Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ମିଳିଛି ପୁଳାପୁଳା ଟଙ୍କା
ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ମିଳିଛି ପୁଳାପୁଳା ଟଙ୍କା । ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି ଏହା ଉପରୁ ପରଦା କୌଣସି ତଦନ୍ତକାରୀ ସଂସ୍ଥା ଉଠାଇ ନାହାଁନ୍ତି ବଂର ଅଗ୍ନିକାଣ୍ଡରୁ ଜଣାପଡିଛି । ବିଚାରପତି ଘରେ ନଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା ଓ ପରିବାର ଲୋକ ଦମକଳବାହିନୀକୁ…
କର୍ଣ୍ଣାଟକ ବିଧାନସଭାରୁ ୧୮ ଜଣ ବିଜେପି ବିଧାୟକ ନିଲମ୍ବିତ
କର୍ଣ୍ଣାଟକ ବିଧାନସଭାରୁ ୧୮ ଜଣ ବିଜେପି ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। 'ହନି ଟ୍ରାପ୍' ମାମଲା ପ୍ରସଙ୍ଗରେ ହଙ୍ଗାମା କରିବା ଏବଂ ଗୃହର କାର୍ଯ୍ୟରେ ବାଧା ସୃଷ୍ଟି କରିବା ପାଇଁ ବିଧାନସଭା ବାଚସ୍ପତି ୟୁଟି ଖାଦେର ଶୁକ୍ରବାର ୧୮ ଜଣ ବିଜେପି ବିଧାୟକଙ୍କୁ ବିଧାନସଭାରୁ ଛଅ ମାସ ପାଇଁ…
ନାଗପୁର ହିଂସାକାଣ୍ଡର ମାଷ୍ଟରମାଇଣ୍ଡ ଫହିମ ଶାମିମ ଖାନ ଗିରଫ
ମହାରାଷ୍ଟ୍ର ନାଗୁପର ହିଂସା ମାମଲାର ମାଷ୍ଟରମାଇଣ୍ଡ ଫହିମ ଶାମିମ୍ ଖାନଙ୍କୁ ପୋଲିସ ଗିରଫ କରିଛି । ତାଙ୍କୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖାଯାଇଛି । ଫହିମ ଖାନ ମାଇନରିଟି ଡେମୋକ୍ରେଟିକ ପାର୍ଟି(ଏମଡିପି)ର ଅଧ୍ୟକ୍ଷ ରହିଛନ୍ତି । ସେ ନାଗପୁର ଲୋକସଭା ନିର୍ବାଚନ ଏବଂ…
ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା
ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା…
ନାଗପୁର ହିଂସା ପରେ ମୁହଁ ଖୋଲିଲେ ଆରଏସଏସ ର ବରିଷ୍ଠ ଅଧିକାରୀ
ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା ଦାବି କରି…
ଆଇପିଏଲ ପୂର୍ବରୁ ମହାକାଳଙ୍କୁ ଦର୍ଶନ କଲେ କେଏଲ ରାହୁଲ
IPL ୨୦୨୫ ଆରମ୍ଭ ହେବା ପୂର୍ବରୁ ମହାକାଳଙ୍କ ଶରଣରେ କେଏଲ ରାହୁଲ । ଉଜ୍ଜୈନ ସ୍ଥିତ ମହାକାଳ ମନ୍ଦିରରେ ଦର୍ଶନ ପାଇଁ ପହଞ୍ଚିଛନ୍ତି କେଏଲ ରାହୁଲ । କେଏଲ ରାହୁଲ ମହାକାଳ ମନ୍ଦିରରେ ପହଞ୍ଚି ଚାନ୍ଦି ଦ୍ବାରରେ ଭଗବାନ ଶିବଙ୍କୁ ପୂଜାର୍ଚ୍ଚନା କରିବା ପରେ ଆଶୀର୍ବାଦ ନେଇଛନ୍ତି । ଏଥର କେଏଲ…
ସରିବ ୯ ମାସର ଅପେକ୍ଷା , ପୃଥୀବୀକୁ ଫେରିବେ ସୁନିତା ଏବଂ ତାଙ୍କ ସାଥୀ
ଦୀର୍ଘ ୯ମାସ ଧରି ଆଇଏସଏସ୍ ରେ ଅଟକି ରହିଥିବା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋରଙ୍କ ସମେତ ଅନ୍ୟ ଦୁଇ ମହାକାଶଚାରୀ ନିକ୍ ହେଗ୍ ଓ ଆଲେକ୍ଜାଣ୍ଡାର ଗୋର୍ବୁନୋଭ୍ ଆଜି ସନ୍ଧ୍ୟା (ଭାରତୀୟ ସମୟ ମଙ୍ଗଳବାର ରାତି ୩ଟା ୩୦ ମିନିଟ) ସୁଦ୍ଧା ପୃଥିବୀପୃଷ୍ଠରେ…
ଔରଙ୍ଗଜେବଙ୍କ କବରସ୍ଥଳକୁ ହିନ୍ଦୁ ସଙ୍ଗଠନର ଚେତାବନୀ
ମୋଗଲ ସମ୍ରାଟ୍ ଔରଙ୍ଗଜେବଙ୍କ କବରକୁ ନେଇ ମହାରାଷ୍ଟ୍ରରେ ବିବାଦ ଦେଖାଦେଇଛି। ଔରଙ୍ଗାବାଦ ଜିଲାର ଖୁଲଦାବାଦ ସହରସ୍ଥିତ ଔରଙ୍ଗଜେବଙ୍କ କବରସ୍ଥଳକୁ ହଟାଇବା ପାଇଁ ପ୍ରମୁଖ ହିନ୍ଦୁ ସଙ୍ଗଠନ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ଓ ବଜରଙ୍ଗ ଦଳ ରାଜ୍ୟର ଭାଜପା ସରକାରଙ୍କୁ ଚେତାବନୀ ଦେଇଛନ୍ତି।…
ଚନ୍ଦ୍ରଯାନ- ୫ କୁ କେନ୍ଦ୍ରର ଅନୁମୋଦନ
ଚନ୍ଦ୍ର ପୃଷ୍ଠକୁ ନେଇ ନିରନ୍ତର ଗବେଷଣା ଜାରି ରଖିଥିବା ଭାରତୀୟ ଗବେଷଣା ସଂଗଠନ ଇସ୍ରୋକୁ ଚନ୍ଦ୍ରଯାନ- ୫ ପ୍ରସ୍ତୁତି ନେଇ ଅନୁମତି ଦେଲେ କେନ୍ଦ୍ର ସରକାର। ଚନ୍ଦ୍ରଯାନ ୩ ର ସଫଳତା ପରେ ଚନ୍ଦ୍ରଯାନ-୪ ର ଉତ୍କ୍ଷେପଣ ନେଇ ଉତ୍କଣ୍ଠା ବଢୁଥିବା ବେଳେ ଏବେ ଚନ୍ଦ୍ରଯାନ-୫ ପ୍ରସ୍ତୁତିକୁ ଅନୁମତି…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
"ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ନେତା ଏବଂ ଦକ୍ଷ…