Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
National
ଚହଲଙ୍କଠାରୁ ଭରଣପୋଷଣ ପାଇଁ ୬୦ କୋଟି ଟଙ୍କା ଦାବି କଲେ ଧନଶ୍ରୀ
ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଛି। ଏହାକୁ ନେଇ ଲଗାତାର କଳ୍ପନାଜଳ୍ପନା ଚାଲିଛି। ଏହା ଭିତରେ ଧନଶ୍ରୀ ଚହଲଙ୍କଠାରୁ କେତେ କୋଟି ନେବେ ତାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏହା କେତେ ସତ କେତେ ମିଛ ତାହା ଉଭୟ କେହି…
ଦିଲ୍ଲୀ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ
ଦିଲ୍ଲୀରେ ବାଜିସାରିଛି ନିର୍ବାଚନୀ ବିଗୁଲ । ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଭିନ୍ନ ଦଳର ହାଇପ୍ରୋଫାଇଲ ନେତା । ଏହା ଭିତରେ ଆମ ଆଦମୀ ପାର୍ଟିର ମୁଖ୍ୟ ତା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାମାଙ୍କନ ଦାଖଲ କରିବା ପୂର୍ବରୁ ବିଶାଳ ରୋଡ ଶୋ କରିଛନ୍ତି । ତେବେ ବୁଧବାର ସକାଳୁ…
ଫିଲ୍ମ ‘ଏମର୍ଜେନ୍ସି’ ରିଲିଜ୍ ଉପରେ ବାଂଲାଦେଶର କଟକଣା
ଆସନ୍ତା ୧୭ରେ ରିଲିଜ୍ ହେବାକୁ ଯାଉଛି ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ତେବେ ଫିଲ୍ମର ରିଲିଜ୍ ଉପରେ ବାଂଲାଦେଶ କଟକଣା ଲଗାଇଛି। ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଲାଗି ରହିଥିବା ତିକ୍ତ ସମ୍ପର୍କକୁ ଦୃଷ୍ଟିରେ ରଖି ବାଂଲାଦେଶର ଅନ୍ତରୀଣ ସରକାର ଫିଲ୍ମ…
ଆଶାରାମ ବାପୁଙ୍କୁ ମିଳିଲା ଜାମିନ
ରାଜସ୍ଥାନ ହାଇକୋର୍ଟ ଆତ୍ମଘୋଷିତ ସନ୍ଥ ଆଶାରାମ ବାପୁଙ୍କୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଅସୁସ୍ଥତାକୁ ଦୃଷ୍ଟିରେ ରଖି ଜଷ୍ଟିସ୍ ଦୀନେଶ ମେହେଟ୍ଟା ଏବଂ ଜଷ୍ଟିସ ବିନୀତ କୁମାର ମାଥୁରଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହେ ତଳେ ଅନ୍ୟ ଏକ…
ବଦଳିଲା କଂଗ୍ରେସ କାର୍ଯ୍ୟାଳୟ ଠିକଣା, କୋଟଲା ରୋଡରେ ନୂତନ କାର୍ଯ୍ୟାଳୟ ଉଦଘାଟିତ
କଂଗ୍ରେସର ନୂତନ କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ନୂତନ ମୁଖ୍ୟାଳୟ 'ଇନ୍ଦିରା ଗାନ୍ଧୀ ଭବନ'କୁ ବୁଧବାର ଦିନ ଦିଲ୍ଲୀର ୯ଏ କୋଟଲା ରୋଡରେ ଉଦ୍ଘାଟନ କରାଯାଇଥିବା ସୂଚନା ରହିଛି। ସୋନିଆ ଗାନ୍ଧୀ ନୂୂତନ କୋଠାର ଉଦଘାଟନ କରିବା ବେଳେ ବରିଷ୍ଠ…
ପିଓକେ ବିନା ଜମ୍ମୁ କଶ୍ମୀର ଅସମ୍ପୂର୍ଣ୍ଣ, ପଡ଼ୋଶୀ ରାଷ୍ଟ୍ରକୁ ଚେତାବନୀ ଦେଲେ ରାଜନାଥ
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି କହିଛନ୍ତି, ପିଓକେ (ପାକିସ୍ତାନ ଅଧିକୃତ କଶ୍ମୀର) ବିନା ଜମ୍ମୁ-କଶ୍ମୀର ଅସମ୍ପୂର୍ଣ୍ଣ। ପିଓକେରେ ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନ ଆତଙ୍କବାଦୀ ଶିବିର ପରିଚାଳନା କରୁଥିବାରୁ ରାଜନାଥ ଏନେଇ ପଡ଼ୋଶୀ ରାଷ୍ଟ୍ରକୁ ଚେତାବନୀ ଦେଇଛନ୍ତି। ରାଜନାଥ କହିଛନ୍ତି,…
ଖେଳାଳିଙ୍କ ସହିତ ଯାଇ ପାରିବେନି ସ୍ତ୍ରୀ ଓ ପରିବାର
ଭାରତୀୟ ଖେଳାଳିଙ୍କ ଖରାପ ପ୍ରଦର୍ଶନ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏହାର ଆଭିମୁଖ୍ୟ ଅଧିକ ଶକ୍ତ କରିଛି। ପୂର୍ବରୁ ଖେଳାଳିଙ୍କ ସହିତ ପରିବାର ଲୋକ ଓ ସ୍ତ୍ରୀ ଯିବାର ଅନୁମତି ରହିଥିବା ବେଳେ ବର୍ତ୍ତମାନ ଏହି ନିୟମକୁ ବଦଳାଇଛି ବିସିସିଆଇ। ଭାରତୀୟ ଦଳର ବିଦେଶ ଗସ୍ତ ସମୟରେ…
‘ନାଗ ମାର୍କ-୨’ ମିସାଇଲ୍ର ସଫଳ ପରୀକ୍ଷଣ
ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍ ଫର୍ଗେଟ୍ ଆଣ୍ଟି ଟ୍ୟାଙ୍କ୍ ଗାଇଡେଡ୍ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍ ରେଞ୍ଜ୍ରୁ ଏହି ମିଶାଇଲର ୩ଟି ପରୀକ୍ଷଣ କରାଯାଇଛି। ଉକ୍ତ…
ISRO ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଡକ୍ଟର ଭି.ନାରାୟଣନ
ISRO ର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।
ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ FIR ରୁଜୁ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି।
ସୂଚନାଯୋଗ୍ୟ, ଗୋବିନ୍ଦ ପୁରୀରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ନିର୍ବାଚନରେ ସରକାରୀ ଗାଡ଼ି…