Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Browsing Category
National
ଆଜି କ୍ୱାର୍ଟର ଛାଡ଼ିବେ କେଜ୍ରିଓ୍ବାଲ
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଆଜି ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବେ। ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବାକୁ ସୁରକ୍ଷା ଅଧିକାରୀ ମିନି ଟ୍ରକ୍କୁ ତାଙ୍କ ବାସଭବନରେ ପ୍ରବେଶ କରିବାକୁ ଅନୁମତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବା କାମ ଆରମ୍ଭ…
ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ
https://www.youtube.com/watch?v=mlKnbor3TZw
ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮…
ବିଶ୍ବ ଚ୍ୟାଲେଞ୍ଜ୍ କପ୍ରେ ଅଂଶଗ୍ରହଣ କରିବେ ରାକେଶ
ହଙ୍ଗେରୀର ସୋମ୍ବାଥେରେ ଅକ୍ଟୋବର ୪ରୁ ୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏଫ୍ଆଇଜି ବିଶ୍ବ ଚ୍ୟାଲେଞ୍ଜ କପ୍ ପୁରୁଷ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସରେ ଅଂଶଗ୍ରହଣ କରିବେ ଓଡ଼ିଆ ପୁଅ ରାକେଶ କୁମାର ପାତ୍ର। ଏଥିପାଇଁ ଓଡ଼ିଶା ଜିମ୍ନାଷ୍ଟିକ୍ସ ସଂଘ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ ସହ ସଫଳତା…
କୌଟିଲ୍ୟ ଆର୍ଥିକ ସମାବେଶ
କୌଟିଲ୍ୟ ଆର୍ଥିକ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ସମାବେଶର ତୃତୀୟ ସଂସ୍କରଣ ଆଜିଠୁ ଆରମ୍ଭ ହୋଇ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷର ବୈଠକରେ ସବୁଜ ପରିବର୍ତ୍ତନର ଆର୍ଥିକପୋଷଣ, ଭୂ- ଆର୍ଥିକ ବିଖଣ୍ଡନ ଏବଂ ଅଭିବୃଦ୍ଧି ପାଇଁ ଆଶା, ଅନ୍ୟମାନଙ୍କ ମଧ୍ୟରେ…
ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା
କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ।ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ…
ଆରମ୍ଭ ହେଲା ‘ପିଏମ୍ ଇଣ୍ଟର୍ନସିପ୍’ ଯୋଜନା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 2024-25 ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟରେ ପିଏମ ଇଣ୍ଟର୍ନସିପ୍ ଯୋଜନା ଘୋଷଣା କରିଥିଲେ ଯେଉଁଥିରେ ଆସନ୍ତା 5 ବର୍ଷ ମଧ୍ୟରେ ପ୍ରାୟ 1 କୋଟି ଯୁବକ ଉପକୃତ ହେବେ। ଏହି କାର୍ଯ୍ୟକ୍ରମରେ ଇଣ୍ଟରନେଟ୍ ମାନଙ୍କୁ ମାସିକ ୫୦୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।…
ଶସ୍ତା ହୋଇଯିବ ଖାଇବା ତେଲ
କେନ୍ଦ୍ର ସରକାର ଗୁରୁବାର (ଅକ୍ଟୋବର ୩) ଖାଇବା ତେଲ ମାମଲାରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ପାଇଁ ୧୦,୧୦୩ କୋଟି ଟଙ୍କା ବ୍ୟୟବରାଦ ସହିତ ଖାଇବା ତେଲ-ତେଲ ବିହନ ଉପରେ ଜାତୀୟ ମିଶନକୁ ମଞ୍ଜୁର କରିଛନ୍ତି ।ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ…
ସିଆର୍ପିଏଫ୍ ଇତିହାସରେ ପ୍ରଥମ ଥର ପଦୋନ୍ନତି
ଦିଲ୍ଲୀସ୍ଥିତ ସିଆର୍ପିଏଫ୍ ମୁଖ୍ୟାଳୟ ସମେତ ବିଭିନ୍ନ କାର୍ଯ୍ୟାଳୟରେ ଏକ ‘ରୢାଙ୍କ ପାଇପିଂ’ ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଏହାର ମହାନିର୍ଦେଶକ ଏଡି ସିଂହ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି କର୍ମଚାରୀଙ୍କ ପଦୋନ୍ନତି ଘୋଷଣା କରିଥିଲେ।କେନ୍ଦ୍ର ସରକାରଙ୍କ ଏକ ବଡ଼ ପଦକ୍ଷେପର ଅଂଶ…
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ
ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ଆଜି ଜନ୍ମ ଜୟନ୍ତୀରେ ବାପୁଙ୍କୁ ମନେ ପକାଉଛି ଦେଶ। ଅର୍ପଣ କରୁଛି ଶ୍ରଦ୍ଧା ସୁମନ। ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । …
ଭାରତ-ଚୀନ୍ ବିବାଦ
ଚୀନ୍ ସହ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି) ନିକଟରେ ସ୍ଥିତି ସ୍ଥିର ରହିଛି କିନ୍ତୁ ଏହା ସ୍ବାଭାବିକ ହୋଇନାହିଁ। ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ‘ଚାଣକ୍ୟ ଡିଫେନ୍ସ ଡାଏଲଗ୍’ରେ ଭାଷଣ ରଖିବା ସମୟରେ ଏହି ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜେନେରାଲ ଦ୍ବିବେଦୀ…