Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
National
ସରିବ ୯ ମାସର ଅପେକ୍ଷା , ପୃଥୀବୀକୁ ଫେରିବେ ସୁନିତା ଏବଂ ତାଙ୍କ ସାଥୀ
ଦୀର୍ଘ ୯ମାସ ଧରି ଆଇଏସଏସ୍ ରେ ଅଟକି ରହିଥିବା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋରଙ୍କ ସମେତ ଅନ୍ୟ ଦୁଇ ମହାକାଶଚାରୀ ନିକ୍ ହେଗ୍ ଓ ଆଲେକ୍ଜାଣ୍ଡାର ଗୋର୍ବୁନୋଭ୍ ଆଜି ସନ୍ଧ୍ୟା (ଭାରତୀୟ ସମୟ ମଙ୍ଗଳବାର ରାତି ୩ଟା ୩୦ ମିନିଟ) ସୁଦ୍ଧା ପୃଥିବୀପୃଷ୍ଠରେ…
ଔରଙ୍ଗଜେବଙ୍କ କବରସ୍ଥଳକୁ ହିନ୍ଦୁ ସଙ୍ଗଠନର ଚେତାବନୀ
ମୋଗଲ ସମ୍ରାଟ୍ ଔରଙ୍ଗଜେବଙ୍କ କବରକୁ ନେଇ ମହାରାଷ୍ଟ୍ରରେ ବିବାଦ ଦେଖାଦେଇଛି। ଔରଙ୍ଗାବାଦ ଜିଲାର ଖୁଲଦାବାଦ ସହରସ୍ଥିତ ଔରଙ୍ଗଜେବଙ୍କ କବରସ୍ଥଳକୁ ହଟାଇବା ପାଇଁ ପ୍ରମୁଖ ହିନ୍ଦୁ ସଙ୍ଗଠନ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ଓ ବଜରଙ୍ଗ ଦଳ ରାଜ୍ୟର ଭାଜପା ସରକାରଙ୍କୁ ଚେତାବନୀ ଦେଇଛନ୍ତି।…
ଚନ୍ଦ୍ରଯାନ- ୫ କୁ କେନ୍ଦ୍ରର ଅନୁମୋଦନ
ଚନ୍ଦ୍ର ପୃଷ୍ଠକୁ ନେଇ ନିରନ୍ତର ଗବେଷଣା ଜାରି ରଖିଥିବା ଭାରତୀୟ ଗବେଷଣା ସଂଗଠନ ଇସ୍ରୋକୁ ଚନ୍ଦ୍ରଯାନ- ୫ ପ୍ରସ୍ତୁତି ନେଇ ଅନୁମତି ଦେଲେ କେନ୍ଦ୍ର ସରକାର। ଚନ୍ଦ୍ରଯାନ ୩ ର ସଫଳତା ପରେ ଚନ୍ଦ୍ରଯାନ-୪ ର ଉତ୍କ୍ଷେପଣ ନେଇ ଉତ୍କଣ୍ଠା ବଢୁଥିବା ବେଳେ ଏବେ ଚନ୍ଦ୍ରଯାନ-୫ ପ୍ରସ୍ତୁତିକୁ ଅନୁମତି…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
"ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ନେତା ଏବଂ ଦକ୍ଷ…
ତାମିଲନାଡୁ ବଜେଟ ଲୋଗୋରେ ‘Rs’କୁ ‘Ru’ ସହିତ କାହିଁକି ବଦଳାଇଥିଲେ ଏମକେ ଷ୍ଟାଲିନ୍ ?
ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ରବିବାର କହିଛନ୍ତି ଯେ ତାଙ୍କ ସରକାର ଭାଷା ସମସ୍ୟା ପ୍ରତି ଡିଏମକେର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରିବା ପାଇଁ ୨୦୨୫-୨୦୨୬ ବଜେଟରେ 'Rs' ଚିହ୍ନକୁ 'Ru' ସହିତ ବଦଳାଇ ଦେଇଛନ୍ତି। ସେ ତାଙ୍କ ଅଭିଯୋଗକୁ ଉଲ୍ଲେଖ କରି କହିଥିଲେ ଯେ କେନ୍ଦ୍ର ସରକାର…
ବ୍ରେକ୍ଅପ୍ କରିନେଇଛନ୍ତି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା
ବ୍ରେକ୍ଅପ୍ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍ସ୍କ୍ରିନ ଏବଂ ଅଫସ୍କ୍ରିନ୍ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ କରିବାକୁ…
ସଂଗୀତକାର ଏ.ଆର୍. ରେହମାନ ହସ୍ପିଟାଲରେ ଭର୍ତ୍ତି
ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ…
ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ
ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ । ଦିଲ୍ଲୀ କ୍ୟାପିଟାଲ୍ସକୁ ୮ ରନ୍ରେ ପରାସ୍ତ କରି ଚଳିତ ସଂସ୍କରଣ ଟ୍ରଫି ହାତେଇଛି । ଏହା ସହ ମୁମ୍ୱାଇ ଇଣ୍ଡିଆନ୍ସ ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ୍ ଚାମ୍ପିଅନ ହୋଇଛି ।
ଗତକାଲି ଦିଲ୍ଲୀ କ୍ୟାପିଟାଲ୍ସ ଏବଂ…
ଆଧାର ସହ ଲିଙ୍କ୍ ହେବ ଭୋଟର ଆଇଡି କାର୍ଡ
ଆଧାର ସହ ଲିଙ୍କ୍ ହେବ ଭୋଟର ଆଇଡି କାର୍ଡ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମାର୍ଚ୍ଚ ୧୮ରେ ଗୃହ ସଚିବ, ଆଇନ ସଚିବ ଏବଂ ଆଧାର କାର୍ଡ ଜାରି କରୁଥିବା ସଂସ୍ଥା, ଭାରତୀୟ ସୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI)ର ସିଇଓଙ୍କୁ ଭେଟିବେ। ଏହି ବୈଠକରେ ଆଧାର କାର୍ଡ ଏବଂ ଭୋଟର ପରିଚୟ…
ଆଇପିଏଲ୍-୨୦୨୫ ସଂସ୍କରଣରେ ବଦଳିଲେ ୫ଦଳର କ୍ୟାପଟେନ୍
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL)ର ୧୮ତମ ସଂସ୍କରଣ ଲାଗି ବିଗୁଲ୍ ବାଜି ସାରିଛି । ଟୁର୍ଣ୍ଣାମେଣ୍ଟରେ ଭାଗ ନେଉଥିବା ସମସ୍ତ ଦଳ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି । ଆଇପିଏଲ୍-୨୦୨୫ ସଂସ୍କରରଣରେ ୫ଟି ଦଳ ନୂଆ ଅଧିନାୟକଙ୍କ ସହ ମୈଦାନକୁ ଓହ୍ଲାଇବେ । ସମସ୍ତ ୧୦ ଦଳର ଅଧିନାୟକ ସ୍ଥିର ହୋଇ…