Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Browsing Category
Politics
All politics-related news information will be uploaded here in daily besis
ଆମ ଓଡିଶା ନବୀନ ଓଡିଶା ଯାଜପୁରରେ ଉଦ୍ଯାପିତ
ଭୁବନେଶ୍ୱର: କେନ୍ଦୁଝରରୁ ଆରମ୍ଭ ହୋଇଥିବା ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବାଣର ଶବ୍ଦ ଓ ଆଲୋକର ଫୁଆର ମଧ୍ୟରେ ଯାଜପୁରରେ ଉଦ୍ଯାପିତ ହୋଇଛି। ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହୋଇଛି କାର୍ଯ୍ୟକ୍ରମ।
୧ ମାସ ମଧ୍ୟରେ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ଶେଷ…
୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭…
କଂଗ୍ରେସ ହମାସ ନାମରେ ଭୋଟ ପାଇଁ ଅପିଲ
ଆସନ୍ତା ୧୭ ତାରିଖରେ ମଧ୍ୟପ୍ରଦେଶର ୨୩୦ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଏନେଇ ଦୁଇ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜୋରଦାର ଭାବେ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ତେବେ ଏହା ମଧ୍ୟରେ ଏକ ବିବାଦୀୟ ଦୃଶ୍ୟ ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଜଣେ…
ଆଜି ମତଦାନ
୨୦୨୪ ସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ସେମିଫାଇନାଲ୍ ଭାବେ ଦେଖାଯାଉଛି। ଛତିଶଗଡ଼ରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ହୋଇଥିବା ବେଳେ ମିଜୋରାମରେ ସମସ୍ତ ୪୦ ଆସନ ପାଇଁ ଭୋଟ୍ ଗ୍ରହଣ ହୋଇଛି।ମିଜୋରାମରେ ଆଜି ୭୭.୦୪ ପ୍ରତିଶତ…
୨୧ ତାରିଖରୁ ବିଧାନସଭାର ଶୀତକାଳିନ ଅଧିବେଶନ
ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ । ଦିନ ୧୧ଟାରେ ଆରମ୍ଭ ହେବ ଶୀତକାଳିନ ଅଧିବେଶନ । ଶୀତକାଳିନ ଅଧିବେଶନ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି ବିଧାନସଭା ସଚିବ । ତେବେ ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୩୦…