Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ହାଇଦ୍ରାବାଦର ଗୁଲଜାର ହାଉସ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ
ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମ…
ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ
ପାକିସ୍ତାନୀ ଗୋଇନ୍ଦା ସଂସ୍ଥାକୁ ଭାରତର ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ପଠାଉଥିବା ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୟାମିନ, ଦେବିନ୍ଦର ଓ ଅର୍ମାନ ରହିଛନ୍ତି।
ହରିୟାଣାର ହିସାରରେ…
ମେ ୧୮ ପର୍ଯ୍ୟନ୍ତ ବଢ଼ିଲା ଅସ୍ତ୍ରବିରତି ଅବଧି
ବଢ଼ିଲା ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଅବଧି। ଉଭୟ ଦେଶର ସହମତିରେ ମେ ୧୦ ତାରିଖରେ ଭାରତ-ପାକିସ୍ତାନ ସୀମାରେ ଅସ୍ତ୍ରବିରତି ପାଇଁ ରାଜି ହୋଇଥିଲେ। ଗୁରୁବାର ପର୍ଯ୍ୟନ୍ତ ତାହାର ଅବଧି ରହିଥିଲା। ଏବେ ସେହି ଅବଧିକୁ ବୃଦ୍ଧି କରାଯାଇ ମେ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। …
ନକ୍ସଲ ମୁକ୍ତ ଭାରତଦି ଗରେ ଐତିହାସିକ ସଫଳତା
'ନକ୍ସଲ ମୁକ୍ତ ଭାରତ' ଦିଗରେ ଏକ ଐତିହାସିକ ସଫଳତା ହାସଲ କରି ସୁରକ୍ଷା ବାହିନୀ ଛତିଶଗଡ଼-ତେଲଙ୍ଗାନା ସୀମାରେ କାରେଗୁଟ୍ଟାଲୁ ପାହାଡ଼ (କେଜିଏଚ) ରେ ନକ୍ସଲଙ୍କ ବିରୋଧରେ ସବୁଠାରୁ ବଡ ଅପରେସନରେ ୩୧ ଜଣ ନକ୍ସଲଙ୍କୁ ହତ୍ୟା କରିଛନ୍ତି।
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ…
ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷାକର୍ମୀଙ୍କୁ ଦିଲ୍ଲୀ ଏମସରେ ଭେଟିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଦିଲ୍ଲୀର ଏମସ୍ ଟ୍ରମା ସେଣ୍ଟର ପରିଦର୍ଶନ କରିଛନ୍ତି ଏବଂ ଛତିଶଗଡ଼ ଓ ତେଲଙ୍ଗାନା ସୀମାରେ ଥିବା କାରେଗୁଟ୍ଟା ପାହାଡ଼ରେ ୩୧ ଜଣ ନକ୍ସଲଙ୍କ ହତ୍ୟା କରାଯାଇଥିବା ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷା କର୍ମୀଙ୍କୁ…
କରାଚୀ ନିକଟସ୍ଥ ଆରବ ସାଗରରେ ନୌସେନା ୩୬ଟି ଯୁଦ୍ଧଜାହାଜ ସହିତ ପ୍ରସ୍ତୁତ ହୋଇଥିଲା, ଖାଲି ଅର୍ଡ଼ର ଅପେକ୍ଷା ଥିଲା…
୨୨ ଏପ୍ରିଲ୍ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ୍ ସିନ୍ଦୂର କରିଥିଲା ଏବଂ ପାକିସ୍ତାନରେ ଏପରି ଧ୍ୱଂସ ଘଟାଇଥିଲା ଯେ ଏହା ଏବେ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଅପରେସନ୍ ଭାରତୀୟ ସେନା ପାଇଁ ଏକ ମାଇଲଖୁଣ୍ଟ ପ୍ରମାଣିତ…
ପିଓକେ ଖାଲି କରୁ ପାକିସ୍ତାନ – ବୈଦେଶିକ ମନ୍ତ୍ରଣାଳୟ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ଆଜି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ଜମ୍ମୁ-କାଶ୍ମୀର ଏବଂ ଅଧିକୃତ କାଶ୍ମୀର ସମ୍ପର୍କରେ ଭାରତର ନୀତି ସ୍ପଷ୍ଟ ଯେ ଏହି ସମସ୍ୟାର…
ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଛି
ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ମାତ୍ର ୩ ଘଣ୍ଟା ପରେ ଭାଙ୍ଗିଯାଇଛି । ପାକିସ୍ତାନ ପୁଣି ଭାରତ ଉପରେ ଡ୍ରୋନ ଆକ୍ରମଣ ଆରମ୍ଭ କରିଛି । ଏବେ ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଯାଇଛି । ଚୀନ କହିଛି ଯେ ସେ ପାକିସ୍ତାନର ସାର୍ବ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା…
ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ,ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ
ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ। ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷଣ ସହ ଡ୍ରୋନ୍ ଆକ୍ରମଣ। ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା।
ତେବେ ଅଖନୁର, ଆରଏସପୁରା, ଚାମ୍ବା, ଭିମବର ଆଦି…
ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ
ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ । ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି । ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି । ଅସ୍ତ୍ରବିରତି ନେଇ ବଡ଼ ସୂଚନା ଦେଲେ ବୈଦେଶିକ ସଚିବ ବିକ୍ରମ ମିସ୍ରି ।…