Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Politics
All politics-related news information will be uploaded here in daily besis
କଟିଲା କଂଗ୍ରେସ ଆଶାୟୀ ପ୍ରାର୍ଥୀ ମୋହନଙ୍କ ଟିକେଟ , ଟଙ୍କା ଫେରାଇବାକୁ ଦାବି କଲେ ମୋହନ ହେମ୍ବ୍ରମ
ଟିକେଟ୍ କଟିବା ପରେ ଟଙ୍କା ଫେରାଇବାକୁ ଦାବି କଲେ ମୋହନ ହେମ୍ବ୍ରମ୍ । କେନ୍ଦୁଝରରୁ କଂଗ୍ରେସ ଟିକେଟ୍ ଆଶାୟୀ ଥିବା ମୋହନ୍ କିଛି ଏଭଳି କ୍ଷୋଭ ପ୍ରକାଶ କରିଛନ୍ତି । ପ୍ରଥମେ ତେଲକୋଇ ବିଧାନସଭା ଓ ପରେ କେନ୍ଦୁଝର ଲୋକସଭା ଆସନରୁ ଲଢିବା ପାଇଁ ତାଙ୍କୁ ଆଶା ଦେଖାଇଥିଲା ଦଳ । ହେଲେ ପରେ ଟିକେଟ୍…
ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି କି, ସୁର ଏକ ସଭାରେ ପହଞ୍ଚି କଂଗ୍ରେସ ଓ ବିଜେଡି କର୍ମୀଙ୍କୁ…
ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ
ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ ଇସ୍ତଫା ଦେବେ ବୋଲି କହିଛନ୍ତି ସମୀରଙ୍କ ସମର୍ଥକ। ସେ ସ୍ବାଧୀନ ଭାବେ ଲଢିବେ ବୋଲି…
କଂଗ୍ରେସ ଟିକେଟ୍ କାଟିବା ପରେ ବିଜେପି ଟିମରେ ସାମିଲ ହେଲେ ପ୍ରବୋଧ ତିର୍କୀ
କଂଗ୍ରେସରୁ ଇସ୍ତଫା ଦେବାପରେ ବିଜେପିରେ ମିଶିଲେ ପୂର୍ବତନ ହକି ଖେଳାଳି ପ୍ରବୋଧ ତିର୍କୀ । ଟିକେଟ୍ କାଟିବା ପରେ ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପ୍ରବୋଧ । ତଳସରା ବିଧାନସଭା ଆସନ ପାଇଁ ପ୍ରଥମେ କଂଗ୍ରେସ ତାଙ୍କୁ ଟିକେଟ୍ ଦେଇଥିଲା କିନ୍ତୁ ପରେ ତାଙ୍କ ଟିକେଟ୍ କାଟିଦେଲା ଏବଂ ପ୍ରର୍ଥୀ…
କଂଗ୍ରେସ ନାଁରେ ଅଭିଯୋଗ ଆଣିଲେ ମୋଦି
ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ପାଇଁ ଦେଶଠୁ ବଡ଼ ଅନ୍ୟ କିଛି ନାହିଁ। କିନ୍ତୁ…
୩୬ଟି ଜାଗାରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ , ଭିକେ ପାଣ୍ଡିଆନ ମଧ୍ୟ ୧୦୨ଟି ସ୍ଥାନରେ କରିବେ ସଭା
ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ପରେ ଶେରଗଡ଼ରେ ବି ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ । ତେବେ ମିଳିଥିବା ସୂଚନା ମୁତାବକ, ରାଜ୍ୟର ୨୧ଟି ସଂସଦୀୟ କ୍ଷେତ୍ରର ୩୬ଟି ଜାଗାରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ ।…
ଆଜି ସରିବ ପ୍ରଚାର
୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮ ଟି ଲୋକ ସଭା ଆସନରେ ଭୋଟ ଗ୍ରହଣ ହେବ। ଏହି ଆସନଗୁଡିକର ଫଳାଫଳ ମଧ୍ୟ ଜୁନ ୪ରେ ଏକକାଳୀନ…
ପିନାକୀ ମିଶ୍ରଙ୍କ ମାନହାନୀ ମାମଲା: ଦିଲ୍ଲୀ ହାଇକୋର୍ଟ ଗଲେ ବିଜେଡି ସାଂସଦ
ପୁଣି ଚର୍ଚ୍ଚାକୁ ଫେରିଲେ ପିନାକୀ ମିଶ୍ର । ପୁରୀ ସାଂସଦଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଯାଇଛନ୍ତି ବିଜେଡି ସାଂସଦ । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ ପୂର୍ବତନ ପୁରୁଷ ବନ୍ଧୁ ଜୟ ଅନନ୍ତଙ୍କ ବିରୋଧରେ ମାନହାନି ମାମଲା…
ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ବଡଚଣା ନିର୍ବାଚନ ମଣ୍ଡଲୀ ସଂକ୍ରାନ୍ତରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ
ବଡଚଣାକୁ ନେଇ ବଡ ବୈଠକ । ଶଙ୍ଖ ଭବନରେ ବିଧାୟକ ପ୍ରାର୍ଥୀ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ନିର୍ବାଚନ ମଣ୍ଡଳୀ ସଂକ୍ରାନ୍ତରେ ଶଙ୍ଖ ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ଯାଜପୁରର ସାଂସଦ, ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ପଣ୍ଡା ଓ ବଡଚଣାର ସ୍ଥାନୀୟ ନେତା ଉପସ୍ଥିତ ଅଛନ୍ତି । ବଡ଼ଚଣା…
ସୁପ୍ରିମକୋର୍ଟରୁ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ୍ । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ମାମଲାରେ ମିଳିଲା ଜାମିନ୍
ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଜାମିନ୍ ମଞ୍ଜୁର କଲେ ସୁପ୍ରିମ କୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର…