Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Browsing Category
National
ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…
କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି
କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି। ହାଇଦ୍ରାବାଦର ଚିକ୍କାଡପଲ୍ଲୀସ୍ଥିତ ଅଶୋକ ନଗରରେ ଗ୍ରୁପ୍ ୧ ସର୍ଭିସର ପ୍ରାର୍ଥୀଙ୍କ ସହ ମିଶି ବିକ୍ଷୋଭ କରିଥିଲେ ସଞ୍ଜୟ କୁମାର। ଏଥିପାଇଁ ତାଙ୍କୁ ଗିରଫ କରାଯାଇଛି ବୋଲି କୁହାଯାଉଛି ।
ଗତ ସେପ୍ଟେମ୍ବର ମାସରେ କେନ୍ଦ୍ର…
ଜାତୀୟ ଶିକ୍ଷା ସପ୍ତାହ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ…
ଏନଡ଼ିଏ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ଘୋଷଣା କରିଛି
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍ଡିଏ ତାର ଆସନ ବୁଝାମଣା ଚୂଡ଼ାନ୍ତ କରିଛି । ୮୧ ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ ବିଜେପି ୬୮ ଆସନରେ ଲଢିବ ।
ଅଲ୍ ଝାରଖଣ୍ଡ ଷ୍ଟୁଡେଣ୍ଟ୍ସ ୟୁନିଅନ୍ ୧୦, ଜେଡିୟୁ ୨, ଏଲ୍ଜେପି ଗୋଟିଏ ଆସନରେ ନିର୍ବାଚନ ଲଢ଼ିବେ । ହିମନ୍ତ ବିଶ୍ବଶର୍ମା ଏବଂ…
ଦିନର ଶେଷ ବଲରେ କିପରି ଆଉଟ ହେଲେ କୋହଲି!
ଗତକାଲି ଦିନର ଶେଷ ବଲରେ ଆଉଟ ହୋଇ ନିଜର ପ୍ରଶଂସକଙ୍କୁ ନିରାଶ କରିଛନ୍ତି ବିରାଟ କୋହଲି । ତେବେ ସେ ଅର୍ଧ ଶତକ ହାସଲ କରିବା ପରେ ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ…
୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ରୁଷ୍ ଗସ୍ତରେ ଯିବେ। ଆସନ୍ତା ଅକ୍ଟୋବର ୨୨ରୁ ୨୩ ପର୍ଯ୍ୟନ୍ତ ସେ ରୁଷ୍ ଗସ୍ତ କରିବେ। ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଏହି ଗସ୍ତ କରୁଛନ୍ତି। ଏଥର…
ହରିୟାଣା ସରକାରଙ୍କ ବଡ଼ ଘୋଷଣା
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ ରାଜ୍ୟବାସୀଙ୍କୁ ବହୁତ ଉପହାର ଦେଇଛନ୍ତି। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା…
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଗୁଳିରେ ଜଣେ ଅଣ-ସ୍ଥାନୀୟ ମୃତ
ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…
ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଭୁଲକୁ ସ୍ୱୀକାର କରିଛନ୍ତି
ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଏହି ଟେଷ୍ଟରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍ ସ୍କୋର କରିପାରିଥିଲା । ୬ ଜଣ ବ୍ୟାଟ୍ସମ୍ୟାନ ରନ୍ ସ୍କୋର୍…
ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି।
ପ୍ରଧାନ…