Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା
ବିହାରର ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୁହାଯାଉଛି ଯେ ସେ ପାଟନାର ଏମଏଲସି ବାସଭବନରେ ଆତ୍ମହତ୍ୟା କରିଛନ୍ତି। ସଚିବାଳୟ ଡିଏସପି ଘଟଣାର ସତ୍ୟାସତ୍ୟ ପ୍ରକାଶ କରିଛନ୍ତି ଏବଂ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି…
ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ସନ୍ଧ୍ୟା ୫ଟାରେ ସରିବ ପ୍ରଚାର
ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ…
ସରଗରମ ହେଲାଣି ଦିଲ୍ଲୀ ରାଜନୀତି , ଦିଲ୍ଲୀର ବିକାଶ ଆମର ଫୋକସ୍ – ମୋଦୀ
ସରଗରମ ହେଲାଣି ଦିଲ୍ଲୀ ରାଜନୀତି । ନିର୍ବାଚନ ହେବାକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ବିରୋଧୀ-ଶାସକ ମୁହାଁମୁହିଁ ହୋଇଛନ୍ତି । ଲଗାତାର ତୃତୀୟ ଥର କ୍ଷମତାକୁ ଫେରିବାକୁ ଚାହିଁ ବସିଥିବା ଆପ୍ ରାସ୍ତାରେ କଣ୍ଟା ସାଜିଛନ୍ତି ମୋଦି । କାରଣ ନିଜ ନିର୍ବାଚନ ପ୍ରଚାର ସମୟରେ କେଜ୍ରିୱାଲ…
ବଜେଟ 2025-26 , 12 ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିବୃଦ୍ଧି, ଭିତ୍ତିଭୂମି ଏବଂ ମଧ୍ୟବିତ୍ତ ଶ୍ରେଣୀକୁ ବଜେଟରେ ଗୁରୁତ୍ଵ ଦିଆଯାଇଥିବା ସେ କହିଛନ୍ତି। ବଜେଟରେ ଯେଉଁସବୁ ଘୋଷଣା ହୋଇଛି ତାହା ଏଠାରେ ଉପସ୍ଥାପନ କରାଯାଉଛି।
ଜେଟରେ ଜ୍ଞାନ(GYAN)…
ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ସଂସଦରେ ଶନିବାର ଅର୍ଥାତ୍ ଫେବୃଆରୀ ୧ରେ ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ନିର୍ମଳା ସୀତାରମଣ ତାଙ୍କ ଆସନରେ ବଜେଟର ପ୍ରତ୍ୟେକ ବିବରଣୀ ବୁଝାଉଛନ୍ତି। ପୂର୍ବରୁ, ୨୦୨୫ -୨୬ ଆର୍ଥିକ…
ରାଷ୍ଟ୍ରପତିଙ୍କୁ Poor Lady କହି କଟାକ୍ଷ କଲେ ସୋନିଆ
ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ…
ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍ତାର୍
ରାପର୍ ରଫ୍ତାର୍ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି।
ରଫ୍ତାର୍ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…
ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ
ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…
ବଜେଟ ଅଧିବେଶନ ଆରମ୍ଭ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି
ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ସଂସଦରେ ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ବା ଫେବ୍ରୁଆରି ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ ହେବ।
ରାଷ୍ଟ୍ରପତି ଦ୍ରୌପଦୀ…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ କୋହଲି ଓ ରାଜୀବ ଶୁକ୍ଳା
ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ସହିତ ବିରାଟ କୋହଲି ଏବଂ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ନଜର ଆସିଛନ୍ତି। ରାଜୀବ ଶୁକ୍ଲା କ୍ୟାପସନରେ ଲେଖିଛନ୍ତି, ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି ବହୁତ ଭଲ ଲାଗିଲା।…