Trending
- ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
Browsing Category
National
ଜାତୀୟ ସମ୍ବିଧାନ ଦିବସ ଅବସରରେ ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ
ଭାରତକୁ ଲୋକତନ୍ତ୍ରର ଜନନୀ କହିଲେ ମହାମହିମ ରାଷ୍ଟ୍ରପତି । ସେ କହିଛନ୍ତି , ଆମ ଦେଶର ସବୁଠୁ ପବିତ୍ର ଗ୍ରନ୍ଥ ହେଉଛି ସମ୍ବିଧାନ । ଦେଶର ଆଶା , ଆକାଂକ୍ଷା ପୂରଣ କରିବାକୁ ସମସ୍ତେ ଆଗେଇ ଆସିବା ଦରକାର । ଏବେ ଭାରତରେ ସମାବେଶୀ ବିକାଶର ଦ୍ରୁତ ହେଉଛି । ବିଶ୍ବସ୍ତରୀୟ ଭିତ୍ତିଭୂମି ସୁଦୃଢ…
RBI ଗଭର୍ନର ଶକ୍ତିକାନ୍ତ ଦାସ ଅସୁସ୍ଥ
ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶକ୍ତିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଆସନ୍ତା ୨-୩ ଘଣ୍ଟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ…
ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡା ରିଲେସନସିପରେ ଥିବା ବେଶ ଚର୍ଚ୍ଚା
ଷ୍ଟେଜରେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମ ବିଷୟରେ କହିଲେ ରଶ୍ମିକା ମାନ୍ଦାନା । ରଶ୍ମିକା ନିଜର ଆଗାମୀ ଫିଲ୍ମ ପୁଷ୍ପା-୨ର ପ୍ରମୋସନ ପାଇଁ ଖୁବ ବ୍ୟସ୍ତ ରହୁଛନ୍ତି । ଚେନ୍ନାଇର ଏକ ସୋ'ରେ ପୁଷ୍ପା ୨ ଗୀତର ଲଞ୍ଚ ବେଳେ ସେହି ସୋ'ର ହୋଷ୍ଟ ତାଙ୍କୁ ତାଙ୍କ ବୟଫ୍ରେଣ୍ଡ ବିଷୟରେ ପଚାରିଥିଲେ…
ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଆଜି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି। ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି। ଏନେଇ ଶିବସେନାର ଏକନାଥ ସିନ୍ଦେ ଗୋଷ୍ଠୀର ବରିଷ୍ଠ ମନ୍ତ୍ରୀ ଦୀପକ କେସରକର ସୂଚନା ଦେଇଛନ୍ତି। ଆଜି କେବଳ ମୁଖ୍ୟମନ୍ତ୍ରୀ…
28ରେ ଶପଥ ନେବେ ହେମନ୍ତ ସୋରେନ୍
ଗତକାଲି ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେବ ସହିତ ପୁନର୍ବାର ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଚଳିତ ନିର୍ବଚନରେ ଝାଡ଼ଖଣ୍ଡରେ ପୁଣି ବାଜି ମାରିଛି ଜେଏମ୍ଏମ୍। ପୁଣିଥରେ ହେମନ୍ତ ସୋରେନଙ୍କ ନେତୃତ୍ବରେ ଝାଡ଼ଖଣ୍ଡରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଆଜିଠାରୁ ସଂସଦର ଶୀତ ଅଧିବେଶନ
ଆଜିଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ କାଳରେ ସରକାର ବହୁ ଚର୍ଚ୍ଚିତ ୱାକଫ୍ ସଂଶୋଧନ ବିଧେୟକ ସମେତ ୧୫ଟି ବିଧେୟକକୁ ଗୃହୀତ କରିବା ଲାଗି ତାଲିକାଭୁକ୍ତ କରିଛନ୍ତି। ଗୃହୀତ ପାଇଁ ତାଲିକାଭୁକ୍ତ ବିଧେୟକ ମଧ୍ୟରୁ ୫ଟି ନୂଆ ବିଧେୟକ…
26 ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ନଭେମ୍ବର ୨୬ରେ ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସୂଚନା ରହିଛି । ଶପଥ ଗ୍ରହଣ ଉତ୍ସବରେ ମମତା ବାନାର୍ଜୀ, ରାହୁଲ ଗାନ୍ଧୀ, ଅଖିଳେଶ ଯାଦବ, ଅରବିନ୍ଦ କେଜ୍ରିୱାଲ, ତେଜସ୍ୱୀ ଯାଦବ, ଦୀପଙ୍କର ଭଟ୍ଟାଚାର୍ୟ୍ୟ ଯୋଗ ଦେଇପାରନ୍ତି । ମିଳିଥିବା ସୂଚନା…
ଜାମା ମସଜିଦ୍ ସର୍ଭେ ବେଳେ ପଥରମାଡ
ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଆକ୍ରୋଶ । ସର୍ଭେ କରିବାକୁ ଯାଇଥିବା ଟିମ୍ ଉପରକୁ ଉତ୍ୟକ୍ତ ଲଘୁସମ୍ପ୍ରଦାୟର ଲୋକେ ପଥର ମାଡ଼ କରିଥିବା ଦେଖିବାକୁ ମିଳିଛି । କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ଭଲରେ ଥିବା ଜାମା ମସଜିଦର ଦ୍ୱିତୀୟ ଥର ସର୍ଭେ କରିବା ସକାଳ ୬ଟାରେ…
ଓଡ଼ିଶା ପର୍ବର ଆଜି ଶେଷ ଦିନ ଯୋଗ ଦେବେ ପ୍ରଧାନମନ୍ତ୍ରୀ
ରାଜଧାନୀ ଦିଲ୍ଲୀରେ ଚାଲିଥିବା ଓଡ଼ିଶା ପର୍ବର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ଓଡ଼ିଆ ସଂସ୍କୃତିର ପ୍ରଚାର ଓ ସୁରକ୍ଷା ପାଇଁ ‘ଓଡ଼ିଆ ସମାଜ’ର ବଡ଼ ପ୍ରୟାସ । ଓଡ଼ିଶା ପର୍ବରେ ଜମୁଛି ଓଡ଼ିଆଙ୍କ ଭିଡ। ଦ୍ବିତୟ ଦିନ ପ୍ରଥମ…
ବିଜୟ ପରେ କର୍ମୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ…