Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଇଡିର ସମନ ବିରୋଧରେ ହାଇକୋର୍ଟ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ମଦ ଦୁନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲ ଏବଂ ଇଡି ମଧ୍ୟରେ ଛକାପଞ୍ଜା ହାଇକୋର୍ଟରେ ପହଂଚିଛି । ଇଡିର ସମନକୁ ବେଆଇନ ଦର୍ଶାଇ କେଜରିୱାଲ ବୁଧବାର ଦିଲ୍ଲୀ ହାଇକୋର୍ଟ ଯାଇଥିଲେ । ମାମଲାର ଶୁଣାଣି କରି କୋର୍ଟ ଇଡିକୁ ଦୁଇ ସପ୍ତାହ ମଧ୍ୟରେ ପକ୍ଷ ରଖିବାକୁ ନିର୍ଦ୍ଦେଶ…
ମୋଦୀଙ୍କ ଉପରେ ବିଶ୍ୱାସଘାତକତାର ଅଭିଯୋଗ ଲଗାଇଲେ ମଲ୍ଲିକାର୍ଜୁନ ଖଡଗେ
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଆରୋପ ଲଗାଇଛନ୍ତି ଯେ, ପ୍ରଧାନମନ୍ତ୍ରୀ ଲଦାଖର ଲୋକମାନଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି । ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି କି ସମ୍ବିଧାନ ଧାରା ଷଷ୍ଠ ସୂଚୀ ଅନୁସାରେ ଲଦାଖର ବାସିନ୍ଦାମାନେ ସୁରକ୍ଷା…
ଏହି ନିର୍ବାଚନ ଦୁନିଆର ସବୁଠାରୁ ଦାମୀ ନିର୍ବାଚନ ଭାବେ ପରିଚିତ ହେବ
ସେଣ୍ଟର ଫର ମିଡିଆ ଷ୍ଟଡିଜ ଅନୁସାରେ, ଚଳିତ ନିର୍ବାଚନରେ ୧.୨୦ ଲକ୍ଷ କୋଟି ଖର୍ଚ୍ଚ ହୋଇପାରେ। ଯଦି ଏପରି ହେଉଛି ତେବେ ଏହି ନିର୍ବାଚନ ଦୁନିଆର ସବୁଠାରୁ ଦାମୀ ନିର୍ବାଚନ ଭାବେ ପରିଚିତ ହେବ। ସୂଚନାଥାଉ କି, ପ୍ରତି ପାଞ୍ଚ ବର୍ଷରେ ନିର୍ବାଚନୀ ଖର୍ଚ୍ଚ ପ୍ରତିଥର ଦୁଇଗୁଣ ଅଧିକ ବୃଦ୍ଧି ପାଉଛି।…
ଘୁଞ୍ଚିଲା ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ
ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଘୁଞ୍ଚିଛି । ଆସନ୍ତା ୨୨ ତାରିଖରେ ବୈଠକ ହେବ ବୋଲି ସୂଚନା ମିଳିଛି । ୨୨ ତାରିଖରେ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ। ଏଥର ପ୍ରାର୍ଥୀ ତାଲିକାରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ ଆସିପାରେ । ମଙ୍ଗଳବାର ଓଡ଼ିଶାର ଭାଜପା ଟିକେଟ ନେଇ…
ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ
ଆଜି ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସୁଛି । ଏଥିରେ ଓଡ଼ିଶା ସମ୍ପର୍କରେ ଆଲୋଚନା ହେବ । ବିଜେପିର ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶା ସମେତ ୮…
ଶରଦ ପାୱାର ଗୋଷ୍ଠୀର ନିର୍ବାଚନ ଚିହ୍ନ ଏବଂ ଦଳୀୟ ନାମ କ’ଣ ରହିବ?
ସୁପ୍ରିମକୋର୍ଟ ମଙ୍ଗଳବାର ଶରଦ ପାୱାରଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶରଦ ପାୱାର ଗୋଷ୍ଠୀକୁ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ନାମ ‘ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି-ଶରଦ ଚନ୍ଦ୍ର ପାୱାର’ ଏବଂ ଦଳର ଚିହ୍ନ ‘ତୁରୀ ବଜାଉଥିବା ମନୁଷ୍ୟ’ ବ୍ୟବହାର କରିବାକୁ କୋର୍ଟ ଅନୁମତି…
ନିର୍ବାଚନ ଲଢିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର
ନିର୍ବାଚନ ଲଢିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସିଦ୍ଧାନ୍ତ ଏହି ବଡ ବୟାନ ଦେଇଛନ୍ତି। ନିର୍ବାଚନ ୨୦୨୪ ଲଢିବେ କି ନାହିଁ ଏନେଇ ମଧ୍ୟ ସ୍ପଷ୍ଟ କରିଛନ୍ତି।
ଗତ କିଛି ଦିନ ପୂର୍ବରୁ ଅଭିନେତା ଅରିନ୍ଦମ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହାପରେ…
ଲୋକସଭା ନିର୍ବାଚନ ପାଇଁ ବିହାରରେ ଛିଡିଲା ସିଟ୍ ଭାଗବଣ୍ଟା
ବିହାରରେ ଏଥର ବିଜେପି ମୋଟ ୧୭ଟି ଲୋକସଭା ଆସନରେ ନିଜର ପ୍ରାର୍ଥୀ ଦେବ । ସେହିପରି ଜେଡିୟୁ ୧୬ଟି ଆସନରେ ଲୋକସଭା ନିର୍ବାଚନ ଲଢିବ । ତା ସହ ଚିରାଗ ପାସୱାନଙ୍କ ଦଳ ୫ଟି, ଜିତନ ରାମ ମାଞ୍ଝୀଙ୍କ ହାମ ଓ ଉପେନ୍ଦ୍ର କୁଶବାହାଙ୍କ ଦଳ ଗୋଟିଏ ଲେଖାଏଁ ଆସନରେ ନିଜର ପ୍ରାର୍ଥୀ ଦେବେ । ତେବେ…
ଶେଷ ହେଲା ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା
କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାର ଆଜି ସମାପନ ହୋଇଛି। ମଣିପୁରରୁ ଆରମ୍ଭ ହୋଇଥିବା ଏହି ଯାତ୍ରାର ପରିସମାପ୍ତି ମୁମ୍ବାଇରେ ହୋଇଛି। ଯାତ୍ରାର ଉଦ୍ଯାପନୀ ସମାରୋହରେ ଆଜି ବହୁ ସଂଖ୍ୟାରେ ଇଣ୍ଡି ମେଣ୍ଟ ନେତାଙ୍କ ସମାଗମ ଦେଖିବାକୁ ମିଳିଥିଲା। ଲୋକସଭା…
ତାରିଖ ଘୋଷଣା ପରେ ମଧ୍ୟ ହଟୁନି ମେଣ୍ଟ ଦ୍ୱନ୍ଦ୍ୱ
କିଛି ଦିନ ଧରି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଶୀର୍ଷରେ ପହଞ୍ଚିଥିବା ବେଳେ ସମସ୍ତେ ଆକଳନ କରୁଥିଲେ, ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ଦୁଇ ଦଳ । ହେଲେ, ତାରିଖ ଘୋଷଣା ପରେ ମଧ୍ୟ ହଟିଲା ନାହିଁ ଦ୍ୱନ୍ଦ୍ୱ ।
ତେବେ ପୂର୍ବରୁ ରାଜ୍ୟରେ ଯେତେ ନିର୍ବାଚନ…