Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
କାତାରର ପୂର୍ବତନ ଆମୀର ଶେଖ ହମାଦ୍ ବିନ୍ ଖଲିଫା ଅଲ୍ ଥାନିଙ୍କର ଦେହାନ୍ତ,ଗଭୀର ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ…
ଆଜି ସକାଳେ କାତାରର ପୂର୍ବତନ ଆମୀର ଶେଖ ହମାଦ୍ ବିନ୍ ଖଲିଫା ଅଲ୍ ଥାନିଙ୍କର ଦେହାନ୍ତ ହୋଇଛି । ସେ ୭୪ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କାତାରର ସରକାରୀ ଖବର ସଂସ୍ଥା ତାଙ୍କ ଦେହାନ୍ତକୁ ସ୍ପଷ୍ଟ କରିଛି । ଏପର୍ଯ୍ୟନ୍ତ ସୁଦ୍ଧା ତାଙ୍କ ମୃତ୍ୟୁ କାରଣ ପ୍ରକାଶ କରାଯାଇନାହିଁ ।…
ବଙ୍ଗୋପସାଗରରେ ଭୂକମ୍ପ ଝଟକା,ବିଶାଖାପାଟଣା ସହର ଏବଂ ଆଖପାଖ ଅଞ୍ଚଳରେ ସବୁଠାରୁ ଅଧିକ ଅନୁଭୂତ
ଆଜି ସକାଳେ ବଙ୍ଗୋପସାଗରରେ ଭୂକମ୍ପ ଝଟକା । ଯାହାର ତୀବ୍ରତା ୪.୫ ଥିବା ଜଣାପଡିଛି । ଭୂମିକମ୍ପର ପ୍ରଭାବ ବିଶାଖାପାଟଣା ସହର ଏବଂ ଆଖପାଖ ଅଞ୍ଚଳରେ ସବୁଠାରୁ ଅଧିକ ଅନୁଭୂତ ହୋଇଥିଲା। ସହରର ଅନେକ ସ୍ଥାନରେ ଅନୁଭୂତ ହୋଇଛି । ଫଳରେ ଭୂକମ୍ପ ଭୟରେ ଲୋକମାନେ ହୋଇ ଘରୁ ବାହାରକୁ ଦୌଡ଼ି ଆସିଥିଲେ ।…
ଓମାନ ଉପକୂଳରେ ଜାହାଜ ଉପରେ ଆକ୍ରମଣ,୧୦ ଭାରତୀୟ ନାଗରିକ ଉଦ୍ଧାର ଜଣେ ମୃତ
ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଶାନ୍ତି ଚୁକ୍ତି ବାତିଲ ହୋଇଛି । ପରସ୍ପର ଉପରେ ଭୟଙ୍କର ଆକ୍ରମଣ କରୁଛନ୍ତି । କେହି କାହାରିକୁ ଛାଡୁ ନାହାଁନ୍ତି । ହର୍ମୋଜ୍ ବନ୍ଦ ହୋଇଗଲାଣି । ଏସବୁ ଭିତରେ ଓମାନ ଉପକୂଳରେ ଏକ ଜାହାଜ ଉପରେ ଆକ୍ରମଣ ହୋଇଛି । ଯାହାକୁ ଭାରତୀୟ…
୩ ବର୍ଷ ପରେ ସ୍ୱଚ୍ଛ ପବନର ଅନୁଭୂତି ନେଉଛନ୍ତି ଦିଲ୍ଲୀବାସୀ
ଦିଲ୍ଲୀର ବାୟୁ ପ୍ରଦ୍ୟୁଷଣ, ଯାହା ଦେଶର ସବୁଠାରୁ ବଡ଼ ଚିନ୍ତାର କାରଣ ଥିଲା । ଗତ ୩ ବର୍ଷ ହେବ ଧୂଆଁର ଚାଦର, ବିଷାକ୍ତ ବାୟୁ ଓ ବଢ଼ୁଥିବା ପ୍ରଦୂଷଣ ଯୋଗୁଁ ରାଜଧାନୀର ଲୋକମାନେ ଦୀର୍ଘ ଦିନ ଧରି ସଂଘର୍ଷ କରୁଥିଲେ। | ଶୀତ ଋତୁ ଆସିଲେ ଧୂଆଁର ଚାଦର, ବଢ଼ୁଥିବା ପ୍ରଦୂଷଣ ଓ ଖରାପ AQI ଯୋଗୁଁ…
ଭାରତରେ ଆରମ୍ଭ ହେବ ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ- ପିଏମ୍ ମୋଦିଙ୍କ ବଡ଼ ଘୋଷଣା
ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରୁ ପିଏମ୍ ମୋଦିଙ୍କ ବଡ଼ ଘୋଷଣା କରିଛନ୍ତି । ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ ଭାରତରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏହି ଲିଗର ପ୍ରଥମ ମ୍ୟାଚ୍ ଡିସେମ୍ବରରେ ଖେଳାଯିବ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ମ୍ୟାଚ୍ ଖେଳାଯିବ ।…
ମହାରାଷ୍ଟ୍ରର ମରଠୱାଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ
ମହାରାଷ୍ଟ୍ରର ମରଠୱାଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଗୁରୁବାର ସକାଳେ ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ନାନ୍ଦେଡ,ହିଙ୍ଗୋଲି ଏବଂ ପରଭାନୀ ଜିଲ୍ଲାରେ ଏହି ଝଟକା ଅନୁଭୂତ ହୋଇଛି। ଭୂକମ୍ପ ପରେ ଲୋକମାନେ ଘରୁ ବାହାରକୁ ବାହାରି ଆସିଥିଲେ। ଏପର୍ଯ୍ୟନ୍ତ କୌଣସିମୃତାହତ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ କରାଯାଇଛି। ମଙ୍ଗଳବାର ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋୱୋ ସୁବିଆଣ୍ଟୋ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ…
ଟିଏମସିର ୪୪୦ କୋଟି ଟଙ୍କା ଫ୍ରିଜ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଦେଇଛି । ଆର୍ଥିକ ହେରଫେର ସହ ଜଡ଼ିତ ଏକ ମାମଲାରେ, ଇଡି ମନି ଲଣ୍ଡରିଂ ନିରୋଧୀ ଆଇନ ଅନୁସାରେ ଟିଏମସିର ୪୪୦ କୋଟି ଟଙ୍କା ଫ୍ରିଜ୍ କରିଛି । ବୁଧବାର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି…
ଇଣ୍ଡୋନେସିଆ ମାଟିରେ ବିଜୁ ବାବୁଙ୍କ ବୀରତ୍ୱକୁ ମନେ ପକାଇଲେମୋଦି
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସାହସିକତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା । ଇଣ୍ଡୋନେସିଆ ମାଟିରେ ବିଜୁ ବାବୁଙ୍କ ବୀରତ୍ୱକୁ ମନେ ପକାଇଲେମୋଦି। ବିଜୁବାବୁ ଦୁଇ ଦେଶକୁ ସବୁଦିନ ପାଇଁ ଯୋଡ଼ି ଦେଇଥିବା ମୋଦି କହିଛନ୍ତି । ମୋଦିଙ୍କ ଇଣ୍ଡୋନେସିଆ ଗସ୍ତ ବେଳେ ପ୍ରବାସୀଙ୍କ…
ସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର,ଏଣିକି ପ୍ରତିଦିନ ଚଳାଚଳ କରିବ ଅମୃତ…
ସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର । ବ୍ରହ୍ମପୁରରୁ ସୁରତ ଅଭିମୁଖେ ସପ୍ତାହକୁ ଦୁଇ ଥର ଯାଉଥିବା ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଏଣିକି ପ୍ରତିଦିନ ଚଳାଚଳ କରିବ । ବ୍ରହ୍ମପୁର ରେଳ ଷ୍ଟେସନ୍ ର ଚତୁର୍ଥ ପ୍ଲାଟଫର୍ମରେ ସବୁଜ ପତାକା ଦେଖାଇ ଏହାର…