Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
୩ଟି ରାଜ୍ୟସଭା ଆସନ ଯିବ ବିଜେଡ଼ି ଖାତାକୁ
ରାଜ୍ୟର ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ହୋଇଛି । ରାଜ୍ୟସଭା ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୩ତାରିଖରେ ଶେଷ ହେଉଛି। ରାଜନୀତି ସମୀକ୍ଷକଙ୍କ ମତରେ ତିନୋଟି ଆସନ ଏଥର ବିଜେଡ଼ି ନେବ ।…
ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ: କାହିଁକି ହତ୍ୟା କଲା ଏବେ ବି କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି । ଗତ ବର୍ଷ ଆଜିର…
ଆଜି ରାଜ୍ୟ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶ : ମଲ୍ଲିକାର୍ଜୁନ ଖଡଗେ ଆସୁଛନ୍ତି
ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ…
ଓଡ଼ିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ
ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ…
ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ,
ନୂଆଦିଲ୍ଲୀ: ଆରଜେଡି ଏବଂ କଂଗ୍ରେସ ସହ ମେଣ୍ଟକୁ ସମାପ୍ତ କରି ବିଜେପି ସହ ପୁଣି ମେଣ୍ଟ କରିବା ଲାଗି ନୀତୀଶ ସ୍ଥିର କରିଛନ୍ତି। ସେ ଇସ୍ତଫା ଦେଇ ସନ୍ଧ୍ୟା ସୁଦ୍ଧା ଏନ୍ଡିଏ ସରକାରର ନେତୃତ୍ବ ନେଇ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା…
ବିହାର ରାଜନୀତି
ବିହାରରେ ଏକ ବଡ଼ଧରଣର ରାଜନୈତିକ ହଲଚଲ ଦେଖିବାକୁ ମିଳିଛି । ଆରଜେଡି-ଜେଡିୟୁ ମେଣ୍ଟରେ ସୃଷ୍ଟି ହୋଇଛି ଫାଟ । ମେଣ୍ଟରୁ ଓହରି ଯାଇ ବିଜେପି ସହ ମିଶି ରାଜ୍ୟରେ ନୂଆ ସରକାର ଗଠନ କରିବା ନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରୟାସ ଆରମ୍ଭ କରିଦେଇଛନ୍ତି । ତେବେ ଏହା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ…
ବିହାର ରାଜନୀତିରେ ହଟଚମଟ, ନୀତିଶ-ବିଜେପି ଡିଲ୍
ପାଟନା: ବିହାର ରାଜନୀତିରେ ଭାଙ୍ଗିପାରେ ଆରଜେଡି-ଜେଡିୟୁ ମେଣ୍ଟ । ଜେଡିୟୁ-ବିଜେପି ଏକାଠି ହେଲେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି । ବିଜେପିରୁ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ହେବା ନେଇ ଆଲୋଚନା ହେଉଛି। ଏହି ସମୟରେ ଆଉ ଏକ ବଡ ଖବର ହେଉଛି ଯେ, ଜେଡିୟୁ ତାର ସବୁ…
ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ
ଭୁବନେଶ୍ୱର: ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ । ମାଷ୍ଟରକ୍ୟାଣ୍ଟିନ୍ ଛକ କଂଗ୍ରେସ ଭବନ ସମ୍ମୁଖରେ ବାହାଘରରେ ବିଜେପି ବର ଓ ବିଜେଡି କନ୍ୟା ସାଜିଥିଲା। ଛାତ୍ର କଂଗ୍ରେସର କର୍ମୀମାନେ ବରବେଶରେ ବଶିଥିଲେ । ନିମନ୍ତ୍ରଣ ପତ୍ର ମଧ୍ୟ ଆଗରୁ ବଣ୍ଟାଯାଇଥିଲା। ହିନ୍ଦୁ…
ପଶ୍ଚିମବଙ୍ଗରେ ପ୍ରବେଶ କଲା ଭାରତ ଯୋଡ ନ୍ୟାୟ ଯାତ୍ରା
କୋଲକାତା : ପଶ୍ଚିମବଙ୍ଗରେ ପ୍ରବେଶ କରିଛି ଭାରତ ଯୋଡ ନ୍ୟାୟ ଯାତ୍ରା । ଏହାପରେ ବିହାରରେ ପ୍ରବେଶ କରି ପରେ ଓଡ଼ିଶା ଆସିବ । ଆଜି ପଶ୍ଚିମବଙ୍ଗରେ ପ୍ରବେଶ କରିଛି କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା । ଆସାମ-ପଶ୍ଚିମବଙ୍ଗ ସୀମା ଅନ୍ତର୍ଗତ ବକ୍ସିରହାଟ ଦେଇ କୁଚବେହାରରେ ପ୍ରବେଶ କରିବ…
କଂଗ୍ରେସ ସହ ମେଣ୍ଟ କରିବେନି ମମତା,କେଜ୍ରିୱାଲ
ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ପଶ୍ଚିମବଂଗରେ କଂଗ୍ରେସ ସହ କୌଣସି ସ୍ଥିତିରେ ବି ମେଣ୍ଟ କରାଯିବ ନାହିଁ ବୋଲି ଆଜି ଘୋଷଣା କରିଥିବା ବେଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପଂଜାବରେ କଂଗ୍ରେସ ସହ ଦଳ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି। ମେଣ୍ଟର ଦୁଇ…