Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ । ବାସଭବନରେ ଜନଶୁଣାଣି କରୁଥିବା ବେଳେ ଯୁବକ ଜଣଙ୍କ ଆକ୍ରମଣ କରିଛନ୍ତି । ତେବେ ଆକ୍ରମଣକାରୀଙ୍କ ନାମ ରାଜେଶ ଖିମଜୀ । ତାଙ୍କ ଘର ଗୁଜୁରାଟ ରାଜକୋଟର । ତାଙ୍କ ବୟସ ୪୧ । ତେବେ ଆକ୍ରମଣ ପରେ ଦିଲ୍ଲୀ ମୁଖ୍ଯମନ୍ତ୍ରୀଙ୍କ ମୁଣ୍ଡରେ ଲାଗିଛି…
କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରାଜସ୍ଥାନର କୋଟା-ବୁନ୍ଦି ଠାରେ ଏକ ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦରର ବିକାଶ ପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ର ପ୍ରସ୍ତାବକୁ ଅନୁମୋଦନ କରିଛି।…
ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…
କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
ସରକାର ୧୯ ଅଗଷ୍ଟ ୨୦୨୫ ରୁ ୩୦ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ କଞ୍ଚା କପା ଆମଦାନୀ ଉପରେ ସମସ୍ତ ଶୁଳ୍କ (ଟିକସ) ଛାଡ଼ କରିଛନ୍ତି। ଏଥିରେ ୫% ମୌଳିକ ଶୁଳ୍କ, ୫% କୃଷି ସେସ୍ ଓ ୧୦% ସାମାଜିକ କଲ୍ୟାଣ ସରଚାର୍ଜ ହଟାଇବା ଅନ୍ତର୍ଭୁକ୍ତ, ଯାହା ମୋଟ ୧୧% ଶୁଳ୍କ ଥିଲା।
ଏହା ଦ୍ୱାରା ଘରୋଇ…
ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ଶ୍ରୀ ୱାଙ୍ଗ ୟି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଶ୍ରୀ ୱାଙ୍ଗ ୟି ତିଆନଜିନରେ ଅନୁଷ୍ଠିତ ହେବାକୁ ଥିବା ଏସସିଓ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚୀନ ରାଷ୍ଟ୍ରପତି ସି…
ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପ୍ରାର୍ଥୀ, କିନ୍ତୁ ଜିତିବେ ଏନଡିଏ ପ୍ରାର୍ଥୀ !
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିରୋଧୀ । ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ତାଙ୍କ ନାମ ଘୋଷଣା କରିଛନ୍ତି । ତେବେ ସୁଦର୍ଶନ ରେଡ୍ଡୀ ହେଉଛନ୍ତି…
ନବୀନ କାହାକୁ ଦେବେ ସମର୍ଥନ
ୱକଫ୍ ବିଲ୍ ପ୍ରସଙ୍ଗରେ ବିଜେଡି ବିବେକ ଅନୁସାରେ ଭୋଟ ଦେବାକୁ ନିଜର ସାଂସଦଙ୍କୁ କହିଥିଲା । ଏହି ପ୍ରସଙ୍ଗରେ ଦଳ ଭିତରେ ପ୍ରଥମ ଥର ପାଇଁ ବଡ଼ ଧରଣର ବିଦ୍ରୋହ ହୋଇଥିଲା । ଉପରାଷ୍ଟ୍ରପତି ପ୍ରସଙ୍ଗରେ ବିଜେଡି ଏନଡିଏକୁ ସମର୍ଥନ ଦେବ କି ନାହିଁ ସମୟ କହିବ ।
ଯଦି ବିଜେଡି ଏନ୍ଡିଏ…
ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…
ଆମେ କାହାର ପକ୍ଷ ନୁହେଁ, କାହାର ବିପକ୍ଷ ନୁହେଁ , ଆମେ ସମସ୍ତଙ୍କ ସମକକ୍ଷ
ଭୋଟ୍ ଚୋରି ପ୍ରସଙ୍ଗକୁ ନେଇ ଶେଷରେ ପ୍ରେସମିଟ୍ କରି ସ୍ପଷ୍ଟୀକରଣ ରଖିଛନ୍ତି ନିର୍ବାଚନ ଆୟୋଗ । ବିହାରରେ କରାଯାଇଥିବା ଏସଆଇଆରକୁ ନେଇ ବିରୋଧୀମାନେ ପ୍ରଶ୍ନ ଉଠାଇବା ପରେ ଏହାର ଜବାବ ରଖିଛନ୍ତି ନିର୍ବାଚନ ଆୟୋଗ । ସ୍ପଷ୍ଟ ଭାବେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର କହିଛନ୍ତି…
ଟ୍ରାଫିକ ଜାମରୁ ମୁକ୍ତି ପାଇବ ଦିଲ୍ଲୀ-ଏନସିଆର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦେଶକୁ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦କୋଟି ଟଙ୍କା ମୂଲ୍ୟର ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପ ସମାପ୍ତ ହେବା ପରେ ଦିଲ୍ଲୀ-ଏନସିଆର ଟ୍ରାଫିକ ଜାମରୁ ମୁକ୍ତି ପାଇବ।…