Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Politics
All politics-related news information will be uploaded here in daily besis
ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ
ଭୁବନେଶ୍ୱର: ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ । ମାଷ୍ଟରକ୍ୟାଣ୍ଟିନ୍ ଛକ କଂଗ୍ରେସ ଭବନ ସମ୍ମୁଖରେ ବାହାଘରରେ ବିଜେପି ବର ଓ ବିଜେଡି କନ୍ୟା ସାଜିଥିଲା। ଛାତ୍ର କଂଗ୍ରେସର କର୍ମୀମାନେ ବରବେଶରେ ବଶିଥିଲେ । ନିମନ୍ତ୍ରଣ ପତ୍ର ମଧ୍ୟ ଆଗରୁ ବଣ୍ଟାଯାଇଥିଲା। ହିନ୍ଦୁ…
ପଶ୍ଚିମବଙ୍ଗରେ ପ୍ରବେଶ କଲା ଭାରତ ଯୋଡ ନ୍ୟାୟ ଯାତ୍ରା
କୋଲକାତା : ପଶ୍ଚିମବଙ୍ଗରେ ପ୍ରବେଶ କରିଛି ଭାରତ ଯୋଡ ନ୍ୟାୟ ଯାତ୍ରା । ଏହାପରେ ବିହାରରେ ପ୍ରବେଶ କରି ପରେ ଓଡ଼ିଶା ଆସିବ । ଆଜି ପଶ୍ଚିମବଙ୍ଗରେ ପ୍ରବେଶ କରିଛି କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା । ଆସାମ-ପଶ୍ଚିମବଙ୍ଗ ସୀମା ଅନ୍ତର୍ଗତ ବକ୍ସିରହାଟ ଦେଇ କୁଚବେହାରରେ ପ୍ରବେଶ କରିବ…
କଂଗ୍ରେସ ସହ ମେଣ୍ଟ କରିବେନି ମମତା,କେଜ୍ରିୱାଲ
ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ପଶ୍ଚିମବଂଗରେ କଂଗ୍ରେସ ସହ କୌଣସି ସ୍ଥିତିରେ ବି ମେଣ୍ଟ କରାଯିବ ନାହିଁ ବୋଲି ଆଜି ଘୋଷଣା କରିଥିବା ବେଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପଂଜାବରେ କଂଗ୍ରେସ ସହ ଦଳ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି। ମେଣ୍ଟର ଦୁଇ…
ଘରେ ଘରେ ଶଙ୍ଖ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜାନୁଆରି ୨୩ ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଦିନ ଠାରୁ ଓଡ଼ିଶାର କୋଣ ଅନୁକୋଣରେ ପରିବାର ସମ୍ପର୍କ ଅଭିଯାନ ବା “ଘରେ ଘରେ ଶଙ୍ଖ” କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିବା ବେଳେ ଘୁ. ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ…
କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠିଲା
ଭୁବନେଶ୍ବର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଲା। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ ଫେରିଲେ। ସାମ୍ବାଦିକ ସମ୍ମିଳନୀରେ ଅଜୟ କୁମାର ତିନି ନେତାଙ୍କ ନିଲମ୍ବନ ପ୍ରତ୍ୟାହାର…
ଆଜି କୋଲକାତାରେ ‘ସମ୍ପ୍ରିତି ରାଲି’
ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ପ୍ରମୁଖ ମମତା ବାନାର୍ଜୀ କୋଲକାତାରେ ‘ସମ୍ପ୍ରିତି ରାଲି’ର ଆୟୋଜନ କରିବେ । ଏହା ବ୍ୟତୀତ ୩୫ଟି ଛୋଟ ରାଲି ବା ଶୋଭାଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ବରିଷ୍ଠ ପୋଲିସ ଅଧିକାରୀଙ୍କ କହିବାନୁଯାୟୀ ଏହି ପ୍ରସ୍ତାବିତ ରାଲି…
ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ପ୍ରସଙ୍ଗ
ସ୍ୱାଧିନତା ପରେ ୧୯୫୨, ୧୯୫୭, ୧୯୬୨ ଓ ୧୯୬୭ରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକ ସମୟରେ ହୋଇଥିଲା । ଏହାପରେ ୧୯୬୮ ଓ ୧୯୬୯ରେ କିଛି ବିଧାନସଭାକୁ ସମୟ ପୂର୍ବରୁ ଭଙ୍ଗ କରି ଦିଆଯାଇଥିଲା । ତା’ପରେ ୧୯୭୦ରେ ଲୋକସଭା ମଧ୍ୟ ଭଙ୍ଗ କରି ଦିଆଯିବା ସହ ନିର୍ବାଚନ ପରମ୍ପରା ଭାଙ୍ଗି ଯାଇଥିଲା ।…
ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି
ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ମିନିରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି । ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏପରି ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ…
ମାହାଲ ମାଣ୍ଡା କିଏ?
ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣର ଶିକ୍ଷକ ନିଯୁକ୍ତି ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡକୁ ନେଇ ଏବେ ଅନେକ ଚର୍ଚ୍ଚା ହେଉଛି। କାରଣ ଏହି ପରୀକ୍ଷାରେ ଭାଗ ନେଇଥିବା ଜଣେ ପରୀକ୍ଷାର୍ଥୀଙ୍କର ନାମ ହେଉଛି “ମାହାଲ ମାଣ୍ଡା”। ଏହା ସହ ତାଙ୍କ ବାପାଙ୍କ ନାମ ସ୍ଥାନରେ…
ଧାରଣାରେ ସୂଚନାଧିକାର କର୍ମୀ
ଯାଜପୁର ବିଧାୟକ ପ୍ରବଣ ପ୍ରକାଶ ଦାସଙ୍କ ସରକାରୀ ବାସଭବନ ମରାମତି ଓ ନବୀକରଣରେ ବେଆଇନ୍ ଭାବେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଅଭିଯୋଗ । ଦୁର୍ନୀତି ଜଣାପଡ଼ିଯିବା ଭୟରେ ସୂଚନା ଅଧିକାର ଆଇନରେ ଆବେଦନ ହୋଇଥିବା ତଥ୍ୟ ଦେଉନାହିଁ ପ୍ରଶାସନ । ଏହାର ପ୍ରତିବାଦରେ ଓଡ଼ିଶା ସୂଚନା ଅଧିକାର…