Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
National
ମହାକୁମ୍ଭ ମେଳା ଅବସରରେ ରେଳବାଇରେ ମାଗଣା ଯାତ୍ରା ଖବର ମିଥ୍ୟା
ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଲାଗି ଯାତ୍ରୀମାନେ ରେଳପଥରେ ମାଗଣା ଯାତ୍ରା କରିପାରିବେ ବୋଲି କିଛି ଗଣମାଧ୍ୟମ ଦ୍ୱାରା ପ୍ରକାଶିତ ଖବରକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି । ଏପ୍ରକାର ଖବର ମିଥ୍ୟା ଓ ବିଭ୍ରାନ୍ତିକର ବୋଲି ରେଳବାଇ ପକ୍ଷରୁ କୁହାଯାଇଛି ।
ବିନା ଟିକେଟରେ ରେଳପଥରେ ଯାତ୍ରା…
“ଆମର ହିରୋମାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବାରରେ ଥିବା ଦ୍ୱୀପପୁଞ୍ଜଗୁଡିକର ନାମକରଣ କରିବା ଉଚିତ୍ :…
ଆମ ଦେଶର ସାହସୀ ହିରୋମାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବାରରେ ଥିବା ଦ୍ୱୀପପୁଞ୍ଜଗୁଡିକର ନାମକରଣ କରିବା ହେଉଛି ଦେଶ ପ୍ରତି ସେମାନଙ୍କର ସେବାକୁ ଅନେକ ପୀଢ଼ି ଯାଏଁ ସ୍ମରଣୀୟ କରିବା ପାଇଁ ସୁନିଶ୍ଚିତ କରିବାର ଏକ ମାଧ୍ୟମ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତବ୍ୟ…
ମୁମ୍ବାଇ ଗେଟ ପାଖରେ ବୁଡ଼ିଲା ଡ଼ଙ୍ଗା , 25 ମୃତ
କଙ୍ଗୋର ମାଇ-ଏନଡୋମ୍ବ ପ୍ରଦେଶର ଫିମି ନଦୀରେ ଏକ ଡଙ୍ଗା ବୁଡ଼ି ଘଟଣାରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୨ରୁ ଅଧିକ ଲୋକ ନିଖୋଜ ଅଛନ୍ତି। କଙ୍ଗୋର ରାଜଧାନୀ କିନସାସାର ଉତ୍ତର-ପୂର୍ବରେ ଅବସ୍ଥିତ ଇନୋଙ୍ଗୋ ସହର ନିକଟରେ ଏହି ଦୁର୍ଘଟଣା ଘଟିଛି।
ଅଧିକାରୀ ଏବଂ ସ୍ଥାନୀୟ…
ଇଣ୍ଡିଆନ୍ ଆଇଡ଼ଲରେ ଜ୍ୟୋତିପ୍ରକାଶ ଓଝାଙ୍କ କମାଲ
ଜାତୀୟ ଚ୍ୟାନେଲ୍ ପ୍ରସ୍ତୁତ ଇଣ୍ଡିଆନ୍ ଆଇଡ଼ଲରେ ନିଜର ଜାଦୁଗରୀ ଗୀତ ଶୁଣାଇ ସମସ୍ତ ଦର୍ଶକଙ୍କୁ ବିମୋହିତ କରିଛନ୍ତି ଓଡ଼ିଆ ପୁଅ ଜ୍ୟୋତିପ୍ରକାଶ ଓଝା। ସେ ଏକାଧାରାରେ ଜଣେ ଗୀତିକାର ହେବାସହ ଶାସ୍ତ୍ରୀୟ ସଂଗୀତଜ୍ଞ ଏବଂ ଚତ୍ମକାର କଣ୍ଠଶୀଳ୍ପୀ ଅଟନ୍ତି। ନିକଟରେ ଇଣ୍ଡିଆନ୍ ଆଇଡ଼ଲରେ ହିନ୍ଦୀ…
ବଜାରକୁ ଆସିବ କ୍ୟାନସର୍ ଭ୍ୟାକ୍ସିନ
ଆଜି ସମଗ୍ର ବିଶ୍ୱ କର୍କଟ ଭଳି ଗମ୍ଭୀର ରୋଗରେ ପୀଡିତ। ଏଭଳି ପରିସ୍ଥିତିରେ ରୁଷିଆ ଏକ ଦାବି କରିଛି, ଯାହା ସମଗ୍ର ବିଶ୍ୱ ପାଇଁ ଆଶ୍ୱସ୍ତି ଆଣିଦେଇଛି। ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ।
ଲୋକସଭାରେ ଆଗତ ପରେ ଜେପିସିକୁ ଗଲା ଏକକ ନିର୍ବାଚନ ବିଲ
ସଂସଦରେ ଆଗତ ପରେ ଯୁଗ୍ମ ସଂସଦୀୟ କମିଟି ବା ଜେପିସିକୁ ଯାଇଛି ଏକକ ନିର୍ବାଚନ ବିଲ। ବିଲ୍ ସପକ୍ଷରେ ୨୬୯ ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ପଡ଼ିଛି ୧୯୮ ଭୋଟ। ଆଇନ୍ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସମ୍ବିଧାନ ସଂଶୋଧନ ବିଲ ଲୋକସଭାରେ ଆଗତ କରିଛନ୍ତି। ବିଲ ଆଗତ ପରେ ଏହାକୁ ଜେପିସିକୁ ପଠାଇ…
ଏକକ ନିର୍ବାଚନ ବିଲକୁ ନେଇ ପଡ଼ିଲା ଭୋଟ
ବହୁ ଚର୍ଚ୍ଚା ଏବଂ ଆଲୋଚନା ପରେ ଆଜି ପରିଶେଷରେ ଲୋକସଭାରେ ଆଗତ ହୋଇଛି ‘ଓ୍ବାନ୍ ନେସନ୍ ଓ୍ବାନ୍ ଇଲେକ୍ସନ’ ବିଲ୍ । କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ୍ ରାମ୍ ମେଘଓ୍ବାଲା ଆଗଜି ଲୋକସଭାରେ ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ପାଇଁ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି । ଏହାକୁ…
ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ
ଆଜିଠାରୁ ରାଜ୍ୟସଭାରେ ଆରମ୍ଭ ହେବ ସମ୍ବିଧାନ ଉପରେ ବିତର୍କ |ଆଜି ଓ କାଲି ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରିପାରନ୍ତି ଆଲୋଚନାର ଆରମ୍ଭ। ବିରୋଧୀ ପକ୍ଷରୁ ବିତର୍କ ଆରମ୍ଭ କରିପାରନ୍ତି ବିରୋଧୀ ଦଳ ନେତା…
ଇଂଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ଘଟଣାରେ ପତ୍ନୀ, ଶାଶୂ ଓ ଶଳା ଗିରଫ
ପତ୍ନୀ ନିର୍ଯାତନାରେ ଅତିଷ୍ଠ ହୋଇ ଯୁବ ଇଂଜିନିୟର ଅତୁଲ ସୁଭାଷ (୩୪)ଙ୍କ ଆତ୍ମହତ୍ୟା ମାମଲାରେ ପୁଲିସକୁ ସଫଳତା ମିଳିଛି। ଫେରାର୍ ପତ୍ନୀ ନିକିତା ସିଂଘାନିଆ, ଶାଶୂ ନିଶା ସିଂଘାନିଆ ଓ ଶଳା ଅନୁରାଗ ସିଂଘାନିଆଙ୍କୁ ଗିରଫ କରାଯାଇଛି। ବେଙ୍ଗାଲୁରୁ ହ୍ବାଇଟ୍ ଫିଲ୍ଡ୍ ଡିଭିଜନ୍ର ଡିସିପି…
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…