Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Politics
All politics-related news information will be uploaded here in daily besis
ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ
ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ। ଶିବରାଜ ସିଂ ସରକାରରେ ସେ…
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ…
ବାପାଙ୍କ ପାଇଁ କ୍ଷମତାରେ ବସିଛନ୍ତି
ବିଧାନସଭା ନିର୍ବାଚନ ୨୦୨୩ର ଫଳାଫଳ ଘୋଷଣା ହେବାର ଏକ ସପ୍ତାହ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶେଷରେ ମୋହନ ଯାଦବଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ରୂପେ ଘୋଷଣା କରିଛି | ଏହା ପରେ ବିଜେପି ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ଅଖିଳେଶ ଯାଦବ ଏବଂ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ…
ବୁଧବାର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ ହୋଇଯିବ ମୋହନ ଯାଦବଙ୍କ ସରକାର। ୨୦୧୩ରେ ସେ ପ୍ରଥମେ…
ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ
ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଐତିହାସିକ ଏବଂ ଏହା ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା…
୧୫ ତାରିଖରେ ବସିବ ବିଜେଡି କାର୍ଯ୍ୟକାରିଣୀ, ପ୍ରତିଷ୍ଠା ଦିବସ ପାଇଁ ହେବ ଗୁରୁତ୍ବପୂର୍ଣ୍ଣ ଆଲୋଚନା
ଭୁବନେଶ୍ବର: ବିଜେଡିର ବଡ଼ ଷ୍ଟ୍ରାଟେଜି । ୧୫ରେ ବସିବ କାର୍ଯ୍ୟକାରିଣୀ । ପ୍ରତିଷ୍ଠା ଦିବସ ପାଇଁ ସ୍ଥିର ହେବ କାର୍ଯ୍ୟକ୍ରମ । ଫୋକସରେ ବିକାଶ ଓ ଲୋକାଭିମୁଖୀ ଯୋଜନା । ୧୯୯୭ ଡିସେମ୍ବର ୨୬ ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାଁରେ ଜନ୍ମ ନେଇଥିଲା ବିଜୁ ଜନତା ଦଳ । ୨୦୦୦…
ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ
ନୂଆଦିଲ୍ଲୀ: ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ । କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତାମାନେ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା…
ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି
ତେଲେଙ୍ଗାନା:ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି। ଅସଦୁଦ୍ଦିନ ଓୱେସିଙ୍କ ଭାଇ ଅକବରୁଦ୍ଦିନଙ୍କୁ ବଡ଼ ଦାୟିତ୍ୱ । ସେ ସ୍ଥାୟୀ ବାଚସ୍ପତି ହେବା ଯାଏଁ ଗୃହ କାର୍ଯ୍ୟକୁ ପରିଚାଳନା କରିବେ । ସ୍ଥାୟୀ ବାଚସ୍ପତି ନିର୍ବାଚିତ ହେବା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ସେ…
ଲୋକସଭାରୁ ଟିଏମ୍ସି ସାଂସଦ ମହୁଆ ମୈତ୍ର ବହିଷ୍କୃତ
ନୂଆଦିଲ୍ଲୀ : ‘ଟଙ୍କା ପାଇଁ ପ୍ରଶ୍ନ ପଚାରିବା’ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରଙ୍କୁ ଗୃହର ସଦସ୍ୟତାରୁ ବହିଷ୍କାର କରାଯାଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୋଇତ୍ରଙ୍କ ବହିଷ୍କାର ପାଇଁ ଏକ ପ୍ରସ୍ତାବ ଦେଇଥିଲେ, ଯାହାକୁ ଗୃହ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ…