Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Politics
All politics-related news information will be uploaded here in daily besis
ଏକ ଦେଶ ଏକ ନିର୍ବାଚନ
ଏକ ଦେଶ ଏକ ନିର୍ବାଚନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ନୂଆଦିଲ୍ଲୀରେ ଏକାସାଙ୍ଗରେ ନିର୍ବାଚନ ଆୟୋଜନ ପାଇଁ ନୂଆଦିଲ୍ଲୀରେ ତିନୋଟି ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ରାଜନୈତିକ ଦଳର…
ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧୀ
ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସୁନ୍ଦରଗଡ଼, ରାଉରକେଲା ଓ ଝାରସୁଗୁଡ଼ା ଦେଇ ଏହା ଆଗକୁ ବଢ଼ିବ। ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼୍ଗେଙ୍କ ପରେ ରାହୁଲ ଗାନ୍ଧୀଙ୍କ ଓଡ଼ିଆ ଆଗମନକୁ ନେଇ ରାଜ୍ୟ କଂଗ୍ରେସ ଶିବିର ବେଶ୍ ଉତ୍ସାହିତ।…
ଓଡ଼ିଶାରେ ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା
ଭୁବନେଶ୍ବର: ମଙ୍ଗଳବାର ଓଡ଼ିଶା ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ୭ ତାରିଖ ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା।…
କଂଗ୍ରେସକୁ ଟାର୍ଗେଟ କଲେ ପୁଣି ପ୍ରଧାନମନ୍ତ୍ରୀ ମୋଦୀ
ନିର୍ବାଚନ ପାଖେଇ ଆସୁଥିବା ବେଳେ ଲୋକସଭାରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ଯେ ବିରୋଧୀ ନେତାଙ୍କ କଥା ଶୁଣିବା ପରେ ଲାଗୁଛି ଯେ ସେମାନେ ଦୀର୍ଘ ଦିନ ଧରି ସେମାନେ ସେଠାରେ (ବିରୋଧୀ ଦଳ) ବସିବା ପାଇଁ ସଂକଳ୍ପ ନେଇଛନ୍ତି। ଏପରିକି ଅନେକ…
ଫ୍ଲୋର ଟେଷ୍ଟ ଝାଡ଼ଖଣ୍ଡରେ ସରକାରଙ୍କ ଭବିଷ୍ୟତ??
ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସାମ୍ନାରେ ବିଧାନସଭାରେ ବହୁମତ ପ୍ରମାଣ କରିବା ପାଇଁ ବଡ଼ ଚ୍ୟାଲେଞ୍ଜ ରହିଛି । ଏହି ଫ୍ଲୋର ଟେଷ୍ଟ ଝାଡ଼ଖଣ୍ଡ ସରକାରଙ୍କ ଭବିଷ୍ୟତ ନିଶ୍ଚିତ କରିବା । ଏହି ଫ୍ଲୋର ଟେଷ୍ଟରେ ସାମିଲ ହେବା ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍)ଏବଂ…
ଆଜିଠୁ ବିଧାନସଭା
ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ। ଗୃହରେ ଅଭିଭାଷଣ ରଖିବେ ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ…
ଓଡ଼ିଶାରେ ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ଆରମ୍ଭ କଲା ଅନଲାଇନ ଆବେଦନ, ପ୍ରଗମନ୍ ଡଟ୍ ଇନ୍
କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଆରମ୍ଭ ହେଲା ଅନଲାଇନ୍ ଆବେଦନ । ଓଡ଼ିଶାରେ ଆରମ୍ଭ ହେଲା ପ୍ରଗମନ୍ ଅଭିଯାନ। ସାମ୍ବାଦିକ ସମ୍ମିଳନୀରେ ୱେବସାଇଟକୁ ଲଞ୍ଚ କରିଛନ୍ତି କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର। ଆଜିଠାରୁ ୧୧ ଫେବ୍ରୁଆରୀ ଯାଏ ଆଶାୟୀମାନେ www.pragaman.in ରେ ଅନଲାଇନ୍ ଯୋଗେ…
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସି ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ । ଏଥିପାଇଁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ଗସ୍ତ ଅବସରରେ ୩ଟି ସାଙ୍ଗଠାନିକ ଜିଲ୍ଲା ଯଥା ରାଉଲକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ରାହୁଲଙ୍କ ନ୍ୟାୟ ଯାତ୍ରାର କାର୍ଯ୍ୟକ୍ରମ…
ଫେବୃଆରୀ ୨୭ରେ ରାଜ୍ୟସଭା ନିର୍ବାଚନ
ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ମୁଖ୍ୟନିର୍ବାଚନ କମିଶନରଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା…
ଭାରତ ରତ୍ନ ଘୋଷଣା
ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନୀତ କରାଯିବ । କେନ୍ଦ୍ରର ମୋଦୀ ସରକାର ବିଜେପିର ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଘୋଷଣା କରିଛନ୍ତି । ଯେତେବେଳେ ଲାଲକୃଷ୍ଣ…