Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା
ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ…
ପିପିଲି ହେବ କାହାର ?
ରାଜ୍ୟର ସବୁଠାରୁ ସ୍ପର୍ଶକାତର ନିର୍ବାଚନମଣ୍ଡଳୀଭାବେ ପରିଗଣିତ ପୁରୀ ଜିଲାର ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀର ଚିତ୍ର ଏଥର ସମ୍ପୂର୍ଣ୍ଣ ଅଲଗା। ବିଜେଡିର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀକୁ ଏଥର ମଧ୍ୟ ବିଜେଡି ଦଖଲ କରିବା ପାଇଁ ପ୍ରୟାସ ଚଳାଇଛି। ପ୍ରଥମ ଥର ପାଇଁ ଏହି…
ଭାଜପା-ଜେଜେପି ମେଣ୍ଟ ଭାଙ୍ଗିଲା
ଲୋକ ସଭା ନିର୍ବାଚନ ପୂର୍ବରୁ ହରିୟାଣାରେ ଭାଜପା-ଜେଜେପି ମିଳିତ ମେଣ୍ଟ ଭାଙ୍ଗିଯାଇଛି। ଏଭଳି ପରିସ୍ଥିତିରେ ଏକ ନୂତନ ସରକାର ଗଠନ ସମ୍ଭବ। ଆଜି ବିଧାନସଭା ପାର୍ଟି ବୈଠକରେ ଏହା ଘୋଷଣା କରାଯିବ। ଏହା ପରେ ଗ୍ରୁପ କ୍ୟାବିନେଟ ଇସ୍ତଫା ଦେବେ।ପର୍ଯ୍ୟବେକ୍ଷକ ଅର୍ଜୁନ ମୁଣ୍ଡା ଏବଂ ତରୁଣ ଚୁଘ…
ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ
ରାଜ୍ୟରେ ଏବେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏନେଇ ରାଜ୍ୟପାଳ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍…
ବଢ଼ିଲା ମେଣ୍ଟ ଚର୍ଚ୍ଚା, ପୁଣି ଦିଲ୍ଲୀ ଗଲା ରାଜ୍ୟ ବିଜେପି ଟିମ୍
ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ। ଏହାରି ମଧ୍ୟରେ ରାଜ୍ୟ ବିଜେପି ନେତାଙ୍କୁ ପୁଣି ଥରେ ଦିଲ୍ଲୀ ଡାକରା ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ଏବଂ ବିଜେପି ରାଜ୍ୟ ସଙ୍ଗଠନ ସାଧାରଣ…
ଯୁବକଙ୍କ ପାଇଁ ସୁନିଶ୍ଚିତ ନିଯୁକ୍ତିର ଗ୍ୟାରେଣ୍ଟି ଦେଲେ ରାହୁଲ ଗାନ୍ଧୀ
ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କର “ଯୁବ ନ୍ୟାୟ” କାର୍ଯ୍ୟକ୍ରମର ପୋଷ୍ଟର ଉଦ୍ଘାଟନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ଦେଶ ଓ ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା…
ସମସ୍ତ ଲୋକସଭା ଆସନରେ ଏକାକୀ ଲଢିବ ଟିଏମସି: କଂଗ୍ରେସ ବିରୋଧରେ ପ୍ରାର୍ଥୀ ଦେଲେ ମମତା ବାନାର୍ଜୀ!
ପଶ୍ଚିମବଙ୍ଗରେ ଫେଲ ମାରିଛି ‘ଇଣ୍ଡିଆ’ ମେଂଟ । ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ଆସନ ବୁଝାମଣା ହୋଇପାରିନାହିଁ । ଫଳରେ ଆଜି ଏକତରଫା ଭାବେ ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗର ସମସ୍ତ ୪୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । କଂଗ୍ରେସର ଗଡ଼ କୁହାଯାଉଥିବା…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଣ୍ଟ ଖବରକୁ ଭାଜପା ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ଏହାକୁ ଇଙ୍ଗିତ କରି ମୁଖ୍ୟମନ୍ତ୍ରୀ ବଡ ବୟାନ…
ଗୃହଲକ୍ଷ୍ମୀ, ୨୦୦ ୟୁନିଟ ଯାଏ ମାଗଣା ବିଜୁଳି ଓ ବେକାରୀ ଭତା- କଂଗ୍ରେସ ନିର୍ବାଚନୀ ଇସ୍ତାହାର
ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ କଂଗ୍ରେସ ତିଆରି କରୁଛି ନିର୍ବାଚନୀ ଇସ୍ତାହାର । ଏହି ଇସ୍ତାହାରରେ କର୍ଣ୍ଣାଟକ ଓ ତେଲେଙ୍ଗାନା ଇସ୍ତାହାରର ଛାପ ଦେଖିବାକୁ ମିଳିଛି । କୁହାଯାଉଛି, ୧୫ ତାରିଖରେ ଇସ୍ତାହାର ଘୋଷଣା ହେବ । ଆଉଏଥିରେ ଗୃହଲକ୍ଷ୍ମୀ, ୨୦୦ ୟୁନିଟ ଯାଏ ମାଗଣା ବିଜୁଳି ଓ…
ଲୋକସଭାରେ ଏକାକୀ ଲଢ଼ିବ ବିଏସ୍ପି
କଂଗ୍ରେସ ସହ ମେଣ୍ଟ ନେଇ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବହୁଜନ ସମାଜ ପାର୍ଟି(ବିଏସ୍ପି) ସୁପ୍ରିମୋ ମାୟାବତୀ। ଏହି ଖବର ଗୁଜବ। ତାଙ୍କ ଦଳ ଏକାକୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ସେ କୌଣସି ବି ଦଳ ସହ ମେଣ୍ଟ କରିବେ ନାହିଁ ବୋଲି ସ୍ପଷ୍ଟ…