Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
National
‘ନାଗ ମାର୍କ-୨’ ମିସାଇଲ୍ର ସଫଳ ପରୀକ୍ଷଣ
ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍ ଫର୍ଗେଟ୍ ଆଣ୍ଟି ଟ୍ୟାଙ୍କ୍ ଗାଇଡେଡ୍ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍ ରେଞ୍ଜ୍ରୁ ଏହି ମିଶାଇଲର ୩ଟି ପରୀକ୍ଷଣ କରାଯାଇଛି। ଉକ୍ତ…
ISRO ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଡକ୍ଟର ଭି.ନାରାୟଣନ
ISRO ର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।
ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ FIR ରୁଜୁ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି।
ସୂଚନାଯୋଗ୍ୟ, ଗୋବିନ୍ଦ ପୁରୀରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ନିର୍ବାଚନରେ ସରକାରୀ ଗାଡ଼ି…
ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ, ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ
ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ । କିଛି ଦିନର ବ୍ୟବଧାନ ପରେ ପୁଣି ଆଉ ଏକ ଦୁର୍ଘଟଣା ଘଟିଛି । ସୋମବାର ତିରୁପତି ତିରୁମାଳା ଦେବସ୍ଥାନମ ମନ୍ଦିରରେ ଥିବା ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଲଡୁ କାଉଣ୍ଟରରେ ଆଜି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏତିକି…
ଭାରତୀୟ ଷ୍ଟକ ବଜାରରେ ହ୍ରାସ, ନିବେଶକମାନେ ୨୫ ଲକ୍ଷ କୋଟି ହରାଇସାରିଲେଣି
ଭାରତୀୟ ଷ୍ଟକ ବଜାରରେ ହ୍ରାସ ଜାରି ରହିଛି । ଗତ ସପ୍ତାହରେ କ୍ରମାଗତ ହ୍ରାସ ପରେ ଚଳିତ ସପ୍ତାହର ପ୍ରଥମ ଦିନରେ ବି ବଜାରରେ ନୈରାଶ୍ୟ ଦେଖାଦେଇଛି । ଫଳରେ ଗତ ୪ଟି କାରବାର ସେସନରେ ନିବେଶକମାନେ ୨୫ ଲକ୍ଷ କୋଟି ହରାଇସାରିଲେଣି ।
ସୋମବାର କାରବାର ଅଧିବେଶନରେ ସେନସେକ୍ସ…
ସୋନମାର୍ଗ ଟନେଲର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଏଣିକି ଉପକୃତ ହେବେ ଲଦାଖବାସୀ । ଆଉ ଯାତାୟତରେ ହେବନାହିଁ ଅସୁବିଧା । ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ । ବିଶେଷ କରି ଭାରତୀୟ ସେନା ଉପକୃତ ହେବେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁକାଶ୍ମୀରରେ ଜେଡ୍ ମୋଡ୍ ବା ସୋନମାର୍ଗ ଟନେଲର ଉଦ୍ଘାଟନ କରିଛନ୍ତି । ୨୭ଶହ…
ଜିମ୍ରେ ରଶ୍ମିକା ମନ୍ଦାନା ଆହତ
ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି। ଉକ୍ତ ଫଟୋଗୁଡ଼ିକରେ ରଶ୍ମିକାଙ୍କର ଆଘାତପ୍ରାପ୍ତ ଗୋଡ଼ ଦୃଶ୍ୟମାନ ହେଉଛି। ଏହାସହ ତାଙ୍କ ଗୋଡ଼ରେ ପ୍ଲାଷ୍ଟର କରାଯାଇଛି ଏବଂ ସେ ବିଶ୍ରାମ…
ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ
ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ |ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ଏହା ପ୍ରକାଶ କରିଛନ୍ତି।
ରାଜୀବ ଶୁକ୍ଳା କହିଛନ୍ତି ଯେ ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ। ଅର୍ଥାତ୍ ଏହି ଦିନ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ…
ମହାକୁମ୍ଭର ଶୁଭାରମ୍ଭରେ ଶୁଭେଚ୍ଛା ଜଣାଇଲେଲେ ମୋଦି
ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମାବେଶ ‘ମହାକୁମ୍ଭ ୨୦୨୫’ ସୋମବାର ପବିତ୍ର ନଗରୀ ପ୍ରୟାଗରାଜରେ ଆରମ୍ଭ ହୋଇଛି। ଏହି ପବିତ୍ର ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଭକ୍ତ, ସନ୍ଥ, ମହାତ୍ମା, କଳ୍ପବାସୀ ଏବଂ ପରିଦର୍ଶକଙ୍କୁ ସ୍ବାଗତ କରିଥିଲେ ଏବଂ ମହାକୁମ୍ଭର ପ୍ରଥମ ସ୍ନାନ ପାଇଁ…
ଆଜିଠୁ ମହାକୁମ୍ଭ ମେଳା
ଆଜିଠୁ ମହାକୁମ୍ଭ ମେଳା । ୧୪୪ ବର୍ଷ ପରେ ଏଭଳି ଅଲୌକିକ ଭାରତୀୟ ସଂସ୍କୃତି, ଆଧ୍ୟାତ୍ମିକ ଓ ଆସ୍ଥାର ପ୍ରତୀକ ହେଉଛି ମହାକୁମ୍ଭ। ଶ୍ରଦ୍ଧାଳୁଙ୍କୁ ସ୍ୱତନ୍ତ୍ର ଅନୁଭୂତି ଦେବାକୁ ସବୁ ପ୍ରକାର ପ୍ରସ୍ତୁତି ହୋଇଛି । ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି । ଜାନୁଆରୀ ୧୩ରୁ…