Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Politics
All politics-related news information will be uploaded here in daily besis
ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତିରେ ଗତ ୧୬ ମାସର ରାଜ୍ୟରେ ଶାସନ…
୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ଆରଜେଡି ନେତା ତେଜସ୍ୱୀ ଯାଦବ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ମତଦାନ ଏବଂ ଫଳାଫଳ ଘୋଷଣା ପୂର୍ବରୁ ଶେଷରେ ମେଣ୍ଟ ଦଳମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ସ୍ବୀକାର କରିଛନ୍ତି । ବିହାର ନିର୍ବାଚନ ତାରିଖ ଘୋଷଣା ପରେ କିଏ…
ନଭେମ୍ବର ୪ ତାରିଖରେ ଜେଏନୟୁ ନିର୍ବାଚନ
ସାରା ଭାରତର ଛାତ୍ର ରାଜନୀତିରେ ଗୁରତ୍ୱ ବହନ କରୁଥିବା ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟର ଛାତ୍ର ସଂଘ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ବିଶ୍ୱବିଦ୍ୟାଳୟର ନିର୍ବାଚନ ସମିତି ତରଫରୁ ତାରିଖ ଘୋଷଣା କରାଯାଇଛି । ଦୀର୍ଘଦିନର ଅପେକ୍ଷା ପରେ ଜାରି ହୋଇଥିବା ନୋଟିସରେ ସ୍ପଷ୍ଟ ହୋଇଛି କି,…
ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ହୋଇଛି । ରାଜନୈତିକ ଶତ୍ରୁତାରୁ ମର୍ଡର ହୋଇଥିବା ତଦନ୍ତ ପରେ ପୋଲିସ କହିଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍ପି । ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା…
ନୂଆପଡା ବିଧାନସଭା ଉପ ନିର୍ବାଚନ, ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର
ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ…
ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ଶେଷ ଦିନ ଥିବା ବେଳେ ସୋମବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଭରିଛନ୍ତି। ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ଭାଜପା ଓ କଂଗ୍ରେସ। ଭାଜପାରୁ ଜୟ ଢୋଲକିଆ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସରୁ ଘାସିରାମ ମାଝୀ…
ନିଜର ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟଢୋଲକିଆ
ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି…
ନିର୍ବାଚନ ପ୍ରଚାର ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି
ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଉପନିର୍ବାଚନରେ ବିଜୟୀ ହେବାକୁ କଳ ବଳ କୌଶଳ ସବୁ ଲଗାଇ ଦେଇଛନ୍ତି । କାରଣ ଏହି ଉପନିର୍ବାଚନ ଆଗାମୀ ପଞ୍ଚାୟତ ନିର୍ବାଚନରେ ରାଜନୈତିକ ଦଳମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି ରାଜନୈତିକ…
କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି…
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ। ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…