Browsing Category

National

ପାକିସ୍ତାନୀଙ୍କୁ ଡ଼େଡ଼ଲାଇନ , ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ

୭୨ ଘଣ୍ଟାରେ ଭାରତ ଛାଡ଼ । ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ । ହାତରେ ମାତ୍ର ଅଳ୍ପ ସମୟ, ଯେତେ ଶୀଘ୍ର ପାରୁଛ ଡେଡଲାଇନ୍ ସରିବା ଆଗରୁ ଆମ ଦେଶ ଛାଡି ନିଜ ଦେଶକୁ ପଳାଅ । ପାକାସ୍ତାନୀଙ୍କୁ ୩ ଦିନ ଅର୍ଥାତ ୭୨ ଘଣ୍ଟାର ମହଲତ ଦେଇଛି ଭାରତ । ପହଲଗାମ୍ ହମଲା ପରେ ଆକ୍ସନ ମୋଡରେ ସରକାର…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରିବା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କଲା…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି । ବୁଧବାର ସଂଧ୍ୟାରେ…

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର , ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର । ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି । ଅସିଫ୍‌ ଫୌଜି,ସୁଲେମାନ ଶା ଏବଂ ଅବୁତଲ୍ଲାର ସ୍କେଚ୍‌ ଜାରି । ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ସ୍ତବ୍ଧ ପାଲିଟି ଯାଇଛି । ଆତଙ୍କୀ ହମ୍‌ଲା ପରେ ସରକାର ଏବଂ…

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି  ।   ତେବେ ସରକାରୀ ଭାବେ ଏପର୍ଯ୍ୟନ୍ତ ଏହି ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ  । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ

ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…

୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…

ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ

ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…

ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା

ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍‌ ପକ୍ଷରୁ ଏକ…

ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲଙ୍କ ଝିଅ ହର୍ଷିତା କେଜ୍‌ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ବିବାହ ଦିଲ୍ଲୀର କପୁରଥଲା ହାଉସରେ ଅନୁଷ୍ଠିତ ହୋଇଛି। ପୂର୍ବରୁ…

ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ

ୱାକଫ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ରାଜନୀତି ଉଷ୍ମ। ମୋଦୀ ସରକାର ମୁସଲମାନମାନଙ୍କ କଲ୍ୟାଣ ପାଇଁ ଏହି ଆଇନକୁ ଆବଶ୍ୟକ ବୋଲି କହୁଥିବା ବେଳେ, କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ଏବଂ ଅନେକ ମୁସଲିମ ସଂଗଠନ ୱାକଫ ସଂଶୋଧନ ଆଇନକୁ ମୁସଲମାନମାନଙ୍କ ବିରୋଧୀ ବୋଲି କହୁଛନ୍ତି। ୱାକଫ ସଂଶୋଧନ ଆଇନ…