Browsing Category

National

ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ

ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ । ଏହି ଦିନରେ ଦେଶ ତଥା ମାଟି ମାଆ ପାଇଁ ଜୀବନ ଦେଇଥିବା ବୀର ଯବନାଙ୍କ ଶୌର୍ଯ୍ୟ ଓ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ। ପ୍ରତିବର୍ଷ ଜୁଲାଇ ୨୬ ତାରିଖକୁ ଦେଶବ୍ୟାପୀ ‘କାରଗିଲ ବିଜୟ ଦିବସ’ ଭାବରେ ଅତ୍ୟନ୍ତ ଗର୍ବ ଓ ସମ୍ମାନର ସହିତ…

ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ…

ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି । 'ମନ୍ କୀ ବାତ୍'ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୀର ଯବାନଙ୍କ ମନେ ପକାଇବା ସହ ସେମାନଙ୍କ ସାହସକୁ ପ୍ରଂଶସା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'ମନ୍…

କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି…

ସମ୍ପ୍ରତି କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଦିଲ୍ଲୀ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୁଲିସ ସୂତ୍ର ଅନୁଯାୟୀ, ଏହି କାର୍ଯ୍ୟରେ ମୁହଁ ଚିହ୍ନଟ ପ୍ରଣାଳୀ (ଏଫଆରଏସ) ବ୍ୟବହାର କରାଯାଇଥିଲା। ଏହି ଉନ୍ନତ ବ୍ୟବସ୍ଥା ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ

ଦେଶରେ ଚାଲିଥିବା ପ୍ରବେଶିକା ପରୀକ୍ଷା (NEET-UG) ବିବାଦ ଓ ଲଗାତାର ଛାତ୍ର ଆନ୍ଦୋଳନ ମଧ୍ୟରେ ଏକ ବଡ଼ ରାଜନୈତିକ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଶନିବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର…

ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା

ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଅଭିଜିତ ଦୀପକେ ମଞ୍ଚ ଉପରୁ ଯୁବକମାନଙ୍କୁ ସମ୍ବୋଧିତ କରି ଏମିତି କହି ସ୍ଲୋଗାନ ଦେଇଛନ୍ତି। କେନ୍ଦ୍ର ସରକାର ଜନ୍ତର ମନ୍ତରରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଦାବିକୁ ଗ୍ରହଣ କରିଛନ୍ତି।…

ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ…

ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ

ପେପର ଲିକ୍ ମାମଲାକୁ ନେଇ ଜନ୍ତରମନ୍ତରରେ ପ୍ରତିବାଦ ଜାରି ରହିଛି । ଏବେ, ସରକାର ମଧ୍ୟ ଏହି ପ୍ରସଙ୍ଗରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜେ ୨୪ ଘଣ୍ଟା ମଧ୍ୟରେ ଦୁଇଟି ଦୃଢ଼ ବାର୍ତ୍ତା ଜାରି କରିଛନ୍ତି । ପ୍ରଧାନମନ୍ତ୍ରୀ…

୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ

୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ । ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ । ୨୬ ଦିନ ଧରି ଚାଲିଥିବା ଅନିର୍ଦ୍ଦିଷ୍ଟକାଳୀନ ଅନଶନକୁ ଶେଷ କରିଛନ୍ତି ପ୍ରଖ୍ୟାତ ଶିକ୍ଷାବିତ୍ ଓ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ । ଗତକାଲି ବିଳମ୍ବିତ ରାତିରେ ସେ ଅନଶନ ଭାଙ୍ଗିଥିବାବେଳେ…

ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨…

ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ ମହାରାଷ୍ଟ୍ରର ଅହିଲ୍ୟାନଗରରେ ଦିଲ୍ଲୀରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କ ସମର୍ଥନରେ ଗୁରୁବାର ୨ ଘଣ୍ଟା ମୌନ ବ୍ରତ କରିଛନ୍ତି। ହଜାରେ ଅହିଲ୍ୟାନଗରସ୍ଥିତ ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ପୂର୍ବାହ୍ନ ୧୧ଟା ବେଳେ ତାଙ୍କ ମୌନ ବିରୋଧ…

ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC

ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଏହାରି ଭିତରେ ବଡ଼ ନିଷ୍ପତ୍ତି ନେଇଛି DMRC । ଦିଲ୍ଲୀ ମେଟ୍ରୋ ରେଳ…