Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ…
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ…
ସ୍ବର୍ଣ୍ଣ ପଦକ ବିଜେତା ୟସ୍ତିକା ଆଚାର୍ଯ୍ୟଙ୍କ ମୃତ୍ୟୁ
ରାଜସ୍ଥାନର ବିକାନେରରୁ ହୃଦୟ ବିଦାରଖ ଘଟଣା ସାମ୍ନାକୁ ଆସିଛି । ମହିଳା ଶକ୍ତି ଉତ୍ତୋଳନରେ ନ୍ୟାସନାଲ ଚାମ୍ପିଅନ୍ ୧୭ ବର୍ଷୀୟା ୟସ୍ତିକା ଆଚାର୍ଯ୍ୟଙ୍କ ଜିମ୍ରେ ଅଭ୍ୟାସ କରୁଥିବା ସମୟରେ ମୃତ୍ୟୁ ଘଟିଛି । ଟ୍ରେନିଂ ସମୟରେ ୨୭୦ କିଲୋଗ୍ରାମର ଏକ ରଡ୍ ୟସ୍ତିକାଙ୍କ ବେକ ଉପରେ ପଡ଼ିଥିଲା, ଫଳରେ…
୧୧୯ଟି ଆପ୍ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଲେ ଭାରତ ସରକାର
ସରକାର ଏବଂ ଅନ୍ୟାନ୍ୟ ସଂସ୍ଥା ଦ୍ୱାରା ବିଭିନ୍ନ କଣ୍ଟେଣ୍ଟ ଅପସାରଣ ଅନୁରୋଧଗୁଡ଼ିକୁ ଟ୍ରାକ୍ କରୁଥିବା ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ସାଇଟ୍ ଲୁମେନ୍ ଡାଟାବେସ୍ରେ ଗୁଗୁଲ୍ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ ଉପଲବ୍ଧ ପ୍ରାୟ ୧୧୯ଟି ଆପ୍ ବ୍ଲକ୍ କରିବାକୁ ଭାରତ…
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ ସରକାର ଗଠନ ହୋଇଛି।
ନୂଆଦିଲ୍ଲୀ ଆସନର…
ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ : ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ…
ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା
ଆଜି ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା। ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଏଥର ୫ ସ୍ପିନରଙ୍କୁ ନେଇ ଟୁର୍ଣ୍ଣାମେଣ୍ଟକୁ ଯାଇଛି ରୋହିତ ବାହିନୀ । ଦୁବାଇରେ ଖେଳାଯିବାକୁ ଥିବା ଏହି ମୁକାବିଲା ହାଇସ୍କୋରିଂ ଓ ରୋମାଞ୍ଚକର…
ଉଦଘାଟନ ହୋଇଛି ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ନୂଆ କାର୍ଯ୍ୟାଳୟ ‘କେଶବ କୁଞ୍ଜ’
ଉଦଘାଟନ ହୋଇଛି ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ନୂଆ କାର୍ଯ୍ୟାଳୟ ‘କେଶବ କୁଞ୍ଜ’। ପ୍ରାୟ ୫ ଲକ୍ଷ ବର୍ଗ ଫୁଟରେ ନିର୍ମିତ ଏହି ଭବନରେ ଅଡିଟରିୟମ, ପୁସ୍ତକାଳୟ, ହସ୍ପିଟାଲ୍ ଓ ହନୁମାନ ମନ୍ଦିର ରହିଛି । ସାର୍ବଜନୀନ ଦାନରୁ ଏହି ଭବନର ନିର୍ମାଣ ହୋଇଛି। ଆରଏସଏସର ଏହି ନୂତନ ମୁଖ୍ୟାଳୟରେ ତିନୋଟି…
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା
ଗତକାଲି ଅପରାହ୍ନରେ ବସିଥିବା ବିଧାୟକ ଦଳ ବେୈଠକରେ ରେଖା ଗୁପ୍ତାଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରାଯାଇଛି। ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପରବେଶ ବର୍ମା। ନୂଆଦିଲ୍ଲୀ ଆସନରେ କେଜ୍ରିଓ୍ବାଲଙ୍କୁ ହରାଇଥିଲେ ପରବେଶ। ଆଜି ରାମଲୀଳା ମୈଦାନରେ ଦିନ ୧୧ ଟା ବେଳେ ଅନୁଷ୍ଠିତ ହେବ…
ଦିଲ୍ଲରେ ଚାଲିବ ରେଖାଙ୍କ ରାଜ , ଆସନ୍ତା କାଲି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା
ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର ।…