Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Politics
All politics-related news information will be uploaded here in daily besis
ଲୋକସଭାରୁ ଟିଏମ୍ସି ସାଂସଦ ମହୁଆ ମୈତ୍ର ବହିଷ୍କୃତ
ନୂଆଦିଲ୍ଲୀ : ‘ଟଙ୍କା ପାଇଁ ପ୍ରଶ୍ନ ପଚାରିବା’ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରଙ୍କୁ ଗୃହର ସଦସ୍ୟତାରୁ ବହିଷ୍କାର କରାଯାଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୋଇତ୍ରଙ୍କ ବହିଷ୍କାର ପାଇଁ ଏକ ପ୍ରସ୍ତାବ ଦେଇଥିଲେ, ଯାହାକୁ ଗୃହ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ…
5T ଅଧ୍ୟକ୍ଷଙ୍କୁ ଭେଟିଲେ ନବରଙ୍ଗପୁର ଜିଲ୍ଲାର ୩ ବିଧାୟକ
5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି ନବରଙ୍ଗପୁର ଜିଲ୍ଲାର ୩ ବିଧାୟକ ଓ ଏକାଧିକ ସଂଗଠନର କର୍ମକର୍ତ୍ତା । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ ପରେ, ଜିଲ୍ଲାରେ ବିକାଶର ନୂତନ ଯୁଗ ଆରମ୍ଭ ହୋଇଛି । ଏନେଇ ନବରଙ୍ଗପୁର ଜିଲ୍ଲା…
ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ
ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ । ଦଳ ପକ୍ଷରୁ ଘନ ଘନ ବୈଠକ କରାଯାଇଥିବା ବେଳେ ଆଜି ବିଧାୟକ ଦଳ ବସି ନେତା ନିର୍ବାଚନ କରିବ । ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ…
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ବସୁନ୍ଧରା
ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ବସୁନ୍ଧରା ରାଜେ ରହିଛନ୍ତି । ତାଙ୍କ ସମର୍ଥକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଛନ୍ତି । ରାଜସ୍ଥାନ ନିର୍ବାଚନ ଫଳ ଘୋଷଣାକୁ ଇତିମଧ୍ୟରେ ତିନି ଦିନ ବିତିଲାଣି । କିନ୍ତୁ ମୁଖ୍ୟମନ୍ତ୍ରୀ ଚୌକିରେ କିଏ ବସିବ ତାହା…
ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ରେଭାନ୍ତ ରେଡ୍ଡୀ ହେବେ
କଂଗ୍ରେସ ତେଲେଙ୍ଗାନାରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ କରିଛି। ରାଜ୍ୟ କଂଗ୍ରେସ ସଭାପତି ରେଭାନ୍ତ ରେଡ୍ଡୀ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଉତ୍ସଗୁଡିକ ଏହି ସୂଚନା ଦେଇଛନ୍ତି । ତେଲେଙ୍ଗାନାର ମୋଟ ୧୧୯ ଟି ସିଟ୍ ମଧ୍ୟରୁ ୬୪ ଟି ଜିତିଛି କଂଗ୍ରେସ। ବିଆରଏସ୍ ୩୯ ଟି ସିଟ୍ ଏବଂ…
ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନରେ ଭାଜପା ସରକାର
ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନ ସରକାର ଗଠନ କରିବ ବିଜେପି । ନିର୍ବାଚନରେ କଂଗ୍ରେସ ଏକ ବଡ଼ ଧରଣର ପରାଜୟର ସମ୍ମୁଖୀନ ହୋଇଛି । ହିନ୍ଦୀ ଭାଷା ରାଜ୍ୟ ମଧ୍ୟପ୍ରଦେଶରେ ଭାଜପା ସରକାର ଅକ୍ଷୁର୍ଣ୍ଣ ଥିବାବେଳେ ଛତିଶଗଡ଼ ଏବଂ ରାଜସ୍ଥାନରେ କଂଗ୍ରେସକୁ କ୍ଷମତାରୁ ହଟାଇ ଦେଇଛନ୍ତି। କଂଗ୍ରେସ…
୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ
୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ । ବିଧାନସଭା ନିର୍ବାଚନରେ ବିଜେପି ବାଜିମାତ କରିଛି । ୪ଟି ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ ତେଲେଙ୍ଗାନା ଓ ଛତିଗଡ଼ରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଜାରି ରହିଛି। ବର୍ତ୍ତମାନ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି ଆଗୁଆ ରହିଥିବାବେଳେ…
୪ ରାଜ୍ୟର ନିର୍ବାଚନ ଫଳାଫଳ:ମଧ୍ୟପ୍ରଦେଶ, ରାଜସ୍ଥାନରେ ବିଜେପି ଆଗୁଆ , ତେଲେଙ୍ଗାନାରେ କଂଗ୍ରେସ ଆଗୁଆ
ଚାଲିଛି ଭୋଟ ଗଣତି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆଉ କିଛି ସମୟ ପରେ ସ୍ପଷ୍ଟ ହୋଇଯିବ । ଛତିଶଗଡର ୯୦ ଟି ବିଧାନସଭା ଆସନ, ମଧ୍ୟପ୍ରଦେଶର ୨୩୦, ତେଲେଙ୍ଗାନାର ୧୧୯ ଏବଂ ରାଜସ୍ଥାନର ୧୯୯ ଟି ଆସନର ରେଜଲ୍ଟ ଆଉ କିଛି ଘଣ୍ଟା ପରେ…