Browsing Category

National

ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର

ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ…

ଶପଥ ନେବେ ମହମ୍ମଦ ୟୁନୁସ

ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌ ଷ୍ଟୁଡେଣ୍ଟ୍‌ସ ଏଗେନ୍‌ଷ୍ଟ ଡିସ୍‌କ୍ରିମିନେଶନ୍‌ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ…

ଅଧିକ ଓଜନ ହେତୁ ଅଯୋଗ୍ୟା ହେଲେ ଭିନେଶ ଫୋଗଟ

ପ୍ୟାରିସ୍ ଅଲିମ୍ପିକ୍ସ ୧୨ ଦିନରେ ପହଞ୍ଚିଥିବା ବେଳେ ଆଜି ଅଲିମ୍ପିକ୍ ଗେମ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ଭାରତୀୟ ମହିଳା ଭିନେଶ ଫୋଗଟଙ୍କ ଉପର ସଭିଙ୍କ ନଜର ରହିଥିଲା। ସେ ସ୍ବର୍ଣ୍ଣ ପଦକ ଜିତିବେ ବୋଲି ଆଶା କରାଯାଉଥିବା ବେଳେ ସେହି ଆଶା ଆଶା‌ରେ ହିଁ…

ଚୀନ୍‌-ପାକ୍‌ ଷଡ଼୍‌ଯନ୍ତ୍ର

ବାଂଲାଦେଶରେ ଏବେ ଯେଉଁ ଅରାଜକ ସ୍ଥିତି ଆସିଛି ତା’ ପଛରେ ଚୀନ୍‌ ଏବଂ ପାକିସ୍ତାନର ବଡ଼ ଧରଣର ଷଡ଼୍‌ଯନ୍ତ୍ର ଅଛି। ସଂରକ୍ଷଣକୁ ବିରୋଧ କରି ଦେଶବ୍ୟାପୀ ହିଂସାତ୍ମକ ଆନ୍ଦୋଳନ ଏବଂ ପରିଶେଷରେ ଶେଖ୍‌ ହସିନାଙ୍କ ୧୫ ବର୍ଷ ଶାସନର ଅନ୍ତ ଘଟିବା ଏକ ଯୋଜନାବଦ୍ଧ ଷଡ଼୍‌ଯନ୍ତ୍ର ବୋଲି ଗୁଇନ୍ଦା…

କାହିଁକି ଲଣ୍ଡନରେ ଶରଣ ନେଉଛନ୍ତି ନେତା

ବାଂଲାଦେଶରେ ସଂରକ୍ଷଣ ଉପରେ ଆରମ୍ଭ ହୋଇଥିବା ହିଂସା ପରିସ୍ଥିତିକୁ ଓଲଟାଇ ଦେଇଛି। ଇସ୍ତଫା ଦେବା ପରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡିଛନ୍ତି। ବର୍ତ୍ତମାନ ଶେଖ ହସିନା ଭାରତରେ ଅଛନ୍ତି କିନ୍ତୁ ଏଠାରୁ ସେ ଲଣ୍ଡନ ଯିବାକୁ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏହାର ଗୋଟିଏ ଦିନ…

ରାଷ୍ଟ୍ରପତିଙ୍କୁ ମିଳିଲା ସର୍ବୋଚ୍ଚ ନାଗରିକ ପୁରସ୍କାର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ବଡ଼ ସମ୍ମାନରେ ସମ୍ମାନିତ କରାଯାଇଛି । ଫିଜୀର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ନିଜର ୩ ରାଷ୍ଟ୍ର ଯାତ୍ରା ଅବସରରେ ପ୍ରଥମ ପର୍ଯ୍ୟାୟରେ ଫିଜୀର ରାଜସ୍ଥାନୀ ସୁବାରେ ପହଞ୍ଚିଛନ୍ତି…

ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି

ଜଳୁଛି ବାଂଲାଦେଶ। ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ମେଘାଳୟରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସୀମା ସୁରକ୍ଷା ଦାୟିତ୍ବରେ ଥିବା ବିଏସଏଫ୍‌କୁ ସତର୍କତା ଜାରି କରାଯାଇଛି। ବାଂଲାଦେଶ ସଂଲଗ୍ନ ୪୦୯୬ କିମି…

ନୂଆଦିଲ୍ଲୀରେ ପହଞ୍ଚିଲେ ଶେଖ ହସିନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେବା ପରେ ଦେଶ ଛାଡ଼ିଥିଲେ । ଏବେ ଆସିଥିବା ସୂଚନା ଅନୁସାରେ ସେ ଭାରତରେ ପହଞ୍ଚିଛନ୍ତି । ସେ ନୂଆଦିଲ୍ଲୀ ଉପକଣ୍ଠ ଗାଜିଆବାଦରେ ଥିବା ଭାରତୀୟ ବାୟୁସେନାର ବିମାନଘାଟି ହିଣ୍ଡନରେ ଓହ୍ଲାଇଛନ୍ତି । ସଂଧ୍ୟା ୫ଟା ୩୬ରେ ତାଙ୍କ ବିମାନ ହିଣ୍ଡନରେ…

ଭୟରେ ଇସ୍ତଫା ଦେଲେ ଶେଖ୍ ହସିନା: ଭାରତ ଆସିଥିବା ସୂଚନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଆଜି ତାଙ୍କ ପଦରୁ ଇସ୍ତଫା ଦେଇ ଦେଶ ଛାଡିଛନ୍ତି। ତାଙ୍କ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା, ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୪୫ ମିନିଟର ଅଲ୍ଟିମେଟମ ଦେଇଥିଲା ବୋଲି ଚର୍ଚା ହେଉଛି । ଏହା ପରେ ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ…

ବାଂଲାଦେଶରେ ହିଂସା

ପୁଣିଥରେ ବାଂଲାଦେଶରେ ସରକାର ବିରୋଧୀ ବିରୋଧ ଆରମ୍ଭ ହୋଇଛି। ପୁଣି ଥରେ ହଜାର ହଜାର ଲୋକ ରାଜଧାନୀ ଢାକାକୁ ଯାଇ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବି କରିଛନ୍ତି।ନୋବେଲ ବିଜେତା ତଥା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠାତା ପ୍ରଫେସର ମହମ୍ମଦ ୟୁନୁସ କହିଛନ୍ତି ଯେ ବାଂଲାଦେଶରେ…