Trending
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
Browsing Category
National
ଦିଲ୍ଲୀରେ ନିଶ୍ବାସ ନେବା କଷ୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢ଼ିଚାଲିଛି । କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୁଡ ମର୍ଣ୍ଣିଂ ଓ୍ବାକ୍ କରିବାକୁ ଭୟ ଲାଗୁଥିବା କହିଥିଲେ । ଏବେ ଅଧିକାଂଶ ଦିଲ୍ଲୀ ବାସିନ୍ଦା ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା କହିଲେଣି। ପ୍ରଦୂଷଣ ପାଇଁ ପ୍ରଧାନ…
ପାକିସ୍ତାନକୁ ଚେତାବନୀ ଦେଲେ ଫାରୁକ୍ ଅବଦୁଲ୍ଲା
ଜମ୍ମୁ କଶ୍ମୀର ନ୍ୟାସନାଲ କନଫରେନ୍ସ (ଜେକେଏନ୍ସି) ମୁଖ୍ୟ ଫାରୁକ ଅବଦୁଲ୍ଲା ଆଜି ପାକିସ୍ତାନକୁ ଭର୍ତ୍ସନା କରି କହିଛନ୍ତି ଯେ କଶ୍ମୀରରେ ଆତଙ୍କବାଦର ପ୍ରସାର ପାଇଁ ଏହା ଯେତେ ଉଦ୍ୟମ କଲେ ମଧ୍ୟ ସ୍ଥାନୀୟ ଲୋକେ ପାକିସ୍ତାନର ଅଂଶ ହେବାକୁ କଦାପି ଚାହିବେ ନାହିଁ। ଏବେ ଜମ୍ମୁ କଶ୍ମୀରରେ…
ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ମିଳିଛି ଏକ ବଡ଼ ଆଶ୍ବସ୍ତି
ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ବସ୍ତି ମିଳିଛି |୨୦୨୦ରେ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୀବନ ହାରିବା ପରେ ରିୟା ଓ ତାଙ୍କ ପରିବାର ବିରୋଧରେ ଅଭିଯୋଗ କରିଥିଲେ ସୁଶାନ୍ତଙ୍କ ପରିବାର |ଉକ୍ତ ଘଟଣାରେ, ଅଭିନେତ୍ରୀ, ତାଙ୍କ ଭାଇ…
ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି ନ୍ୟୁଜିଲାଣ୍ଡ
ପୁଣେ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଛି । ଏହି ମ୍ୟାଚର ୨ୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ନିଜର ୨ୟ ଇନିଂସରେ ୫ ଓ୍ବିକେଟ ହରାଇ ୧୯୮ ରନ କରିପାରିଛି ଓ ଏହା ସହିତ ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି । ଦଳ ପକ୍ଷରୁ ଓପନର ଟମ୍ ଲଥାମ୍ ୮୬ ରନ କରିଥିଲେ । ଭାରତ ଆଜି ନିଜର ଗତକାଲିର ସ୍କୋର…
ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର ଗିରଫ
ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି । ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ…
ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି
ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା…
ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ
ଜମ୍ମୁ କଶ୍ମୀରର LOC ନିକଟରେ ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି ଓ ଦୁଇ ଯବାନ ଆହତ ହୋଇଛନ୍ତି।
ଏହି ଆକ୍ରମଣକୁ ନେଇ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ…
ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ
୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଓ ଚାଇନା…
ପ୍ରଚାର ଆରମ୍ଭ କଲେ ପ୍ରିୟଙ୍କା
ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା ।
ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ…
ପୃଥିବୀର ସବୁଠାରୁ ପ୍ରଦୂଷିତ ରାଜଧାନୀ ପାଲଟିଛି ଦିଲ୍ଲୀ
ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଏବେ ‘ଅତି ଖରାପ’ ସ୍ତରରୁ ‘ସାଂଘାତିକ’ ଆଡ଼କୁ ଗତି କରୁଛି। ଶୀତ ଆରମ୍ଭ ନ ହେଉଣୁ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ଉଦ୍ବେଗଜନକ ହୋଇଥିବା ବେଳେ ଅଧିକାଂଶ ଅଂଚଳରେ ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୩୦୦ ଅତିକ୍ରମ କରିଛି। ଏଭଳି ସ୍ଥିତିରେ ଦିଲ୍ଲୀବାସୀଙ୍କ ଜୀବନ…