Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Browsing Category
National
ପୋର୍ଟବ୍ଲେୟାର ନାଁ ପରିବର୍ତ୍ତନ
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରକୁ କେନ୍ଦ୍ର ସରକାର ଶ୍ରୀ ବିଜୟପୁରମ୍ ନାମରେ ନାମିତ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କହିଛନ୍ତି, ଦେଶକୁ ଉପନିବେଶବାଦୀ ଛାପରୁ ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର…
କେଜ୍ରିଓ୍ବାଲଙ୍କୁ ମିଳିଲା ଜାମିନ
ଦିଲ୍ଲୀ ମଦ ନୀତି ମାମଲାରେ ସିବିଆଇ ଗିରଫ କରିଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କୁ ସୁପ୍ରିମ୍କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ପୂର୍ବରୁ ଇଡି ଗିରଫ କରିଥିବା ମାମଲାରେ ଜାମିନ୍ ମିଳି ସାରିଥିବା ବେଳେ ସିବିଆରର ଗିରଫଦାରୀକୁ ନେଇ ସୁପ୍ରିମ୍କୋର୍ଟର ଦୁଆରେ…
ମମତା ଙ୍କ ମଧ୍ୟରେ ବିବାଦ ତୀବ୍ର
କୋଲକାତାର ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କନିଷ୍ଠ ଡାକ୍ତର ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଆଜି ୩୨ ସଦସ୍ୟ ବିଶିଷ୍ଟ ଏକ ଡାକ୍ତର…
ଗଣପତି ବିସର୍ଜନରେ ସାମିଲ ହେବେ ୩୦ରୁ ଅଧିକ ଲୋକ
ଗଣପତି ବିସର୍ଜନ ପାଇଁ ୩୦ରୁ ଅଧିକ ଲୋକଙ୍କୁ ଢୋଲ ବାଜାସହ ଆସିବାକୁ ବାରଣ କରିବା ପାଇଁ ସୁପ୍ରିମକୋର୍ଟ ଏନଜିଟି ଆଦେଶ ଉପରେ ରୋକ ଲଗାଇଛନ୍ତି। ବର୍ତ୍ତମାନ ପୁଣେରେ ଢୋଲ ବାଜା ସହ ଗଣପତି ବିସର୍ଜନରେ ୩୦ରୁ ଅଧିକ ଲୋକ ଅଂଶଗ୍ରହଣ କରିପାରିବେ।
ସୂଚନାଯୋଗ୍ୟ, ଏକ ଏନଜିଓର ଆବେଦନ ଉପରେ…
ପାକ୍ର ଗୁଳିବର୍ଷା
ବିନା ଉତ୍ତେଜନାରେ ଜମ୍ମୁ-କଶ୍ମୀରର ଅଖନୁର ଅଞ୍ଚଳରେ ଥିବା ଭାରତୀୟ ପୋଷ୍ଟକୁ ଟାର୍ଗେଟ କରି ଗୁଳିବର୍ଷା କରିଛି। ପାକିସ୍ତାନର ଏଭଳି ଅଚାନକ ଅସ୍ତ୍ରବିରତି ଉଲ୍ଲଂଘନରେ ଭାରତୀୟ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ଜଣେ ଯବାନ ଆହତ ହୋଇଛନ୍ତି। ଅଖନୁର ଅଞ୍ଚଳରେ ରାତି ପ୍ରାୟ ୨ଟା ୩୫…
ମଣିପୁରରେ କର୍ଫ୍ୟୁ ଜାରି
ଗତକାଲି ମଣିପୁରରେ ଜାତିଆଣ ହିଂସା ଜାରି ରହିଥିବା ବେଳେ ଅପରାହ୍ନରୁ ସମଗ୍ର ରାଜ୍ୟରେ ତୀବ୍ର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଇମ୍ଫାଲର ଦୁଇଟି ଜିଲ୍ଲା ସମେତ ରାଜ୍ୟର ୫ଟି ଜିଲ୍ଲାରେ କର୍ଫ୍ୟୁ ଜାରି ହୋଇଛି ଏବଂ ହିଂସାକାରୀଙ୍କ…
ହରିୟାଣା ବିଧାନସଭା ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି
ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ମଙ୍ଗଳବାର ଦଳ ପକ୍ଷରୁ ଜାରି ହୋଇଥିବା ଏହି ତାଲିକାରେ ମୋଟ୍ ୨୧ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହା ପୂର୍ବରୁ ପ୍ରଥମ ତାଲିକାରେ ୬୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେପି।…
ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା : ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ମାନୁନାହାଁନ୍ତି ଡାକ୍ତର, ବିକ୍ଷୋଭ…
ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ମାନୁନାହାଁନ୍ତି ଡାକ୍ତର। ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଇଥିଲେ ସର୍ବୋଚ୍ଚ ଅଦାଲତ। ହେଲେ ସୁପ୍ରିମକୋର୍ଟଙ୍କ…
ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲା : ମଙ୍ଗଳବାର ନୂଆ ରିପୋର୍ଟ ଦାଖଲ କରିବ ସିବିଆଇ
କୋଲକାତାର ଆରଜି କର ମେଡିକାଲ୍ର ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟ ଆଜି କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ ଆସନ୍ତା ମଙ୍ଗଳବାର ଦିନ ଏକ ନୂତନ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି।
ସିବିଆଇ ପକ୍ଷରୁ ଭାରତର ସଲିସିଟର ଜେନେରାଲ ତୁଷାର…
ମଗଧ ଏକ୍ସପ୍ରେସ ଦୁର୍ଘଟଣା ଗ୍ରସ୍ତ
ରବିବାର ଦିନ ବିହାରର ବକ୍ସର ନିକଟରେ ଏକ ଟ୍ରେନ୍ ଦୁର୍ଘଟଣା ଘଟିଛି। ଦିଲ୍ଲୀରୁ ଆସୁଥିବା ମଗଧ ଏକ୍ସପ୍ରେସ ହଠାତ୍ ଟୁନିଗଞ୍ଜ ରେଳ ଷ୍ଟେସନରେ ଦୁଇ ଭାଗରେ ବିଭକ୍ତ ହୋଇଯାଇଛି। ଯେତେବେଳେ ଚଳନ୍ତା ଟ୍ରେନ୍ ଦୁଇ ଭାଗରେ ବିଭକ୍ତ ହୋଇଥିଲା ଏନେଇ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।
…