Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Politics
All politics-related news information will be uploaded here in daily besis
ସମ୍ବଲପୁରରେ ବିଜେଡିକୁ ଝଟକା, ଦଳ ଛାଡିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ
ସମ୍ବଲପୁରରେ ବିଜେଡିକୁ ବଡ ଝଟକା । ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ବିଜେଡି ଛାଡିବା ପଛର…
ବିଜେପି ପାଇଁ ଆସିଲା ଖୁସିଖବର । ଭୋଟଗ୍ରହଣ ପୂର୍ବରୁ ସୁରଟ ଆସନରେ ଜିତିଲେ ବିଜେପି ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ବିଜେପି ପାଇଁ ଆସିଲା ଖୁସିଖବର । ମତଦାନ ପୂର୍ବରୁ ବିଜୟୀ ହେଲେ ପ୍ରାର୍ଥୀ । ସୁରଟ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ମୁକେଶ ଦଲାଲ ନିର୍ବାଚନ ପୂର୍ବରୁ ବିଜୟୀ ହୋଇଛନ୍ତି । କାରଣ ୨୨ ଏପ୍ରିଲ ସୁଦ୍ଧା ସୁକେଶ ଏକମାତ୍ର ପ୍ରାର୍ଥୀ ଭାବେ ମୈଦାନରେ ଥିଲେ । କଂଗ୍ରେସ…
ଟିକେଟକୁ ନେଇ କଂଗ୍ରେସରେ ବିଦ୍ରୋହ: ତାତିଲେ କର୍ମୀ, କଂଗ୍ରେସ ଭବନରେ ହଙ୍ଗାମା
ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ବି ବାଦପଡିନି ଦଳୀୟ ଅସନ୍ତୋଷରୁୁ । ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନକୁ ଆସି ଦଳୀୟ ନେତା ଓ କର୍ମୀ ବିଦ୍ରୋହ କରିଛନ୍ତି । ଏବଂ ତାଙ୍କ ନେତାଙ୍କ ଟିକେଟ୍ କାହିଁକି କଟିଲା ଜବାବ ମାଗିଛନ୍ତି । ଏପରିକି ପ୍ରାର୍ଥୀ ପରିବର୍ତନ ପାଇଁ ଦାବି କରିଛନ୍ତି ନିଶିକାନ୍ତ ଓ…
ରାଜ୍ୟ ବିଜେପିର ସଂକଳ୍ପ ପତ୍ର , ନାରୀ ଶକ୍ତି, ଯୁବକଙ୍କ ପାଇଁ ନୂତନ ସୁଯୋଗ,
ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି । ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ନାରୀ ଶକ୍ତି, ଯୁବକଙ୍କ ପାଇଁ ନୂତନ ସୁଯୋଗ, ସବକା ସାଥ୍ ସବକା ବିକାଶ ଉପରେ ସଂକଳ୍ପ ପତ୍ରରେ ଗୁରୁତ୍ୱ ଦିଆଯାଇଛି । ବିଜେପି…
ପ୍ରଚାର ପାଇଁ ଓଡିଶା ଆସିବେ ରାହୁଲ ଗାନ୍ଧୀ , ଏପ୍ରିଲ ୨୮ ଓ ମେ’ରେ ୩ଟି ସ୍ଥାନରେ କରିପାରନ୍ତି ପ୍ରଚାର
ପ୍ରଚାର ପାଇଁ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ । ଏପ୍ରିଲ ୨୮ ଓ ମେ’୩ ତାରିଖରେ ଯଥାକ୍ରମେ ରାୟଗଡା, ସାଲେପୁର, ବ୍ରହ୍ମପୁରରେ କରିପାରନ୍ତି ପ୍ରଚାର । ଏନେଇ ରାହୁଲଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ପ୍ରସ୍ତାବ ଦେଇଥିବା ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର । ଏହାସହ…
ମଣିପୁରର ୧୧ ବୁ୍ଥ୍ରେ ମତଦାନ ଆରମ୍ଭ
୨୦୨୪ ଲୋକ ସଭା ନିର୍ବାଚନ ମଣିପୁରରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟରେ ଆଭ୍ୟନ୍ତରୀଣ ମଣିପୁର ଲୋକ ସଭା ଆସନ ପାଇଁ ଭୋଟ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଠକେଇ ଅଭିଯୋଗ ହେତୁ ୧୧ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ଭୋଟ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ଆଜି…
ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩…
ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି
ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇ ସରପ୍ରାଇଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨ ଦିନ ତଳେ ବିଜେଡ଼ିରେ ଯୋଗ ଦେଇଥିଲେ…
ବିଜେପି ମୁହାଁଇବେ କି ସୌମ୍ୟ!
ଦଳଡିଆଁ ପର୍ବ ବିଜେଡି ପାଇଁ ମହଙ୍ଗା ପଡ଼ିଛି । ଦଳର ବଡ଼ ବଡ଼ ନେତା ଶଙ୍ଖ ଛାଡ଼ି ଅନ୍ୟ ଦଳରେ ସାମିଲ ହୋଇଥିବା ବେଳେ ବିଜେଡି ଏବେ ନୂଆ ଚେହେରାଙ୍କୁ ଭରସା କରିଛି । ବର୍ତ୍ତମାନ ଖବର ଆସୁଛି ସେ ବିଜୁ ଜନତା ଦଳର ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ମଧ୍ୟ ବିଜେପିରେ ସାମିଲ ହେବାକୁ ଯାଉଛନ୍ତି…
ଶଙ୍ଖ ଛାଡ଼ି ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ
ବିଜେଡିର ଆଗ ଧାଡ଼ିର ନେତା ପ୍ରସନ୍ନଙ୍କ ନେଇ ଏବେ ବଢିଛି ଚର୍ଚ୍ଚା । ଆଜି ଏହି ବିଜେଡି ନେତା ନୂଆଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି । ତେବେ ଏହି ଗସ୍ତ ପରେ ଆରମ୍ଭ ହୋଇଛି ଜୋରଦାର ଚର୍ଚ୍ଚା । ଦୀର୍ଘ ଦିନର ସମ୍ପର୍କ ତୁଟାଇ ଏବେ ଦଳ ଛାଡ଼ିପାରନ୍ତି ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ।…