Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Politics
All politics-related news information will be uploaded here in daily besis
BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
ଡବଲ୍ ହେଲା BLOଙ୍କ ପାରିଶ୍ରମିକ। ପାରିଶ୍ରମିକକୁ ଦୁଇଗୁଣା ବୃଦ୍ଧି କଲେ ନିର୍ବାଚନ କମିଶନ । BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ଭୋଟର ତାଲିକା ଅପଡେଟ୍ ପାଇଁ ମିଳିବ ଅତିରିକ୍ତ ଦୁଇ ହଜାର ଟଙ୍କା। ପୂର୍ବରୁ ଏଥିପାଇଁ ହଜାରେ ଟଙ୍କା ପ୍ରଦାନ…
ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
ନ୍ୟାସନାଲ ହେରାଲ୍ଡ ମାମଲାରେ ନୂଆ ଏଫଆଇର ରୁଜୁ କଲା ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା । ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି ଦିଲ୍ଲୀ ପୁଲିସର ଇଓଡବ୍ଲ୍ୟୁ। ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଅପରାଧିକ ଷଡ଼ଯନ୍ତ୍ରର ଅଭିଯୋଗ ଲଗାଯାଇଛି । ୯୮୮…
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଥମେ ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଇସ୍ତଫା ଦେଇଥିଲେ । ବିଜେଡି ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ଇସ୍ତଫା ନା ନିଲମ୍ବନ-କିଏ ଆଗ ତାହାକୁ ନେଇ ଚର୍ଚ୍ଚା ଜାରି ରହିଥିବା ବେଳେ…
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଉଭୟେ ଇସ୍ତଫା…
ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ ଆଜି ଅନୁଷ୍ଠିତ ହୋଇଛି। ଗୃହରେ ମନ୍ଦିର ଅନୁଦାନ ବୃଦ୍ଧି ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସ୍ଥିତି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ…
ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
ଓଡ଼ିଶା ବିଧାନସଭାର ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ଯେଉଁ ଗୃହ ଓଡ଼ିଆ ଗୌରବ ଓ ସ୍ୱାଭିମାନର ପ୍ରତୀକ, ସେଠାରେ ଓଡ଼ିଆ ଭାଷା ପରିବର୍ତ୍ତେ ବିଧାୟକମାନେ ବଙ୍ଗାଳି ଭାଷାରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିବାରେ ମାତିଥିଲେ। ଏହି ଘଟଣା ସାଧାରଣରେ 'ଓଡ଼ିଆ…
ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି । ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ…
ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନ ସଭାରେ ସ୍ୱର ଉଠାଇବ ବିଜେଡି ।
ବିଜେଡି ବିଧାୟକ ଦଳର ବୈଠକ ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା ।
ଏହି ବୈଠକରେ ଉଦ୍ବୋଧନ ଦେଇ ବିରୋଧୀ ଦଳ ନେତା ଶ୍ରୀ…
ବେଗୁନିଆ – ବୋଲଗଡ ନିର୍ବାଚନ ମଣ୍ଡଳୀର ବିଜେଡି ସମର୍ଥିତ ସରପଂଚ, ସମିତିସଭ୍ୟ ଏବଂ ଜନପ୍ରତିନିଧିଙ୍କ ବିଜେପିରେ…
ବିଜେପିର ଅନ୍ୟନାମ ବିକାଶ । ବିକାଶକୁ ତ୍ୱରାନ୍ୱିତ କରିବା ଦାୟିତ୍ୱ ଆମ ସମସ୍ତଙ୍କର । ଏହି କାରଣରୁ ବିଜେପି ଆଜି ସମଗ୍ର ଭାରତବର୍ଷରେ ଆଦୃତ ହୋଇ ବିଶ୍ୱର ସର୍ବବୃହତ୍ ରାଜନୈତିକ ଦଳ ଭାବେ ପ୍ରତିଷ୍ଠା ଲାଭ କରିଛି । ରାଜ୍ୟରେ ପ୍ରଥମଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବା ପରେ “ନିର୍ବାଚନୀ…
ଆଜି ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ
ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ…