Browsing Category

Politics

All politics-related news information will be uploaded here in daily besis

ଆପ ଛାଡ଼ି ବିଜେପିରେ ମିଶିଲେ ରାଘବ ଚଢାଙ୍କ ସହ ସାଂସଦ ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ

ଆପ୍ ଛାଡିଲେ ରାଘବ ଚଢା । କେବଳ ରାଘବ ଚଢା ନୁହେଁ ସାଂସଦ ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ୩ ଜଣ ରାଜ୍ୟସଭାରେ ସାଂସଦ ଥିଲେ । ଏବେ ଏମାନେ ସମସ୍ତେ ବିଜେପିରେ ସାମିଲ ହୋଇଛନ୍ତି । ରାଘବ ଚଢା କହିଛନ୍ତି, ଆମ୍ ଆଦମୀ ପାର୍ଟି ଦେଶ ପାଇଁ ନୁହେଁ ବରଂ ନିଜର…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ

ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ ହୋଇଛି। ୧୬ ଜିଲାରେ ହେବାକୁ ଥିବା ଏହି ମତଦାନ ୪୪,୩୭୬ଟି ବୁଥ୍‌ରେ ଅନୁଷ୍ଠିତ ହେଉଛି। ଶାନ୍ତିପୂର୍ଣ୍ଣ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ…

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ୫ଟାରେ ଲୋକସେବା ଭବନର ତୃତୀୟ ମହଲାରେ ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଏବଂ ‘ବିକଶିତ ଓଡ଼ିଶା-୨୦୩୬’ ଲକ୍ଷ୍ୟ ପୂରଣ ଦିଗରେ ଏହି…

୮ ମହିଳା ବନ୍ଦୀଙ୍କୁ ମୁକ୍ତ କରୁ ଇରାନ: ନିବେଦନ କଲେ ଟ୍ରମ୍ପ, କହିଲେ ଆଲୋଚନା ପାଇଁ ଏହା ହେବ ଶୁଭାରମ୍ଭ

ୱାଶିଂଟନ: ଆମେରିକା ଓ ଇରାନ ମଧ୍ୟରେ ସମ୍ପର୍କର ସୁଧାର ପାଇଁ ଏକ ବଡ଼ ସର୍ତ୍ତ ବା ନିବେଦନ ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଇରାନରେ ବନ୍ଦୀ ଥିବା ଏବଂ ମୃତ୍ୟୁଦଣ୍ଡର ସମ୍ଭାବନାର ସମ୍ମୁଖୀନ ହେଉଥିବା ୮ ଜଣ ମହିଳାଙ୍କୁ ମୁକ୍ତ କରିବା ପାଇଁ ଟ୍ରମ୍ପ ସୋସିଆଲ ମିଡିଆରେ…

ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ…

ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ ।  ମହିଳା ବିଲକୁ ବିରୋଧୀ ଦଳ ସମର୍ଥନ ନଦେବା ପ୍ରସଙ୍ଗରେ ରାଜ୍ୟସ୍ତରରୁ ମଣ୍ଡଳସ୍ତର ପର୍ଯ୍ୟନ୍ତ କ୍ୟାମ୍ପେନ କରିବ ବିଜେପି ।  ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି କରାଯିବ। ସବୁ ବର୍ଗର ୫୦ ହଜାରରୁ…

ପଶ୍ଚିମବଙ୍ଗରେ ମତଦାନ: ବାଇକ୍‌ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ…

ପଶ୍ଚିମବଙ୍ଗରେ ମତଦାନ ଯେତେ ପାଖେଇ ଆସୁଛି କଟକଣା ସେତେ କଡ଼ା ହେଉଛି। କାରଣ ପଶ୍ଚିମବଙ୍ଗରେ ନିର୍ବାଚନ ସବୁବେଳେ ହିଂସାତ୍ମକ। ତେଣୁ ଏଥର ଯେମିତି ସେଭଳି କୌଣସି ପରିସ୍ଥିତି ସୃଷ୍ଟି ନହୁଏ ସେଥିପାଇଁ ନିର୍ବାଚନ କମିଶନ ପୂରା କଡ଼ା କଟକଣା ଲାଗୁ କରୁଛନ୍ତି। ଏଥିପାଇଁ ସାରା ରାଜ୍ୟରେ ଦୁଇ ଚକିଆ…

ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଥମ ଝାରସୁଗୁଡ଼ାରେ ଆସି ପହଞ୍ଚିଥିଲେ ରାଷ୍ଟ୍ରପତି । ଏହାପରେ ବାୟୁସେନାର ହେଲିକପ୍ଟର ଯୋଗେ ରାଉରକେଲାରେ ପହଞ୍ଚିଛନ୍ତି। ଏହାପରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ…

ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ସେଠାରେ ଭବ୍ୟ ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଇସ୍ପାତ ସହର ରାଉରକେଲା ଗସ୍ତରେ ଅଛନ୍ତି ଦ୍ରୋପଦୀ ମୁର୍ମୁ…

ବିରୋଧୀ ନେତାଙ୍କୁ ମହିଳା ସଂରକ୍ଷଣ ବିଧେୟକ ପାରିତ ନ କରାଇବାର ଭୁଲ୍ ନ କରିବାକୁ ଆହ୍ଵାନ ଦେଲେ ମୋଦୀ

ମହିଳା ସଂରକ୍ଷଣ ବିଧେୟକ ଉପରେ ଗୁରୁବାର ସଂସଦରେ ଜୋରଦାର ବିତର୍କ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହିଳା ସଂରକ୍ଷଣ ବିଧେୟକ ଉପରେ ସମସ୍ତ ବିରୋଧୀ ଦଳକୁ ଏକାଠି ଆସିବାକୁ ଅପିଲ୍ କରିଛନ୍ତି। ଏହି ବିଧେୟକକୁ ରାଜନୀତିର ନିକିତିରେ ନ ତଉଲାଇବାକୁ ପିଏମ ମୋଦୀ ବିରୋଧୀ ଦଳକୁ…

୪୮ ଘଣ୍ଟା ମଧ୍ୟରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଇବାକୁ ବିରୋଧୀ ଦଳ ନେତା ନବୀନଙ୍କ ଦାବି, ଏ ନେଇ…

ଲୋକସଭା ଆସନ ଏବଂ ସମସ୍ତ ରାଜ୍ୟର ବିଧାନସଭା ଆସନ ସଂଖ୍ୟା ୫୦% ଲେଖାଏଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ଦେଶରେ । ଏଥିପାଇଁ ସଂସଦର ସ୍ବତନ୍ତ୍ର ଅଧିବେଶନରେ ଡିଲିମିଟେସନ୍ ବିଲ୍ ୨୦୨୬ ଆସିବାକୁ ଯାଉଛି। ଏହି ଆଧାରରେ ଦେଶରେ ଲୋକସଭା ଆସନ ସଂଖ୍ୟା ୫୪୩ରୁ ୮୫୦କୁ ବୃଦ୍ଧି ପାଇବ…