Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ସାରାରାତି ଏଲଓସିରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା
ପହଲଗାମ ଆତଙ୍କୀ ହମଲା ପରେ ସାରା ଦେଶରେ ତୀବ୍ର ଅସନ୍ତୋଷ ଜାରି ରହିଥିବା ବେଳେ ଆତଙ୍କବାଦୀ ଏବଂ ପାକିସ୍ତାନ ଉପରେ ରକ୍ତ ଚାଉଳ ଚୋବାଉଛନ୍ତି ଦେଶବାସୀ । ଯବାନମାନେ ଆତଙ୍କୀଙ୍କୁ ମାରି ବଦଲା ନେବାକୁ ପ୍ରସ୍ତୁତ ଅଛନ୍ତି । ନିର୍ଦ୍ଦେଶ ମିଳିଲେ ହିଁ ଶତ୍ରୁଙ୍କ ଛାତି ଚିରି ଦେବାକୁ ପ୍ରସ୍ତୁତ…
ପାକିସ୍ତାନୀଙ୍କୁ ଡ଼େଡ଼ଲାଇନ , ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ
୭୨ ଘଣ୍ଟାରେ ଭାରତ ଛାଡ଼ । ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ । ହାତରେ ମାତ୍ର ଅଳ୍ପ ସମୟ, ଯେତେ ଶୀଘ୍ର ପାରୁଛ ଡେଡଲାଇନ୍ ସରିବା ଆଗରୁ ଆମ ଦେଶ ଛାଡି ନିଜ ଦେଶକୁ ପଳାଅ । ପାକାସ୍ତାନୀଙ୍କୁ ୩ ଦିନ ଅର୍ଥାତ ୭୨ ଘଣ୍ଟାର ମହଲତ ଦେଇଛି ଭାରତ । ପହଲଗାମ୍ ହମଲା ପରେ ଆକ୍ସନ ମୋଡରେ ସରକାର…
ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରିବା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କଲା…
ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି ।
ବୁଧବାର ସଂଧ୍ୟାରେ…
ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ବଡ଼ ଖବର , ୩ ଆତଙ୍କବାଦୀଙ୍କ ସ୍କେଚ୍ ଜାରି
ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ବଡ଼ ଖବର । ୩ ଆତଙ୍କବାଦୀଙ୍କ ସ୍କେଚ୍ ଜାରି । ଅସିଫ୍ ଫୌଜି,ସୁଲେମାନ ଶା ଏବଂ ଅବୁତଲ୍ଲାର ସ୍କେଚ୍ ଜାରି । ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ସ୍ତବ୍ଧ ପାଲିଟି ଯାଇଛି । ଆତଙ୍କୀ ହମ୍ଲା ପରେ ସରକାର ଏବଂ…
ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି
ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି । ତେବେ ସରକାରୀ ଭାବେ ଏପର୍ଯ୍ୟନ୍ତ ଏହି ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…
୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…
ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍ଲାଇଟ୍ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…
ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍ ପକ୍ଷରୁ ଏକ…
ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିିୱାଲଙ୍କ ଝିଅ ହର୍ଷିତା କେଜ୍ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ବିବାହ ଦିଲ୍ଲୀର କପୁରଥଲା ହାଉସରେ ଅନୁଷ୍ଠିତ ହୋଇଛି। ପୂର୍ବରୁ…