Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Politics
All politics-related news information will be uploaded here in daily besis
କଂଗ୍ରେସକୁ ଟାର୍ଗେଟ୍ କଲେ ନୀତୀଶ
ଜେଡିୟୁ ସଭାପତି ପଦରୁ ଆଜି ଲଲନ ସିଂହ ଇସ୍ତଫା ଦେଇଛନ୍ତି। ଦଳ ଲଲନ ସିଂହଙ୍କ ଇସ୍ତଫାକୁ ମଂଜୁର କରିଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳର ନୂଆ ସଭାପତି ହୋଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଲଲନ ସିଂହ ଦଳର ସଭାପତି ପଦ ପାଇଁ ନୀତୀଶ କୁମାରଙ୍କ…
ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ
ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ନୂଆ ବର୍ଷ ପୂର୍ବରୁ ବସୁଥିବା ଏହି କ୍ୟାବିନେଟ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇପାରେ । ବିଶେଷ କରି ପୁରୀ ଶ୍ରୀମନ୍ଦିର ପ୍ରସଙ୍ଗରେ ମଧ୍ୟ କିଛି ନିଷ୍ପତ୍ତି ନିଆଯାଇପାରେ । ଏହା ସହ ବିଭିନ୍ନ ବିଭାଗର…
ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ
ପଦ୍ମପୁର: ଶେଷରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ରଖିଛନ୍ତି । ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ପୂରଣ ହେବାକୁ ଯାଉଛି । ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ । ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ…
ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଲଲନ୍ ସିଂହ, ନୀତିଶ ପୁଣି ହେଲେ ସଭାପତି
ନୂଆଦିଲ୍ଲୀ: ବିହାର ରାଜନୀତିରେ ଘଡିକେ ଘୋଡା ଛୁଟୁଛି । ବିହାରରେ ପୁଣି ରାଜନୈତିକ ଓଲଟପାଲଟ ହେବାର ସଂଭାବନା ରହିଛି ବୋଲି ଚର୍ଚା ହେଉଛି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ବଡ଼ ପରିବର୍ତ୍ତନ ହୋଇଛି । ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଲଲନ ସିଂହ…
ନବୀନ କାର୍ଡର ଶୁଭାରମ୍ଭ
ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ୱାସ୍ଥ୍ୟ ସେବା ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି । ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରୁ ଏହା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ଭିତର ଓ ବାହାରର…
ପିଲାଙ୍କୁ ଗୁରୁମନ୍ତ୍ର ଦେଲେ 5T ଅଧ୍ୟକ୍ଷ
ଅନୁଗୁଳ: ଅନୁଗୁଳରେ ପିଲାଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଖମାରରେ ଛାତ୍ରଛାତ୍ରୀଙ୍କୁ ଭେଟିବା ଅବସରରେ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସ୍ମାର୍ଟ ହେଉଛି ବୋଲି କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୫କୋଟି ଅନୁମୋଦନ କରିଛନ୍ତି ବୋଲି ଜଣାଇଛନ୍ତି ।…
ନିର୍ବାଚନ ଲଢ଼ିବେ କି ମାଧୁରୀ?
ନିର୍ବାଚନ ଲଢ଼ିବେ ବଲିଉଡର ଧକଧକ ଗାର୍ଲ ମାଧୁରୀ ଦିକ୍ଷିତ। ନିକଟରେ ଏକ ଜାତୀୟ ଗଣମାଧ୍ୟମର ଟକ ସୋ’ ମାଧୁରୀ ଏବଂ ତାଙ୍କ ସ୍ବାମୀ ଯୋଗ ଦେଇଥିବାବେଳେ ୨୦୨୪ ନିର୍ବାଚନୀ ମଇଦାନରେ ପାଦ ଦେବେ କି ନାହିଁ? ,ଭଳି ପ୍ରଶ୍ନ କରାଯାଇଥିଲା । ଯାହାର ଉତ୍ତରରେ ସିଧାସଳଖ ମନା କରିଛନ୍ତି ମାଧୁରୀ । ସେ…
୧୪ରୁ ଆରମ୍ଭ ହେବ ରାହୁଲ ଗାନ୍ଧିଙ୍କ ‘ଭାରତ ନ୍ୟାୟ ଯାତ୍ରା
ନୂଆଦିଲ୍ଲୀ: ୧୪ରୁ ଆରମ୍ଭ ହେବ ରାହୁଲ ଗାନ୍ଧିଙ୍କ ‘ଭାରତ ନ୍ୟାୟ ଯାତ୍ରା । ରାହୁଲଙ୍କ ଏହି ଭାରତ ନ୍ୟାୟ ଯାତ୍ରା ୧୪ଟି ରାଜ୍ୟର ୮୫ ଜିଲ୍ଲା ଦେଇ ଯାତ୍ରା କରିବ। କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେ ଇମ୍ଫାଲରୁ ଏହି ଯାତ୍ରାର ଶୁଭାରମ୍ଭ କରିବେ। ମଣିପୁର, ନାଗାଲାଣ୍ଡ, ଆସାମ, ମେଘାଳୟ,…
ଡିସେମ୍ବର ୨୮ ଏବଂ ୨୯ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବଙ୍କ ତୃତୀୟ ଜାତୀୟ ସମ୍ମିଳନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଏବଂ ୨୯, ୨୦୨୩ ରେ ଦିଲ୍ଲୀରେ ମୁଖ୍ୟ ଶାସନ ସଚିବମାନଙ୍କର ତୃତୀୟ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ସମବାୟ ସଂଘୀୟତାର ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣରୁ ପ୍ରେରିତ ହୋଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…
ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ
ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି। ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି ।…