Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
ଦିଲ୍ଲୀରେ ବଡ ଅଘଟଣ । ମଙ୍ଗଳବାର ସକାଳେ ଲୋଧି କଲୋନୀର ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଥିଲା. ଯେଉଁଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।କୋଠାର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିଲା ଏବଂ ଦୁର୍ଘଟଣାରେ ଜଣେ ମହିଳା ଏବଂ ତାଙ୍କ ଦୁଇ ଝିଅ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନା ପାଇବା ପରେ…
ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଜନ୍ତର ମନ୍ତରରେ ଧାରଣା ଦେଉଥିବା ପ୍ରତିବାଦକାରୀଙ୍କ ପ୍ରସ୍ତାବିତ ସଂସଦ ପଦଯାତ୍ରା ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଛି। ଜନ୍ତର ମନ୍ତର ଚାରିପାଖରେ ବ୍ୟାରିକେଡ୍ ଲଗାଯାଇଛି। ପଦଯାତ୍ରା ସମୟରେ…
ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଅଗରତାଲର ଜିବି ହସପିଟାଲରେ ଭର୍ତ୍ତି କରାଯାଇଥିଲ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।…
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ନୂଆ ଆଇନ ଅନୁଯାୟୀ, ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ ବେଳେ ଉଦ୍ଦେଶ୍ୟମୂଳକ ଭାବେ ବାଧା ସୃଷ୍ଟି କଲେ କିମ୍ବା ଏହାକୁ ଅପମାନିତ କଲେ ତାହା ଏକ ଦଣ୍ଡନୀୟ ଅପରାଧ ଭାବେ ଗଣା ହେବ । ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ପାଇଁ ଆସୁଛି ମେଗା ବିଲ । UGC ଏବଂ…
ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ । ଭାରତର ପ୍ରଥମ ଘରୋଇ ମାଲିକାନାରେ ଥିବା ରକେଟ୍ ବିକ୍ରମ-୧ ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଉତକ୍ଷେପଣ କରାଯାଇଛି । ଯାହା ହାଇଦ୍ରାବାଦସ୍ଥିତ ସ୍କାଏରୁଟ୍ ଏରୋସ୍ପେସ୍ ଦ୍ୱାରା ବିକଶିତ ।
ପ୍ରଥମ ଘରୋଇ…
୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
ଦିଲ୍ଲୀର ଜନ୍ତର ମନ୍ତରରେ ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଇଛି ପୋଲିସ । ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ସକାଳେ ବହୁ ସଂଖ୍ୟାରେ ଦିଲ୍ଲୀ ପୋଲିସର ଯବାନ ଜନ୍ତର ମନ୍ତରରେ ପହଞ୍ଚିଥିଲେ । ଏହା ପରେ ସୋନମ…
ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହରିୟାଣାର ଜିନ୍ଦ ଏବଂ ସୋନିପତ ମଧ୍ୟରେ ନିଜର ପ୍ରଥମ ଯାତ୍ରା ଆରମ୍ଭ କରିଛି ଦେଶର ପ୍ରଥମ ସ୍ୱଦେଶୀ ହାଇଡ୍ରୋଜେନ୍ ଇନ୍ଧନ ଚାଳିତ ଟ୍ରେନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ…
ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି । ଏହାରି ଭିତରେ ତାଙ୍କ ସ୍ବାସ୍ଥ୍ୟ ଗଭୀର ଭାବେ ପ୍ରଭାବିତ ହୋଇଛି । ୨୦ ଦିନ ଭିତରେ ୯ କିଲୋଗ୍ରାମ ଓଜନ କମିସାରିଲାଣି । ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେଉଛି । ଦୀଘର୍ଦିନରୁ ଭୋକିଲା ରହିବା…
ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ବିଲିଡିଂ ଭିତରେ ୪୮ ପରିବାରର ଲୋକ ରହୁଥିଲେ । ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିଲା । ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…
ଅଯୋଧ୍ୟା ରାମ ମନ୍ଦିର ପାଇଁ ନିଯୁକ୍ତି ହେବେ CEO ,ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି…
ଅଯୋଧ୍ୟା ରାମ ମନ୍ଦିରର ପ୍ରଶାସନିକ ଓ ଆର୍ଥିକ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ ଏବଂ ସୁଦୃଢ଼ କରିବା ପାଇଁ ନିଆଯାଇଛି ବଡ଼ ପଦକ୍ଷେପ । ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବା ସିଇଓ (CEO) ପଦବୀ ପାଇଁ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି…