Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଲୋକସଭାରେ ଆଗତ ହେଲା ୱାକଫ୍ ସଂଶୋଧିତ ବିଲ
ଆଜି ଲୋକସଭାରେ ଆଗତ ହେଲା ୱାକଫ୍ ସଂଶୋଧିତ ବିଲ । ସମସ୍ତ ସାଂସଦଙ୍କୁ ଗୃହରେ ରହିବାକୁ ହ୍ବିପ ଜାରି କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି ୱାକଫ ବିଲକୁ ନେଇ ୮ ଘଣ୍ଟା ଧରି ଚର୍ଚ୍ଚା କରାଯିବ । ୱାକଫ ସଂଶୋଧିତ ବିଲରେ କିଛି ଗୁରୁତ୍ବପୂର୍ଣ୍ଣ ସଂଶୋଧନ କରାଯାଇଛି ।…
‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି।…
ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ, ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଘୋଷଣା
ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ତେବେ ଉତ୍କଳ ଦିବସ ଅବସରରେ ଓଡିଆଙ୍କ ଆରାଧ୍ୟ…
ହିମାଚଳପ୍ରଦେଶ କୁଲୁ ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ, 6 ମୃତ 10 ରୁ ଅଧିକ ଆହତ
ହିମାଚଳପ୍ରଦେଶ କୁଲୁ ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ । ମଣିକର୍ଣ୍ଣ ଗୁରୁଦ୍ବାର ନିକଟରେ ମାଟି ଧସିଯିବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି । ତେବେ ମାଟି ଧସିବା ପରେ ଗଛ ଉପୁଡ଼ି ପଡ଼ିବାରୁ ୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକମାନଙ୍କ ପରିଚୟ ଜଣାପଡ଼ି…
ମନ୍ କି ବାତ୍ର ୧୨୦ତମ ସଂସ୍କରଣ : ପାଣି ସଂରକ୍ଷଣ ପାଇଁ ଲୋକମାନଙ୍କୁ ନିବେଦନ କଲେ ପ୍ରଧାନମନ୍ତ୍ରୀ
ମନ୍ କି ବାତ୍ର ୧୨୦ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର କହିଛନ୍ତି ଯେ, ଆଜି ଚୈତ୍ର ନବରାତ୍ରିର ଶୁକ୍ଳ ପକ୍ଷର ପ୍ରତିପଦା ତିଥି। ଆଜିଠାରୁ ଚୈତ୍ର ନବରାତ୍ରି ଆରମ୍ଭ ହେଉଛି। ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି।
ଏହା ୨୦୮୨ ମସିହାର ବିକ୍ରମ…
ଯବାନଙ୍କ ଗୁଳିରେ ଟପ୍ ମାଓ ନେତା ଜଗଦୀଶ ସମେତ ୧୭ ମାଓବାଦୀ ଟଳିଲେ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକ୍ମା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଯବାନଙ୍କ ଗୁଳିରେ ଟପ୍ ମାଓ ନେତା ଜଗଦୀଶ ସମେତ ୧୭ ମାଓବାଦୀ ଟଳିପଡ଼ିଛନ୍ତି । ଡିଆରଜି ଓ ସିଆରପିଏଫ୍ ଯବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି । ୨ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି । ସୁକୁମା…
ମ୍ୟାମାର ଓ ଥାଇଲାଣ୍ଡରେ ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ଉଦ୍ବେଗ ପ୍ରକାଶ କଲେ ନରେନ୍ଦ୍ର ମୋଦୀ
ମ୍ୟାମାର ଓ ଥାଇଲାଣ୍ଡରେ ଆଜି ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ବେଗ ପ୍ରକାଶ କରିବା ସହ ଉଭୟ ରାଷ୍ଟ୍ରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ଥିବା ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ…
ସ୍ୱାସ୍ଥ୍ୟଗତ କାରଣରୁ ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ତିନି ମାସର ଜାମିନ ପ୍ରଦାନ କରିଛନ୍ତି
ଗୁଜୁରାଟ ହାଇକୋର୍ଟ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ସ୍ୱାସ୍ଥ୍ୟଗତ କାରଣରୁ ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ତିନି ମାସର ଜାମିନ ପ୍ରଦାନ କରିଛନ୍ତି। ଶୁଣାଣି ସମୟରେ, ଜଷ୍ଟିସ୍ ଇଲେଶ ଭୋରାଙ୍କ ରାୟକୁ ଜଷ୍ଟିସ୍ ଏଏସ୍ ସୁପେହିଆ ସମର୍ଥନ…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର , ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସପ୍ତମ ବେତନ କମିଶନ ଆଧାରରେ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ଏହା ପୂର୍ବରୁ ଜୁଲାଇ ୨୦୨୪ରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇ ୫୦ରୁ…
ସେନା ଗୁଳିମାଡ଼ରେ ୫ ଆତଙ୍କବାଦୀ ନିପାତ
କଠୁଆ ଜିଲ୍ଲାର ରାଜବାଗ ଥାନା ଅଞ୍ଚଳରେ ୫ ଦିନ ଧରି ଚାଲିଥିବା ଅପରେସନ ସଫଳ । ଭାରତୀୟ ସେନାକୁ ଚକମା ଦେଇ ଘନ ଜଙ୍ଗଲ ଭିତରେ ଛପିଥିବା ସମସ୍ତ ୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ାଇଛନ୍ତି ଯବାନ । ଗତ ୨୪ ତାରିଖରେ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ ପୁରା ଅଞ୍ଚଳକୁ ଘେରାବନ୍ଦୀ କରି ଆତଙ୍କବାଦୀଙ୍କୁ…