Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
National
ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
ଏକ ଦେଶ ଏକ ନିର୍ବାଚନ ପ୍ରସଙ୍ଗ। ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ। ଏ ନେଇ ଆସନ୍ତାକାଲି ଆସିପାରେ ସଂସଦରେ ଏନେଇ ବିଲ୍ । ସାରା ଦେଶରେ ଏକ ସମୟରେ ଲୋକସଭା, ବିଧାନସଭା ଓ ଆଞ୍ଚଳିକ ପରିଷଦଗୁଡିକର ନିର୍ବାଚନ କରିବା ଲାଗି ବିଲରେ ଉଦ୍ଦିଷ୍ଟ ରହିଛି। ଏହି ବିଲ୍ ଲାଗି…
ଲାଲ କୃଷ୍ଣ ଆଡଭାନୀ ଆପୋଲୋ ହସ୍ପିଟାଲରେ ଭର୍ତ୍ତି
ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି ଆଡ଼ଭାନୀ । ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବିଜେପି ନେତା ଲାଲକୃଷ୍ଣ ଆଡଭାନୀ। ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ମାସରେ…
ରାଜ୍ୟସଭାରେ ଧନଖଡ଼ ଏବଂ ଖଡ଼ଗେ ମୁହାଁମୁହିଁ
ରାଜ୍ୟସଭାରେ ଆଜି ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ମୁହାଁମୁହିଁ ହୋଇଛନ୍ତି। ଧନଖଡ଼ କହିଥିଲେ ଯେ ସେ ଜଣେ କୃଷକଙ୍କ ପୁଅ। ବିରୋଧୀ ଦଳଙ୍କ ଅନାସ୍ଥା ପ୍ରସ୍ତାବରେ ସେ ଦବିଯିବେ ନାହିଁ। ବିରୋଧୀ ଦଳ ନିକଟରେ ଅନାସ୍ଥା ପ୍ରସ୍ତାବ ଆଣିବା…
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଓ ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ। ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଗତ ତିନି ବର୍ଷ ଧରି ଏହି ବାର୍ଷିକ…
ସମ୍ବିଧାନର ୭୫ବର୍ଷ ପୂର୍ତ୍ତି ,ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍
ସମ୍ବିଧାନର ୭୫ବର୍ଷ ପୂର୍ତ୍ତି ଅବସରରେ ଦୁଇ ଦିନ ଧରି ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍। ଆଜି ଓ ଶନିବାର ଲୋକସଭାରେ ବିଭିନ୍ନ ଦଳର ସାଂସଦ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କ ରେ ଭାଗନେଇ ନିଜର ମତ ରଖିବେ। ଏଥିପାଇଁ ବିଜେପି ଓ କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ବିପ୍ ଜାରି କରିଛନ୍ତି।…
ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ
ଆଜି ଉତ୍ତର ପ୍ରଦେଶ ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେବେ। ମଧ୍ୟାହ୍ନରେ ସଙ୍ଗମ୍ ସାଇଟରେ ମା ଗଙ୍ଗାଙ୍କ ପ୍ରାର୍ଥନା ଓ ଦର୍ଶନ …
ଏକ ଦେଶ ଏକ ନିର୍ବାଚନ ବିଲକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ
ଏକ ଦେଶ ଏକ ନିର୍ବାଚନ ବିଲ ବିଷୟରେ ବଡ଼ ଖବର ସାମ୍ନାକୁ ଆସିଛି । କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛନ୍ତି । ଆସନ୍ତା ସପ୍ତାହରେ ଏହା ସହସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି । ବିଜେପି ନେତୃତ୍ବାଧୀନ କେନ୍ଦ୍ର ସରକାର ଏହା ଉପରେ କାର୍ଯ୍ୟ ଜାରି ରଖିଛନ୍ତି ।
ଏହା…
୭୫ ଭାରତୀୟ ନାଗରିକଙ୍କୁ ସିରିଆରୁ ସ୍ଥାନାନ୍ତର କଲା ଭାରତ
ବିଦ୍ରୋହୀ ସୈନ୍ୟମାନେ ବାଶାର ଅଲ-ଆସାଦ ସରକାରକୁ ବହିଷ୍କାର କରିବାର ଦୁଇ ଦିନ ପରେ ଭାରତ ୭୫ ଜଣ ନାଗରିକଙ୍କୁ ସିରିଆରୁ ସ୍ଥାନାନ୍ତର କରିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ସୁରକ୍ଷା ପରିସ୍ଥିତିର ଆକଳନ କରିବା ପରେ ଦମିସ୍କ ଏବଂ ବେରୁଟରେ ଥିବା ଭାରତୀୟ ଦୂତାବାସ ଏହି ସ୍ଥାନାନ୍ତର…
ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ
ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ଜନସେନା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି। ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ଅଜଣା ନମ୍ବରରେ ଧମକପୂର୍ଣ୍ଣ କଲ୍ ଆସିଥିଲା। ଅଜ୍ଞାତ ବ୍ୟକ୍ତି ଜଣକ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ଦେଇଥିଲେ।
ନୂଆ RBI ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ଶକ୍ତିକାନ୍ତ ଦାସ
ଆଜି ଶେଷ ହୋଇଛି ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। ଆସନ୍ତାକାଲି ୧୧ ତାରିଖରେ ଶକ୍ତିକାନ୍ତ ଦାସଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ସଞ୍ଜୟ ମଲହୋତ୍ରା। ବର୍ତ୍ତମାନର ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ଆର୍ବିଆଇରୁ ବିଦାୟ ନେବା ସହ ନୂଆ RBI ଗଭର୍ଣ୍ଣର…