Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
National
ଦେଶର ପରବର୍ତ୍ତୀ ସିଏଜି ହେବେ କେ.ସଞ୍ଜୟ ମୂର୍ତ୍ତି
କେ. ସଞ୍ଜୟ ମୂର୍ତ୍ତି ହେବ ଦେଶର ପରବର୍ତ୍ତୀ କଣ୍ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ବା ସିଏଜି। ସେ ଗିରିଶ ମୁର୍ମୁଙ୍କ ସ୍ଥାନ ନେବେ। ରାଷ୍ଟ୍ରପତିଙ୍କ ପକ୍ଷରୁ ତାଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୯ ବ୍ୟାଚର ହିମାଚଳ ପ୍ରଦେଶ କ୍ୟାଡରର ଆଇଏଏସ କେ. ସଞ୍ଜୟ…
ମଦ ବନ୍ଦ କଲେ ମୁଁ ଗୀତ ଗାଇବା ବନ୍ଦ କରିଦେବି କହିଲେ ଦିଲଜିତ
କିଛି ଦିନ ତଳେ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ ଦୋସାଞ୍ଜଙ୍କ ବହୁ ପ୍ରତୀକ୍ଷିତ "ଦିଲ-ଲୁମିନାଟି" କନ୍ସର୍ଟ ଆୟୋଜକଙ୍କୁ ନୋଟିସ ପଠାଇଥିଲେ ତେଲେଙ୍ଗାନା ସରକାର | କନ୍ସର୍ଟରେ ଡ୍ରଗ୍ସ, ହିଂସା ଏବଂ ମଦ୍ୟପାନକୁ ପ୍ରୋତ୍ସାହିତ କରୁଥିବା ଗୀତଗୁଡ଼ିକ ଗାଇବାକୁ ଅନୁମତି ଦିଆଯିବ ନାହିଁ ସ୍ପଷ୍ଟ…
ସୁପ୍ରିମ୍କୋର୍ଟଙ୍କ ବୁଲଡୋଜର ରାୟ ପରେ ମୁହଁ ଖୋଲିଲେ ଯୋଗୀ
ସୁପ୍ରିମ୍କୋର୍ଟଙ୍କ ବୁଲଡୋଜର ରାୟ ଆସିବା ପରେ ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଝାଡ଼ଖଣ୍ଡରେ ଏହି ପ୍ରସଙ୍ଗରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଗୀ କହିଛନ୍ତି ସଂପ୍ରତି ବୁଲଡୋଜର ଏବେ ବିଶ୍ରାମ ନେଇଛି। ଏହା…
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଆଜି ଶେଷ ନିର୍ବାଚନ ପ୍ରଚାର
ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ । ଝାଡଖଣ୍ଡରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସନ୍ଧ୍ୟା ୫ଟା ପ୍ରଚାର ଶେଷ ହେବ । ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଦେଶ ମହତୋ…
ଦିଲ୍ଲୀରେ ଭଯଙ୍କର ବାୟୁ ପ୍ରଦୂଷଣ
ସୋମବାର ଦିଲ୍ଲୀରେ ବାୟୁ ପ୍ରଦୂଷଣ ଜୀବନ ପ୍ରତି ବିପଦ ସ୍ତରରେ ପହଞ୍ଚିବା ପରେ ଜିଆର୍ଏପି-୪ ଲାଗୁ କରାଯାଇଛି। ଆଜିଠାରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକ ଅଫ୍ଲାଇନ ମୋଡ୍ରେ ଖୋଲିବ। ଅନ୍ୟ ସମସ୍ତ ଶ୍ରେଣୀ ପାଇ ଅନଲାଇନରେ ପାଠପଢ଼ା ହେବ।
ସଚିନଙ୍କ X ପୋଷ୍ଟ୍କୁ ନେଇ ଝଡ଼
ଅବସର ନେବାର ଠିକ୍ ୧୧ ବର୍ଷ ଗୋଟିଏ ଦିନ ପରେ ସଚିନ ତେନ୍ଦୁଲକର ନିଜ ଖେଳ ଜୀବନରେ ଅମ୍ପାୟାରଙ୍କ ବିରୋଧରେ ପରୋକ୍ଷରେ ସ୍ବର ଉଠାଇଛନ୍ତି। ସାମାଜିକ ଗଣମାଧ୍ୟମରେ ସଚିନ ଛାଡ଼ିଥିବା ଏକ ଛୋଟିଆ ପୋଷ୍ଟ୍ ହିଁ ତୁରନ୍ତ ଝଡ଼ ସୃଷ୍ଟି କରିଛି। ସଚିନଙ୍କ ପୁରୁଣା ପ୍ରଶଂସକ ଏହାର ଅର୍ଥ, ଅଭିପ୍ରାୟ…
ଭାରତ ସେମିରେ ଜାପାନକୁ ଭେଟିବ
ବିହାରର ରାଜଗିରରେ ଚାଲିଥିବା ମହିଳା ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ଲିଗ୍ ପର୍ଯ୍ୟାୟ ଶେଷ ହୋଇଛି। ପୂର୍ବରୁ ସେମିଫାଇନାଲ୍ ସ୍ଥାନ ନିଶ୍ଚିତ କରିସାରିଥିବା ଭାରତ ରବିବାରର ଶେଷ ଲିଗ୍ ମ୍ୟାଚ୍ରେ ଜାପାନକୁ ୩-୦ ଗୋଲ୍ରେ ହରାଇଛି। ଫଳରେ ଭାରତ ୫ରୁ ୫ ମ୍ୟାଚ୍ ଜିତି…
ମଣିପୁର ସ୍ଥିତି ଅଣାୟତ୍ତ ,ଆଇନ ଶୃଙ୍ଖଳା ସମୀକ୍ଷା କରିବେ ଆରପିଏଫ୍ ଡିଜି
ମଣିପୁରରେ ହିଂସାକାଣ୍ଡକୁ ନେଇ ସ୍ଥିତି ଅନିୟନ୍ତ୍ରିତ ହେବା ପରେ କେନ୍ଦ୍ର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସିଆରପିଏଫ୍ ଡିଜି ଅନୀଶ ଦୟାଲଙ୍କୁ ମଣିପୁର ପଠାଯାଇଛି। ସେ ସେଠାରେ ଆଇନ ଶୃଙ୍ଖଳାର ସମୀକ୍ଷା କରିବେ। ସେପଟେ କେନ୍ଦ୍ର…
ଶିଶୁ ଓ୍ବାର୍ଡରେ ନିଆଁ ,୧୦ ନବଜାତ ଶିଶୁଙ୍କ ମୃତ୍ୟୁ
ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ ଆହତ ହୋଇଛନ୍ତି। କେତେଜଣ ଶିଶୁ ଜଳିଯାଇଥିବାବେଳେ ଶ୍ୱାସରୁଦ୍ଧ ହୋଇ ଅନ୍ୟ କେତେଜଣଙ୍କ ଜୀବନ ଯାଇଛି। ଅନ୍ୟ ୩୭ ଜଣଙ୍କୁ ଉଦ୍ଧାର…
ଆଜି ଜନ ଜାତୀୟ ଗୌରବ ଦିବସ,ଆଦିବାସୀଙ୍କ ବିକାଶ ପାଇଁ ୬ ହଜାର କୋଟି ପ୍ରକଳ୍ପର ଘୋଷଣା
ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବିହାର ଜମୁଇରେ ଜନ ଜାତୀୟ ଗୌରବ ଦିବସ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ଆଦିବାସୀଙ୍କ ପାରମ୍ପରିକ ବାଦ୍ୟରେ ନାଚିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ବିର୍ସା ମୁଣ୍ଡାଙ୍କ ନାମର ଡାକ ଟିକଟ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚନ…