Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ବାଲେଶ୍ୱରରେ ବିଜେଡ଼ିରୁ ଲେଖାଶ୍ରୀଙ୍କୁ ନେଇ ପ୍ରତାପ ଷଡଙ୍ଗୀଙ୍କ ପ୍ରତିକ୍ରିୟା
ଲେଖାଶ୍ରୀ ସାମନ୍ତସିଂହାର ବାଲେଶ୍ୱରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବା ଚର୍ଚ୍ଚା ଭିତରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ଲୋକସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ । କହିଛନ୍ତି, ବାଲେଶ୍ୱରରେ ସେ ଦୃଶ୍ୟମାନ ନୁହଁନ୍ତି । ସେ ପ୍ରାର୍ଥୀ ହେଲେ ବିଜେପିକୁ ବିଶେଷ କିଛି ଅସୁବିଧା ନାହିଁ । ଏଥର…
ମହାରାଷ୍ଟ୍ରରୁ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ
କଂଗ୍ରେସ ବିଜେପି ଟକ୍କର । ମୋଦି କରୁଛନ୍ତି ପ୍ରଚାର । ନିର୍ବାଚନକୁ ନେଇ ରାହୁଲ ଗାନ୍ଧି ଏବଂ ନରେନ୍ଦ୍ର ମୋଦି ପ୍ରଚାରରେ ଲାଗିଛନ୍ତି । ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଛତିଶଗଡରେ ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ୧.୩୦ରେ ଏକ ଜନ ସମାବେଶକୁ…
ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା
ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସେ ଆଜି ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ପୂର୍ବରୁ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତିଙ୍କୁ ନିକଟକୁ ପଠାଇବା ସହିତ ଦଳ ତାଙ୍କୁ…
ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ
ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ।
ସୋସିଆଲ ମିଡିଆ ଜରିଆରେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ। ବିଜେପିର…
ବିଜେପି ଛାଡିଲେ ଲେଖାଶ୍ରୀ
ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର…
ଆଜି ବିଜେପିର ୪୫ତମ ପ୍ରତିଷ୍ଠା ଦିବସ; ଦେଶର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
ବିଜେପି ଆଜି ୪୫ତମ ସ୍ଥାପନା ଦିବସ ପାଳନ କରୁଛି। ପାର୍ଟି ୬ ଅଗଷ୍ଟ ୧୯୮୦ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହି ବର୍ଷଗୁଡ଼ିକ ମଧ୍ୟରେ ବିଜେପି ଆଜି ବିଶ୍ୱର ଅନ୍ୟତମ ଲୋକପ୍ରିୟ ଦଳ ହୋଇପାରିଛି। ବିଜେପିର ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶରେ ଉପସ୍ଥିତ…
ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!
ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀ କରି ଏହା ଘୋଷଣା କରିଛନ୍ତି।
ନିଶିକାନ୍ତ କହିଛନ୍ତି, ଦେଶର ରାଜନୀତିରେ ସୃଷ୍ଟି ହୋଇଥିବା ବିରୋଧୀ…
ଦେଶର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
ବିଜେପି ଆଜି ୪୫ତମ ସ୍ଥାପନା ଦିବସ ପାଳନ କରୁଛି। ପାର୍ଟି ୬ ଅଗଷ୍ଟ ୧୯୮୦ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହି ବର୍ଷଗୁଡ଼ିକ ମଧ୍ୟରେ ବିଜେପି ଆଜି ବିଶ୍ୱର ଅନ୍ୟତମ ଲୋକପ୍ରିୟ ଦଳ ହୋଇପାରିଛି। ବିଜେପିର ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶରେ ଉପସ୍ଥିତ…
ରାହୁଲଙ୍କୁ ଥାଇଲାଣ୍ଡ ପସନ୍ଦ, ଘୋଷଣାପତ୍ରରେ ସେଠାର ଫଟୋ ଲଗାଇଛନ୍ତି
ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଘୋଷଣାପତ୍ରକୁ ନେଇ କଟାକ୍ଷ କରିଛି ଭାଜପା। ରାହୁଲ ଗାନ୍ଧୀଙ୍କୁ ଥାଇଲାଣ୍ଡ ପସନ୍ଦ। ଏଥିଲାଗି ସେଠାକାର ଫଟୋ ଘୋଷଣାପତ୍ରରେ ମୁଦ୍ରିତ ହୋଇଛି। ଦଳ ଜଳ ପରିଚାଳନାର ଫଟୋ ସ୍ଥାନରେ ନ୍ୟୁୟର୍କର ବଫାଲୋ ନଦୀର ଫଟୋ ଲଗାଯାଇଛି। ପରିବେଶ ପରିଷ୍କାର ପରିଚ୍ଛନ୍ନତା…
ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ
କଂଗ୍ରେସ ଛାଡିଲେ ଆଉ ଜଣେ ଟାଣୁଆ ନେତା। ପିସିସି ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି କଂଗ୍ରେସ ନେତା ବିଶ୍ୱଭୂଷଣ ଦାସ। ବିଶ୍ୱଭୂଷଣ କାକଟପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ୨୦୦୯ ଏବଂ ୨୦୧୯ରେ ନିର୍ବାଚନ ଲଢିଥିଲେ। ସେ ବିଜେବି କଲେଜର ସଭାପତି ଭାବେ ଛାତ୍ର ସଂସଦ ନିର୍ବାଚନରେ…