Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସି ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ । ଏଥିପାଇଁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ଗସ୍ତ ଅବସରରେ ୩ଟି ସାଙ୍ଗଠାନିକ ଜିଲ୍ଲା ଯଥା ରାଉଲକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ରାହୁଲଙ୍କ ନ୍ୟାୟ ଯାତ୍ରାର କାର୍ଯ୍ୟକ୍ରମ…
ଫେବୃଆରୀ ୨୭ରେ ରାଜ୍ୟସଭା ନିର୍ବାଚନ
ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ମୁଖ୍ୟନିର୍ବାଚନ କମିଶନରଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା…
ଭାରତ ରତ୍ନ ଘୋଷଣା
ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନୀତ କରାଯିବ । କେନ୍ଦ୍ରର ମୋଦୀ ସରକାର ବିଜେପିର ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଘୋଷଣା କରିଛନ୍ତି । ଯେତେବେଳେ ଲାଲକୃଷ୍ଣ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…
ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ରାଞ୍ଚି:ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜମି…
ହେମନ୍ତ ସୋରେନଙ୍କୁ ବଡ଼ ଝଟକା !
ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚମ୍ପଈ ସୋରେନ ଶପଥ ଗ୍ରହଣ କରିବେ । ତେବେ ଏଥିପାଇଁ ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ସିପି ରାଧାକୃଷ୍ଣ ଚମ୍ପଈଙ୍କୁ ୧୦ ଦିନ ସମୟ ଦେଇଛନ୍ତି । ଗତକାଲି ସନ୍ଧ୍ୟା ସମୟରେ ଦ୍ୱିତୀୟ ଥର ପାଇଁ ଚମ୍ପଈ ରାଜ୍ୟପାଳଙ୍କୁ ଭେଟି ବହୁମତ ନେଇ ଦାବି କରିଥିଲେ…
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…
ରାଜନୈତିକ କ୍ଷେତ୍ର ସ୍ତବ୍ଧ
ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ମହାରାଷ୍ଟ୍ରର ଖାନାପୁର ବିଧାନସଭା କ୍ଷେତ୍ରର ଶିବସେନା (ଶିନ୍ଦେ ଗୋଷ୍ଠୀ)ର ଜଣେ ବିଧାୟକଙ୍କର ବିୟୋଗ ଘଟିଛି । ବିଧାୟକ ଅନିଲ ବାବରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସାଙ୍ଗଲି ଜିଲ୍ଲାର ଏକ ହସ୍ପିଟାଲରେ ଅନିଲ…
ଆଜି ସୋରେନ୍ଙ୍କୁ ପଚରାଉଚରା କରିପାରେ ଇଡି
ବହୁ ଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଆଜି ରାଞ୍ଚିସ୍ଥିତ ବାସଭବନରେ ଇଡି ଜେରାର ସମ୍ମୁଖୀନ ହୋଇପାରନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ହେମନ୍ତଙ୍କ ଦିଲ୍ଲୀସ୍ଥିତ ଶାନ୍ତି ନିକେତନ ବାସଭବନରେ ରେଡ୍ କରି ଇଡି ଗତକାଲି ନଗଦ ୩୬ ଲକ୍ଷ ଟଙ୍କା, ଦୁଇଟି ଦାମୀ ଗାଡ଼ି ଓ ବହୁ…
କୁଆଡ଼େ ଗଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍
ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଙ୍କୁ ଖୋଜୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍। ଦୁଇ ଦିନ ହେଲା ଇଡିର ଏକ ଟିମ୍ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ଦିଲ୍ଲୀ ସ୍ଥିତ ଶାନ୍ତି ନିକେତନ ଘର ନିକଟରେ ଡେରା ପକାଇଛି । ତାଙ୍କ ଘରୁ ଅନେକ ଦସ୍ତାବିଜ ଜବତ ହୋଇଛି। ଇଡିର ଟିମ୍ ଏବେ…