Browsing Category

Politics

All politics-related news information will be uploaded here in daily besis

ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ

ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…

ରାଜନୈତିକ କ୍ଷେତ୍ର ସ୍ତବ୍ଧ

ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ମହାରାଷ୍ଟ୍ରର ଖାନାପୁର ବିଧାନସଭା କ୍ଷେତ୍ରର ଶିବସେନା (ଶିନ୍ଦେ ଗୋଷ୍ଠୀ)ର ଜଣେ ବିଧାୟକଙ୍କର ବିୟୋଗ ଘଟିଛି । ବିଧାୟକ ଅନିଲ ବାବରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସାଙ୍ଗଲି ଜିଲ୍ଲାର ଏକ ହସ୍ପିଟାଲରେ ଅନିଲ…

ଆଜି ସୋରେନ୍‌ଙ୍କୁ ପଚରାଉଚରା କରିପାରେ ଇଡି

ବହୁ ଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଆଜି ରାଞ୍ଚିସ୍ଥିତ ବାସଭବନରେ ଇଡି ଜେରାର ସମ୍ମୁଖୀନ ହୋଇପାରନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ହେମନ୍ତଙ୍କ ଦିଲ୍ଲୀସ୍ଥିତ ଶାନ୍ତି ନିକେତନ ବାସଭବନରେ ରେଡ୍ କରି ଇଡି ଗତକାଲି ନଗଦ ୩୬ ଲକ୍ଷ ଟଙ୍କା, ଦୁଇଟି ଦାମୀ ଗାଡ଼ି ଓ ବହୁ…

କୁଆଡ଼େ ଗଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଙ୍କୁ ଖୋଜୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍‌। ଦୁଇ ଦିନ ହେଲା ଇଡିର ଏକ ଟିମ୍‌ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଦିଲ୍ଲୀ ସ୍ଥିତ ଶାନ୍ତି ନିକେତନ ଘର ନିକଟରେ ଡେରା ପକାଇଛି ।  ତାଙ୍କ ଘରୁ ଅନେକ ଦସ୍ତାବିଜ ଜବତ ହୋଇଛି। ଇଡିର ଟିମ୍‌ ଏବେ…

୩ଟି ରାଜ୍ୟସଭା ଆସନ ଯିବ ବିଜେଡ଼ି ଖାତାକୁ

ରାଜ୍ୟର ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ହୋଇଛି ।  ରାଜ୍ୟସଭା ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୩ତାରିଖରେ ଶେଷ ହେଉଛି। ରାଜନୀତି ସମୀକ୍ଷକଙ୍କ ମତରେ ତିନୋଟି ଆସନ ଏଥର ବିଜେଡ଼ି ନେବ ।…

ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ: କାହିଁକି ହତ୍ୟା କଲା ଏବେ ବି କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି ।   ଗତ ବର୍ଷ ଆଜିର…

ଆଜି ରାଜ୍ୟ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶ : ମଲ୍ଲିକାର୍ଜୁନ ଖଡଗେ ଆସୁଛନ୍ତି

ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ…

ଓଡ଼ିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ

ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍‌ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ ।  ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ…

ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ,

ନୂଆଦିଲ୍ଲୀ: ଆରଜେଡି ଏବଂ କଂଗ୍ରେସ ସହ ମେଣ୍ଟକୁ ସମାପ୍ତ କରି ବିଜେପି ସହ ପୁଣି ମେଣ୍ଟ କରିବା ଲାଗି ନୀତୀଶ ସ୍ଥିର କରିଛନ୍ତି।  ସେ ଇସ୍ତଫା ଦେଇ ସନ୍ଧ୍ୟା ସୁଦ୍ଧା ଏନ୍‌ଡିଏ ସରକାରର ନେତୃତ୍ବ ନେଇ ନୂଆ ମୁଖ୍ୟମନ୍ତ୍ରୀ ଭ‌ାବେ ଶପଥ ଗ୍ରହଣ କରିବେ। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା…

ବିହାର ରାଜନୀତି

ବିହାରରେ ଏକ ବଡ଼ଧରଣର ରାଜନୈତିକ ହଲଚଲ ଦେଖିବାକୁ ମିଳିଛି । ଆରଜେଡି-ଜେଡିୟୁ ମେଣ୍ଟରେ ସୃଷ୍ଟି ହୋଇଛି ଫାଟ । ମେଣ୍ଟରୁ ଓହରି ଯାଇ ବିଜେପି ସହ ମିଶି ରାଜ୍ୟରେ ନୂଆ ସରକାର ଗଠନ କରିବା ନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରୟାସ ଆରମ୍ଭ କରିଦେଇଛନ୍ତି । ତେବେ ଏହା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ…