Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
National
ରଣଜୀ ଟ୍ରଫି ଫାଇନାଲରେ ବିଦର୍ଭ-କେରଳ
ଚଳିତ ରଣଜୀ ଟ୍ରଫିର ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ…
ହାଶିମ୍ ବାବାଙ୍କ ବେଗମ୍ ଜୋୟା ଖାନ୍କୁ ବାନ୍ଧିଲା ଦିଲ୍ଲୀ ପୁଲିସ
ଅନେକ ବର୍ଷ ଧରି ପୋଲିସର ପହଞ୍ଚ ବାହାରେ ରହିଆସିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଶିମ୍ ବାବାଙ୍କ ବେଗମ୍ ଜୋୟା ଖାନ୍ ଶେଷରେ ଦିଲ୍ଲୀ ପୋଲିସ୍ର ସ୍ପେଶାଲ ସେଲ୍ ଜାଲରେ ପଡ଼ିଛନ୍ତି। ‘ଲେଡି ଡନ’ ଭାବେ ପରିଚିତ ଏହି ୩୩ ବର୍ଷୀୟା ଗ୍ଲାମରସ୍ ମହିଳାଙ୍କୁ ବେଆଇନ ନିଶାଦ୍ରବ୍ୟ କାରବାର…
ଯୋଗୀ ଆଦିତ୍ୟନାଥଙ୍କୁ ମହାକୁମ୍ଭର ପାଣି ପିଇକି ଦେଖାଇବାକୁ କହିଲେ ଗାୟକ ବିଶାଲ
ବିଶାଲ ଦଦଲାନି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚ୍ୟାଲେଞ୍ଜ କରିଛନ୍ତି । ସେ କହିଛନ୍ତି ମହାକୁମ୍ଭରେ ସ୍ନାନ କରିବା ପାଇଁ ଭକ୍ତଙ୍କ ଲମ୍ବା ଧାଡି ଅଛି । କିନ୍ତୁ ସଙ୍ଗମର ଅବସ୍ଥା ଦେଖି ଆଶ୍ଚର୍ଯ୍ୟ ଲାଗୁଛି କାରଣ ଏହାର ପାଣି ଏତେ ମଇଳା ଦେଖାଯାଉଛି । ତେବେ କିଛି ଦିନ ପୂର୍ବରୁ ଉତ୍ତର…
ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ
ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ ସୋନିଆ ଗାନ୍ଧୀଙ୍କୁ ନିୟମିତ ଯାଞ୍ଚ ପାଇଁ ଭର୍ତ୍ତି କରାଯାଇଛି । ଗତକାଲି ସୋନିଆ ଗାନ୍ଧୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…
ସୌରଭ ଗାଙ୍ଗୁଲିଙ୍କ କାରକୁ ଧକ୍କା ଦେଲା ଟ୍ରକ
ଗୁରୁବାର ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌରଭ ଗାଙ୍ଗୁଲି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବର୍ଧବାନ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁଯାୟୀ, ଦାନ୍ତନପୁର ନିକଟରେ ହଠାତ୍ ଏକ ଟ୍ରକ ତାଙ୍କ…
ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ…
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ…
ସ୍ବର୍ଣ୍ଣ ପଦକ ବିଜେତା ୟସ୍ତିକା ଆଚାର୍ଯ୍ୟଙ୍କ ମୃତ୍ୟୁ
ରାଜସ୍ଥାନର ବିକାନେରରୁ ହୃଦୟ ବିଦାରଖ ଘଟଣା ସାମ୍ନାକୁ ଆସିଛି । ମହିଳା ଶକ୍ତି ଉତ୍ତୋଳନରେ ନ୍ୟାସନାଲ ଚାମ୍ପିଅନ୍ ୧୭ ବର୍ଷୀୟା ୟସ୍ତିକା ଆଚାର୍ଯ୍ୟଙ୍କ ଜିମ୍ରେ ଅଭ୍ୟାସ କରୁଥିବା ସମୟରେ ମୃତ୍ୟୁ ଘଟିଛି । ଟ୍ରେନିଂ ସମୟରେ ୨୭୦ କିଲୋଗ୍ରାମର ଏକ ରଡ୍ ୟସ୍ତିକାଙ୍କ ବେକ ଉପରେ ପଡ଼ିଥିଲା, ଫଳରେ…
୧୧୯ଟି ଆପ୍ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଲେ ଭାରତ ସରକାର
ସରକାର ଏବଂ ଅନ୍ୟାନ୍ୟ ସଂସ୍ଥା ଦ୍ୱାରା ବିଭିନ୍ନ କଣ୍ଟେଣ୍ଟ ଅପସାରଣ ଅନୁରୋଧଗୁଡ଼ିକୁ ଟ୍ରାକ୍ କରୁଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ସାଇଟ୍ ଲୁମେନ୍ ଡାଟାବେସ୍ରେ ଗୁଗୁଲ୍ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ ଉପଲବ୍ଧ ପ୍ରାୟ ୧୧୯ଟି ଆପ୍ ବ୍ଲକ୍ କରିବାକୁ ଭାରତ…
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ ସରକାର ଗଠନ ହୋଇଛି।
ନୂଆଦିଲ୍ଲୀ ଆସନର…