପୂର୍ତ୍ତି ପାଳିତ
ଅଯୋଧ୍ୟାର ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଏକବର୍ଷ ପୂରଣ ହୋଇଛି । ଏହି ଅବସରରେ ଆଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି । ତିନିଦିନ ପର୍ଯ୍ୟନ୍ତ ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଅୟୋଜିତ କରାଯିବ । ରାମମନ୍ଦିରକୁ ୫୦ କ୍ୱିଣ୍ଟାଲ ପୁଷ୍ପରେ ସଜା ଯାଇଛି । ପ୍ରଥମ ବାର୍ଷିକୀ…
ରାଜ୍ୟପାଳ ପଦବୀ ଲାଟସାହେବ ପଦ ନୁହେଁ
ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭୂମି ଓଡ଼ିଶାରେ ମୁଁ ସାଧାରଣ ଲୋକ ଭଳି କାମ କରୁଥିଲି । ଆଗରୁ ରାଜ୍ୟପାଳ ନିଜକୁ ଲାଟସାହେବ ଭାବୁଥିଲେ । ଏହି ଚିନ୍ତାଧାରାକୁ ଭାଙ୍ଗିଥିବା କହିଛନ୍ତି ପୂର୍ବତନ ରାଜ୍ୟପାଳ ରଘୁବର ଦାସ । ୩ ମାସରେ ୩୦ ଜିଲ୍ଲା ବୁଲି ଲୋକଙ୍କ ସମସ୍ୟା ବୁଝିଥିବା ସେ କହିଛନ୍ତି ।…
ଆତ୍ମସମର୍ପଣ କଲେ ୯ ନକ୍ସଲ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୨ ଜଣ ମହିଳା ମାଓବାଦୀଙ୍କ ସମେତ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ ପାଇଁ ୫ ଲକ୍ଷ ଟଙ୍କା…
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଆପ୍ ବିଧାୟକ
ପଶ୍ଚିମ ଲୁଧିଆନାର ଆପ୍ ବିଧାୟକ ଗୁରୁପ୍ରୀତ ଗୋଗିଙ୍କ ମୃତ୍ୟୁ ହୋଇଛି । ଗୁରୁତର ବିଧାୟକଙ୍କୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର ।ସୂଚନାରୁ ଜଣାପଡିଛି କି ଗତକାଲି ମଧ୍ୟରାତିରେ ଗୁରପ୍ରୀତଙ୍କୁ ଗୁଳି ଲାଗିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଡିଏମସି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।…
ନୀରଜ ଚୋପ୍ରା ଚଳିତ ବର୍ଷର ବିଶ୍ବର ଶ୍ରେଷ୍ଠ ପୁରୁଷ ଜାଭ୍ଲିନ୍ ଫିଙ୍ଗାଳି
ଅଲିମ୍ପିକ୍ ପଦକ ବିଜେତା ନୀରଜ ଚୋପ୍ରା ଚଳିତ ବର୍ଷର ବିଶ୍ବର ଶ୍ରେଷ୍ଠ ପୁରୁଷ ଜାଭ୍ଲିନ୍ ଫିଙ୍ଗାଳି ହେବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ବର ନାମକରା ଆମେରିକୀୟ ପତ୍ରିକା ‘ଟ୍ରାକ୍ ଆଣ୍ଡ ଫିଲ୍ଡ ନ୍ୟୁଜ୍’ ପକ୍ଷରୁ ପ୍ୟାରିସ୍ ଅଲିମ୍ପିକ୍ସ ରୌପ୍ୟ ବିଜେତା ନୀରଜଙ୍କୁ ଏହି ସମ୍ମାନ…
ଦେଶରେ ଏଚ୍ଏମ୍ପିଭି ଆକ୍ରନ୍ତଙ୍କ ସଂଖ୍ୟା ୧୪ ଛୁଇଁଲା
ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର,…
ଫ୍ଲିମ ‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା
ବଲିଉଡ୍ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ କଙ୍ଗନା ଇନ୍ଦିରାଙ୍କ…
ତିରୁପତି ମନ୍ଦିରରେ ଦଳାଚକଟାରେ ୬ ମୃତ ଶତାଧିକ ଆହତ
ଗତକାଲି ରାତିରେ ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇଥିଲେ। ଯେତେବେଳେ…
ଭି ନାରାୟଣନ କିଏ?
ଭି ନାରାୟଣନ କୁ ନେଇ ଚର୍ଚ୍ଚା । ଇସ୍ରୋର ଏବେ ସେ ମୁଖ୍ୟ ହେବାକୁ ଯାଉଛନ୍ତି । ବିଶିଷ୍ଟ ବୈଜ୍ଞାନିକ ଡ. ଭି ନାରାୟଣନ ୨୦୨୫ ଜାନୁଆରି ୧୪ରେ ପରବର୍ତ୍ତୀ ଅଧ୍ୟକ୍ଷ ହେବାକୁ ଯାଉଛନ୍ତି। ବର୍ତମାନ ସେ ଲିକ୍ୱିଡ୍ ପ୍ରପଲସନ ସିଷ୍ଟମ୍ ସେଣ୍ଟର (ଏଲ୍ପିଏସ୍ସି)ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ…