Browsing Category

Politics

All politics-related news information will be uploaded here in daily besis

ବିଜେଡି କି କଂଗ୍ରେସରୁ ଲଢ଼ିବେ ସମରେନ୍ଦ୍ର! ନିର୍ବାଚନ ଲଢ଼ିବେ ନାହିଁ ନରସିଂହ ମିଶ୍ର

ଭୁବନେଶ୍ବର: ଯାହା ଚର୍ଚା ହେଉଥିଲା ତାହା ସତ୍ୟ ହୋଇଛି । ଆଗାମୀ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିବା ପରେ ତାଙ୍କ ପୁଅ ସମରେନ୍ଦ୍ର ବିଜେଡି କି କଂଗ୍ରେସରୁ ନିର୍ବାଚନ ଲଢ଼ିବେ ତାକୁ ନେଇ ଚର୍ଚା ଜୋର ଧରିଛି ।  । ୨୦୨୪ ସାଧାରଣ…

ଛିନ୍ଦଓ୍ବାଡାରୁ ଲଢ଼ିବେ କମଲନାଥ

ନୂଆଦିଲ୍ଲୀ:   ୩ଟି ରାଜ୍ୟ ପାଇଁ ପ୍ରାର୍ଥୀ  ଘୋଷଣା କଲା କଂଗ୍ରେସ । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ପାଇଁ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବା ବେଳେ  ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦଓ୍ବାଡ଼ାରୁ ମୈଦାନକୁ ଓହ୍ଲାଇବେ ବୋଲି…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ବିଜେଡିର ସମାଲୋଚନା

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡ଼ରେ ରଖିଥିବା ଏକ ବୟାନକୁ କାଉଣ୍ଟର କରିବା ସହିତ ତାଙ୍କ ଅଭିଭାଷଣକୁ ମିଛ କହିଛି ବିଜେଡି। ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା ବୋଲି ଧର୍ମେନ୍ଦ୍ର କହିଥିଲେ । ଯାହାକି…

ଏକ ବିଭାଜିତ ବିଶ୍ୱ ମାନବତା ସମ୍ମୁଖୀନ ହେଉଥିବା ପ୍ରମୁଖ ଆହ୍ୱାନ ଗୁଡିକର ସମାଧାନ ଦେଇ ପାରିବ ନାହିଁ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ନୂଆଦିଲ୍ଲୀର ଯଶୋଭୂମି ଠାରେ ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି ୨୦) କୁ ଉଦ୍‌ଘାଟନ କରିଛନ୍ତି । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ' ଶୀର୍ଷକକୁ ନେଇ ଜି - ୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚାରେ…

ଆଜି ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ । ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ -…

ଆରମ୍ଭ ହେଲା ବିଜେଡିର ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର: ପାଖେଇ ଆସୁଛି ନିର୍ବାଚନ  । ବିଜେଡି ପୁଣି ସରକାର ଗଠନ କରିବା ପାଇଁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ କରିଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ  ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର।…