Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
National
ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍ତାର୍
ରାପର୍ ରଫ୍ତାର୍ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି।
ରଫ୍ତାର୍ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…
ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ
ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…
ବଜେଟ ଅଧିବେଶନ ଆରମ୍ଭ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି
ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ସଂସଦରେ ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ବା ଫେବ୍ରୁଆରି ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ ହେବ।
ରାଷ୍ଟ୍ରପତି ଦ୍ରୌପଦୀ…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ କୋହଲି ଓ ରାଜୀବ ଶୁକ୍ଳା
ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ସହିତ ବିରାଟ କୋହଲି ଏବଂ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ନଜର ଆସିଛନ୍ତି। ରାଜୀବ ଶୁକ୍ଲା କ୍ୟାପସନରେ ଲେଖିଛନ୍ତି, ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି ବହୁତ ଭଲ ଲାଗିଲା।…
ମହାକୁମ୍ଭରେ ବୁଡ଼ ପକାଇଲେ ପୁନମ ପାଣ୍ଡେ
ମୌନୀ ଅମାବାସ୍ୟା ଅବସରରେ ଅଭିନେତ୍ରୀ ପୁନମ ପାଣ୍ଡେ ପ୍ରୟାଗରାଜର କୁମ୍ଭ ନଗରୀରେ ପହଞ୍ଚିଥିଲେ। ମହାକୁମ୍ଭରେ ପହଞ୍ଚିଥିବା ପୁନମ ପାଣ୍ଡେ ପୂର୍ବରୁ ଘୋଷଣା କରିଥିଲେ ଯେ ସେ ମହାକୁମ୍ଭ ଯିବେ। ସଙ୍ଗମ କୂଳରେ ବୁଡ଼ ପକାଇବା ପରେ, ସେ ଡଙ୍ଗାରେ ବସି କିଛି ସମୟ ବୁଲାବୁଲି ମଧ୍ୟ କରିଥିଲେ। ସେ ଫଟୋ…
ମହାକୁମ୍ଭରେ ଅଘଟଣ : ମୃତକଙ୍କ ପରିବାରକୁ ଦିଆଯିବ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖଦ କହିବା ସହ ମୃତ ଶ୍ରଦ୍ଧାଳୁଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଦେବାକୁ…
ଆଜି ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ
ଦେଶ ପ୍ରତି ଅଦ୍ଵିତୀୟ ତ୍ୟାଗ କରିଥିବା ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ଭାରତ । ଜାନୁଆରୀ ୩୦ ତାରିଖକୁ ସାରା ଦେଶ ଗାନ୍ଧିଙ୍କ ପୁଣ୍ୟତିଥି ଭାବେ ପାଳନ କରିଥାଏ । ଆଜିର ଦିନରେ ଜାତିର ପିତା ତଥା ସ୍ଵାଧୀନତା ସଂଗ୍ରାମୀ ମହାତ୍ମା ଗାନ୍ଧୀଙ୍କ ପରଲୋକ ହୋଇଥିଲା ।
୧୯୪୮…
ମହାକୁମ୍ଭ ଦଳାଚକଟାରେ ଦୁଃଖ ପ୍ରକାଶ କଲେ ମୋଦି
ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ…
ଦିଲ୍ଲୀର ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି
ଦିଲ୍ଲୀରେ ବିଜେପିର ଜୋରଦାର କ୍ୟାମ୍ପେନିଂ । ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ 5 ରାଜ୍ୟର ମୁଖ୍ୟମନ୍ତ୍ରୀ । କାରତର ନଗରରେ ମୋଦିଙ୍କ ମେଗା କ୍ୟାମ୍ପେନିଂ । ବିଶାଳ ଜନସଭାକୁ ପିଏମଙ୍କ ସମ୍ବୋଧନ । କହିଲେ, ଦିଲ୍ଲୀରେ ବିଜେପି କ୍ଷମତାକୁ ଆସିଲେ ପୂରଣ ହେବ ସବୁ…
ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାଭିଗେସନ ସାଟେଲାଇଟ୍ NVS-02
ଦେଶର ମହାକାଶ ଗବେଷଣା କ୍ଷେତ୍ରରେ ସ୍ଥାପନ ହେଲା ନୂଆ ମାଇଲ ଖୁଣ୍ଟ । NVS-୦୨ ସାଟେଲାଇଟର ସଫଳ ଉତ୍ କ୍ଷେପଣ କରିଛି ଇସ୍ରୋ । ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି । ସତୀଶ ଧାୱନ ମହାକାଶ ଗବେଷଣା…