Trending
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
Browsing Category
National
ଆସନ୍ତାକଲି ଭରତ ବନ୍ଦ ଡକରା ଦେଇଛି ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା
ଆସନ୍ତା କଲି ଭାରତ ବନ୍ଦ ଡାକରା ଦିଆଯାଇଛି। ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚା ଏବଂ ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ପାଳନ ପାଇଁ ଏକ ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦିଅଯାଇଛି। ଛତ୍ରପୁର ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଷ୍ଟ୍ରୀୟ ପଛୁଆ ବର୍ଗ ଓବିସି…
ଯମୁନା ଘାଟରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷକୃତ ଗତକାଲି ନିଗମବୋଧ ଘାଟରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ସଂପନ୍ନ ହେବାର ଦିନକ ପରେ ଆଜି ଦିଲ୍ଲୀର ଗୁରୁଦ୍ୱାର ଟିଲା ସାହିବ ନିକଟସ୍ଥ ଯମୁନା ଘାଟରେ ଅସ୍ଥି ବିସର୍ଜନ କରାଯାଇଛି। ଅସ୍ଥି ବିସର୍ଜନ ପରେ ପରିବାର ସଦସ୍ୟମାନେ…
କଳାହାଣ୍ଡିର ପରିବା ଚାଷକୁ ଫସବୁଜ କ୍ରାନ୍ତି’ର ଆଖ୍ୟା ଦେଲେ ପ୍ରଧାନମନ୍ତ୍ରୀ
ବର୍ଷର ଶେଷ ମନ କି ବାତ । ୧୧୭ ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ମନର କଥା । ୨୦୨୪ ବର୍ଷର ଶେଷ ମନ୍ କି ବାତ୍ରେ କଳାହାଣ୍ଡି ଚାଷୀଙ୍କ ଉଦାହରଣ ଦେଇଛନ୍ତି ମୋଦୀ । କଳାହାଣ୍ଡିର ଗୋଲାମୁଣ୍ଡାର ପରିବା ଚାଷ କଥା କହିଲେ ପ୍ରଧାନମନ୍ତ୍ରୀ । କଳାହାଣ୍ଡିର ପରିବା ଚାଷକୁ ଫସବୁଜ…
ଆଜି ବର୍ଷର ଶେଷ ମନ୍ କି ବାତ୍
ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ କି ବାତ୍। ବର୍ଷର ଶେଷ ମନ୍ କି ବାତ୍ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। ଆଜି ହେଉଛି ୧୧୭ ତମ ମନ୍ କି ବାତ୍ ଓ ଚଳିତ ବର୍ଷର ୯ ତମ ମନ୍ କି ବାତ୍ । ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ, ଏପ୍ରିଲ ଓ ମେ’ ମାସରେ କାର୍ୟ୍ୟକ୍ରମ ବନ୍ଦ…
ପଞ୍ଚଭୂତରେ ଲୀନ ହେଲା ମନମୋହନଙ୍କ ପାର୍ଥିବଶରୀର
ପଞ୍ଚଭୂତରେ ଲୀନ ହେଲେ ମନମୋହନ। ଲୁହ ଭରା ଆଖିରେ ସଂସାରର ସଂସ୍କାରକୁ ବିଦାୟ ଦେଲେ ଦେଶବାସୀ। ଗୁରୁବାର ରାତିରେ ୯୨ବର୍ଷ ବୟସରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ତାଙ୍କ ଝିଅ ଆସିପାରିନଥିବାରୁ ଶୁକ୍ରବାର ପରିବର୍ତ୍ତେ ଆଜି ତାଙ୍କର…
ଅନ୍ତିମ ଯାତ୍ରାରେ ମନମୋହନ , ଶେଷ ଦର୍ଶନ କଲେ କଂଗ୍ରେସ ନେତା
କଂଗ୍ରେସ ମୁଖ୍ୟାଳୟରେ ପୂର୍ବ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ପାର୍ଥିବ ଶରୀର । ଶେଷ ଦର୍ଶନ କଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡଗେଙ୍କ ସହ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଆଉ ସୋନିଆ ଗାନ୍ଧୀ । ତେବେ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ତାଙ୍କ ବାସଭବନରୁ…
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ଆଜି ହେବ ଶେଷକୃତ୍ୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ବାସଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…
ଭାରତର ଓ୍ବାଣ୍ଟେଡ଼ ଆତଙ୍କବାଦୀର ହୃଦଘାତରେ ମୃତ୍ୟୁ
ପୁଅ ପରେ ଆତଙ୍କବାଦୀ ବାପାର ମୃତ୍ୟୁ । ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଜମାତ-ଉଦ-ଦାଓ୍ଵା ସଂଗଠନର ଡେପୁଟି ମୁଖ୍ୟ ହାଫିଜ୍ ସୟିଦଙ୍କ ଭିଣୋଇ ହାଫିଜ୍ ଅବଦୁଲ୍ ରେହମାନ ମକ୍କିର ମୃତ୍ୟୁ । ହୃଦଘାତରେ ଆତଙ୍କବାଦୀ ମକ୍କିର ମୃତ୍ୟୁ ହୋଇଛି। ଜମାତ-ଉଦ-ଦାୱାର ଅନୁଯାୟୀ ଅବଦୁଲ…
ଆସନ୍ତାକାଲି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର
ଆସନ୍ତାକାଲି ଅର୍ଥାତ ଡିସେମ୍ବର ୨୮ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ନୂଆଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସକାଳ ସାଢ଼େ ୯ଟାରେ ତାଙ୍କର ଅନ୍ତିମ ଯାତ୍ରା ଆରମ୍ଭ ହେବ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।…
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ମନମୋହନ…