Browsing Category

National

ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ

ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ,ଏହି ଚୁକ୍ତିନାମା ଉଭୟ ପକ୍ଷ ପାଇଁ ଆର୍ଥିକ ଏବଂ ରଣନୈତିକ ଭାବରେ…

ଦୁଇ ଦଶନ୍ଧି ଧରି ଆଲୋଚନା । ଭାର-ୟୁରୋପୀୟ ସଂଘର ଐତିହାସକି ଡିଲ୍ ହୋଇଛି । ଜାନୁଆରୀ ୨୭ ତାରିଖରେ ସେମାନଙ୍କର ଐତିହାସିକ ବାଣିଜ୍ୟ ଚୁକ୍ତିନାମା ଘୋଷଣା ହେବ । ୧୬ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହି ଘୋଷଣା କରାଯିବ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ୟୁରୋପୀୟ ପରିଷଦ ଅଧ୍ୟକ୍ଷ…

ଆଉ କିଛି ଘଣ୍ଟାର ଅପେକ୍ଷା,ଭାରତ ସହ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି

ଆଉ କିଛି ଘଣ୍ଟାର ଅପେକ୍ଷା । ଆମେରିକାର ଟାରିଫ ଭୟ ଭିତରେ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି କରିବ ଭାରତ । ଏହାର ନାଁ ରହିଛି ମଦର ଅପ ଅଲ ଡିଲସ । ସ୍ୱିଜରଲ୍ୟାଣ୍ଡରେ ଆୟୋଜିତ ଦାବୋସ ସମ୍ମିଳନୀରେ ଇୟୁ ଅଧ୍ୟକ୍ଷା ଉର୍ସୁଲା ୱାର୍ଣ୍ଣ ଓ ୟୁରୋପୀୟ ପରିଷଦ ଅଧ୍ୟକ୍ଷ ଲୁଇସ…

କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ…

୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ : ୧୮ ବର୍ଷ ବୟସ ହେବା ପରେ ନିଜକୁ ଭୋଟର ଭାବରେ ପଞ୍ଜୀକୃତ କରିବାକୁ ନିଶ୍ଚିତ କରନ୍ତୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶକୁ ଏକ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’। ଆସନ୍ତାକାଲି ଅର୍ଥାତ୍‌ ସୋମବାର ଜାନୁଆରୀ ୨୬, ଆମେ ଗଣତନ୍ତ୍ର ଦିବସ ପାଳନ କରିବୁ। ଏହି ଦିନ,…

ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍

ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ ଲୁଇସ୍ ସାଣ୍ଟୋସ୍ ଡା-କୋଷ୍ଟା…

ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି

ବିଶ୍ୱର ସବୁଠୁ ଉତ୍ତପ୍ତ ମରୁଭୂମି ସାହାରାରେ ତୁଷାରପାତ । ପ୍ରଚଣ୍ଡ ଉତ୍ତାପ, ଶୁଷ୍କ ପବନ ଓ ଅନ୍ତହୀନ ବାଲି ପାହାଡ଼ ପାଇଁ ପରିଚିତ ସାହାରା ମରୁଭୂମିରେ ତୁଷାରପାତ ପ୍ରକୃତିର ବିରୋଧାଭାସ ଭଳି ମନେ ହେଉଛି । ଗତ ୧୭ ତାରିଖ ଉତ୍ତର ଆଲଜେରିଆର କେତେକ ସ୍ଥାନରେ ଏକ ଅସାଧାରଣ ଦୃଶ୍ୟ ଦେଖିବାକୁ…

୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ

ଖାଇକୁ ଖସିପଡ଼ିଲା ସେନା ଗାଡି। ଜମ୍ମୁ ଓ କାଶ୍ମୀରର ଡୋଡାରେ ସେନା ଗାଡ଼ି ରାସ୍ତାରୁ ୨୦୦ ଫୁଟ ତଳକୁ ଖସି ପଡ଼ିବାରୁ ୧୦ ଯବାନଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକ ଏବଂ ଉଦ୍ଧାରକାରୀ ଦଳ ଆହତମାନଙ୍କୁ ଉଦ୍ଧାର କରିବା ପାଇଁ କାର୍ଯ୍ୟ କରିଥିଲେ। ଦୁର୍ଘଟଣାକୁ ନେଇ ସେନା ଅଧିକାରୀମାନେ କହିଛନ୍ତି…

ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ

ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି । ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି । ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ…

ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ

ଭାରତୀୟ ବଂଶୋଦ୍ଭବ ତଥା ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୨୭ ବର୍ଷ ଧରି ନାସାରେ କାମ କରିବା ପରେ ଅବସର ନେଇଛନ୍ତି ସୁନୀତା । ମଙ୍ଗଳବାର ଏନେଇ ନାସା ଘୋଷଣା କରିଛି । ତାଙ୍କର ୧୦ ଦିନିଆ ମହାକାଶ ମିଶନ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ଆଇଏସଏସ)ରେ…